Home

ପାସ୍‌ହାର: କଳାହାଣ୍ଡିରେ ୯୫.୨୨%, ନୂଆପଡ଼ାରେ ୯୭.୦୫%

ଭବାନୀପାଟଣା,୩ା୫ (ଉତ୍ତମ କୁମାର ଦାଶ): ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି। ଚଳିତ ବର୍ଷ କଳାହାଣ୍ଡି ଜିଲାରେ ପାସ୍‌ ହାର ୯୫.୨୨% ରହିଛି। ଜୟପାଟଣା ବ୍ଲକ ମୁଖିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ସାଙ୍ଗ: ୩ ଦିନ ଗୋଟିଏ ଘରେ ବନ୍ଦ ରଖି…

ଭୋପାଳ,୩ା୫:ମଧ୍ୟପ୍ରଦେଶର ମାଣ୍ଡଲାରେ ସପ୍ତମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ୩ ଦିନ ଗୋଟିଏ ଘରେ ବନ୍ଦ ରଖି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଘର ଜବଲପୁର ହୋଇଥିବାବେଳେ ୬ ମାସ ପୂର୍ବରୁ ମାଣ୍ଡଲା ଅଞ୍ଚଳର ରାଜନ ନାମକ ଜଣେ ଅଭିଯୁକ୍ତଙ୍କ…

ଗଣମାଧ୍ୟମ ସ୍ବାଧୀନତା: ୧୫୧ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୩ା୫: ବୈଶ୍ୱିକ ଗଣମାଧ୍ୟମ ସ୍ବାଧୀନତା ୨୦୨୫ରେ ସର୍ବକାଳୀନ ନିମ୍ନ ସ୍ତରରେ ପହଞ୍ଚତ୍ଥିବା ରିପୋର୍ଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ (ଆର୍‌ଏସ୍‌ଏଫ୍‌) ପକ୍ଷରୁ ଶୁକ୍ରବାର ପ୍ରକାଶିତ ବାର୍ଷିକ ର଼୍ୟାଙ୍କିଙ୍ଗ୍‌ ରିପୋର୍ଟରେ କୁହାଯାଇଛି। ଇଣ୍ଟରନ୍ୟାଶନାଲ ପ୍ରେସ୍‌ ଫ୍ରିଡମ୍‌ ଡେ’ର ଦିନକ ପୂର୍ବରୁ ଫ୍ରାନ୍ସର ଅଣଲାଭଦାୟକ ସଂଗଠନ ପକ୍ଷରୁ…

ସମ୍ବଲପୁର ଜିଲା ଟପ୍ପର: ଜି ଶିରିଶା

ସମ୍ବଲପୁର,୩ା୫(ପ୍ରମୋଦ ବହିଦାର): ନିୟମିତ ଅଭ୍ୟାସ ଯୋଗୁ ମାଟ୍ରିକ୍‌ ପରୀକ୍ଷାରେ ସଫଳତା ପାଇଛନ୍ତି ବୋଲି ସମ୍ବଲପୁର ଜିଲା ଟପ୍ପର ଜି ଶିରିଶା କହିଛନ୍ତି। ମାନେଶ୍ୱରର ଜି ଜଗଦିଶ ଓ ଜି ଶ୍ରୀଲକ୍ଷ୍ମୀଙ୍କ କନ୍ୟା ଶିରିଶା ଚଳିତ ମାଟ୍ରିକ ପରୀକ୍ଷାରେ ୯୪.୩୩ ପ୍ରତିଶତ ହାରରେ…

ପାକ୍‌ରେ ଆତଙ୍କ, ପିଓକେରେ ଅନିଶ୍ଚିତତା: ସୁରକ୍ଷା ପାଇଁ ବଙ୍କର ପ୍ରସ୍ତୁତ

ନୂଆଦିଲ୍ଲୀ/ଶ୍ରୀନଗର/ ଇସ୍‌ଲାମାବାଦ,୩ା୫:ଏପ୍ରିଲ ୨୨ରେ ଜମ୍ମୁ-କଶ୍ମୀରର ପହଲଗାମ୍‌ସ୍ଥିତ ପର୍ଯ୍ୟଟନସ୍ଥଳ ବୈସରନ୍‌ରେ ଆତଙ୍କବାଦୀମାନେ ୨୬ ହିନ୍ଦୁଙ୍କୁ ଗୁଳିକରି ହତ୍ୟାକରିବା ପରେ ଭାରତ ଏହି ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି ପଡ଼ୋଶୀ ଦେଶ ବିରୋଧରେ ଅନେକ ପଦକ୍ଷେପ ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷାମନ୍ତ୍ରୀ…

ସରପଞ୍ଚଙ୍କ ସ୍ବାମୀ-ଶ୍ୱଶୁରଙ୍କୁ ମାରିଦେଲେ ଦୁର୍ବୃତ୍ତ, ଗାଁ ଦାଣ୍ଡରେ ପଡ଼ିଛି ୨ ମୃତଦେହ

ରାୟଗଡ଼ା/ପଦ୍ମପୁର,୩ା୫(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ…

ବ୍ରହ୍ମ ସଂସ୍ଥାପନ କେବଳ ଶ୍ରୀମନ୍ଦିରରେ ହୋଇଥାଏ

ପୁରୀ,୩ା୫(ଅଜିତ୍‌ କୁମାର ମହାନ୍ତି): ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ…

ପୁରୀ ଆସି କଥା ବଦଳାଇଲେ ରାମକୃଷ୍ଣ

ପୁରୀ୩ା୫(ଅଜିତ୍‌ କୁମାର ମହାନ୍ତି): ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ବିବାଦୀୟ ହୋଇଥିବା ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ସେଠାରେ ଏକ ବଙ୍ଗଳା ଟିଭି ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ କହିଥିଲେ, ପୁରୀ ମନ୍ଦିର…

ମାଟିର ମହକ

ଯୁଗେ ଯୁଗେ ମାଟିକୁ ନେଇ ବିବାଦ ରହିଆସିଛି। ମାଟିର ଗୁଣ ଯଥା ଉର୍ବର, ଅନୁର୍ବର, ସମତଳ, ଜଙ୍ଗଲ, ପାହାଡ଼-ପର୍ବତ ଇତ୍ୟାଦି କଥା କହି ବିଚାର କରନ୍ତି ନାହିଁ ବରଂ ତାକୁ ଆଧାର କରି ନିଜର ପରିଚୟ ଜାହିର କରିବା ହେଉ କିମ୍ବା…

ନର୍କ ଓ ସ୍ବର୍ଗର ଧାରଣା

ପ୍ରାୟ ପ୍ରତି ଧର୍ମର ଅନୁଗତମାନେ କହନ୍ତି, ସେମାନଙ୍କ ଧର୍ମରେ ବିଶ୍ୱାସ କରୁ ନ ଥିବା ଲୋକେ ନର୍କକୁ ଯିବେ, ସେମାନେ ନିଜେ ଯେ ଅନ୍ୟ ଧର୍ମର ବିଶ୍ୱାସୀମାନଙ୍କ ମତରେ ନର୍କକୁ ଯିବେ ଭୁଲିଯାଆନ୍ତି। ଏକ ଧର୍ମର ପ୍ରଚାରକ ଅନ୍ୟ ଧର୍ମର ଅନୁଗାମୀ…

ସିପିସି ଓ କେନ୍ଦ୍ର କର୍ମଚାରୀ

କେନ୍ଦ୍ର ସରକାର ଅଷ୍ଟମ କେନ୍ଦ୍ରୀୟ ବେତନ ଆୟୋଗ (ସିପିସି) ଗଠନ ପାଇଁ ସ୍ବୀକୃତି ଦେବାର ପ୍ରାୟ ୪ ମାସ ବିତିଗଲାଣି କିନ୍ତୁ ଏଯାବତ୍‌ ସେଭଳି ନୂଆ ପଦକ୍ଷେପ ନିଆଯାଇନାହିଁ। ଏବେ ଗୁଞ୍ଜରଣ ସୃଷ୍ଟି ହେଉଛି ଯେ, ପ୍ରକ୍ରିୟାରେ ଅଗ୍ରଗତି ହେଉଛି। କିନ୍ତୁ…

ଶିକାରୀଙ୍କ ଗଳା କାଟି ହତ୍ୟା

ଦେବଗଡ଼,୩ା୫(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ମର୍ହା ଗ୍ରାମରେ ଜଣେ ବନ୍ୟଜନ୍ତୁ ଶିକାରୀଙ୍କ ଗଳା କାଟି ହତ୍ୟା କରାଯାଇଛି। ମୃତକ ହେଲେ ସୁରେଶ ଶବର(୫୯)। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୁରେଶଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?