ଭୋଗିବାକୁ ବାଧ୍ୟ
ଅନ୍ତର୍ଜାତୀୟ ନିୟମ-ଆଧାରିତ ବ୍ୟବସ୍ଥା ହେଉଛି ବାସ୍ତବରେ ଜଙ୍ଗଲୀ ଶାସନ ପାଇଁ ବ୍ୟବହୃତ ଏକ ବକ୍ରୋକ୍ତି ଏବଂ ଏହା ହିଁ ବୈଶ୍ୱିକ କ୍ଷମତା ରାଜନୀତିର ସଂଜ୍ଞା ନିରୂପଣକରେ। ପ୍ରାୟ ୨୪୦୦ ବର୍ଷ ପୂର୍ବେ ଲିଖିତ ଏକ ପ୍ରସିଦ୍ଧ ଇତିହାସ ବହି ଥିଲା ଅନ୍ତର୍ଜାତୀୟ…
ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ପରିସଂଖ୍ୟାନ ଦିବସ
୨୦ ଅକ୍ଟୋବରରେ ସାରା ବିଶ୍ୱରେ ପରିସଂଖ୍ୟାନ ଦିବସ ପାଳନ କରାଯାଏ। ମାତ୍ର ଭାରତରେ ଜାତୀୟ ପରିସଂଖ୍ୟାନ ଦିବସ ୨୯ ଜୁନ୍ରେ ପାଳନ କରାଯାଏ। ମିଳିତ ଜାତିସଂଘର ପରିସଂଖ୍ୟାନ ଆୟୋଗଙ୍କ ମାର୍ଗଦର୍ଶନରେ ବିଶ୍ୱ ପରିସଂଖ୍ୟାନ ଦିବସ ବିଶ୍ୱର ସାମାଜିକ ତଥା ଅର୍ଥନୈତିକ ବିକାଶ…
ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ
ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ନିହତ ଯବାନ ହେଲେ ଅମର ପାନୱାର୍ ଓ କେ. ରାଜେଶ । ନାରାୟଣପୁର ଜିଲାର…
ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…
ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ ଅନ୍ୟ ପରିବାରକୁ ଟେକିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଶନିବାର ଜିଲା…
ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା
ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ ମାସ ବାକି ରହିଥିବା ବେଳେ ଶନିବାର ମହୋତ୍ସବ ସମିତିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା।…
ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…
ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଲେଖିଛନ୍ତି, ଓଡ଼ିଶା…
ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ
ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ, ଲକ୍ଷେଶ୍ୱରୀ ମାଝୀ, ମହେଶ୍ୱର ପାଲକା, ଅନାଦି ଚରଣ ଶବର। ରାୟଗଡ଼ା ସହର ଅନ୍ତର୍ଗତ ହାତୀପଥର…
ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍ ହେଲେ ସିଦ୍ଧାର୍ଥ ପଣ୍ଡା
ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା ୨୦୮ ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ଏହା ପୂର୍ବରୁ ସେ କୋକସରା ବ୍ଲକ…
ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…
ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ…
ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର
ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଦୀନବନ୍ଧୁଙ୍କ ସ୍ତ୍ରୀ…
OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ
କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ବିଜୟଲକ୍ଷ୍ମୀ ନାଗଙ୍କ ଘର ହେଉଛି ମ.ରାମପୁର ବ୍ଲକର ଅଲତରା…
ମୋଦିଙ୍କୁ ୧୦୦ଟଙ୍କା ପଠାଇଲେ ଆଦିବାସୀ ମହିଳା, ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୯।୧୦: ଓଡ଼ିଶାର ଜଣେ ଆଦିବାସୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇବା ପାଇଁ ୧୦୦ଟଙ୍କା ପ୍ରଦାନ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଭାଜପାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ଜୟ ପାଣ୍ଡା ଏହି ସୂଚନା ଦେଇଛନ୍ତି। ବୈଜୟନ୍ତ ଜୟ ପାଣ୍ଡା…
Archives


