ବିମାନରେ ବୋମା ଅଛି… ଏମିତି ଏକ ମିଛ କଲ ପାଇଁ ଖର୍ଚ୍ଚ ହୋଇଥାଏ ୩ କୋଟି ଟଙ୍କା
ନୂଆଦିଲ୍ଲୀ,୧୯।୧୦: ଗତ କିଛି ଦିନ ହେବ ଦେଶରେ କେତେଜଣ ଅଜଣା ଅପରାଧୀ ବିମାନରେ ବୋମା ଲଗାଯାଇଥିବା ମିଥ୍ୟା କଲ କରି ବିମାନ କମ୍ପାନୀଗୁଡିକ ପାଇଁ ବ୍ୟାପକ କ୍ଷତି ଘଟାଉଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୪୦ଟି ବିମାନରେ ବୋମା ଥିବା ଧମକ ଆସିଛି।…
ପିଚ୍ରେ ଡିଆଁ ମାରି ରିଷଭ ପନ୍ତଙ୍କୁ ରକ୍ଷା କଲେ ସରଫରାଜ: ଦେଖନ୍ତୁ ଭିଡିଓ
ବେଙ୍ଗାଲୁରୁ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ସରଫରାଜ ଖାନ ଶତକ ହାସଲ କରିଛନ୍ତି। ସରଫରାଜଙ୍କ ଏହି ଇନିଂସ ସହ ଜଡିତ ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସେ ରିଷଭ ପନ୍ତଙ୍କୁ ରନ ସ୍କୋର କରିବାରେ…
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ: ମନ୍ତ୍ରୀ
ଭୁବନେଶ୍ୱର,୧୯।୧୦: ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ । ନୂଆ ନାମ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ମନ୍ତ୍ରୀ କହିଛନ୍ତି, ଯୋଜନାର ନାମ ପରିବର୍ତ୍ତନ ନେଇ ରାଜ୍ୟ…
ହେଜବୋଲ୍ଲାର ଡ୍ରୋନ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ନେତାନ୍ୟାହୁ!
ଜେରୁଜେଲମ,୧୯।୧୦: ଶନିବାର ଅକ୍ଟୋବର ୧୯, ୨୦୨୪ରେ ଲେବାନନ ଇସ୍ରାଏଲ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା। ଇସ୍ରାଏଲ ଖବରକାଗଜ ହାରେଟଜର ରିପୋର୍ଟ ଅନୁଯାୟୀ ଲେବାନନରୁ ଡ୍ରୋନ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣ ଇସ୍ରାଏଲର କେନ୍ଦ୍ରୀୟ କେଜରିୟା ସହରର ଏକ ଘର ଉପରେ କରାଯାଇଥିଲା। କୁହାଯାଉଛି…
‘ଭାଜପାରେ ମିଶିଯିବ ବିଜେଡି’
ଭୁବନେଶ୍ୱର,୧୯।୧୦: ଗତ କିଛିଦିନ ଧରି ବିଜେଡିର ତୁଙ୍ଗ ନେତାମାନେ ଦଳ ବିରୋଧରେ ବୟାନବାଜି କରୁଛନ୍ତି। ଏଥିନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଥିବା କୁହାଯାଉଛି। ତେବେ ବିଜେଡି ନେଇ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି…
ବୋଲ ମାନୁନି ବିଜେଡି ନେତାଙ୍କ ତୁଣ୍ଡ, ଏବେ ପଦ୍ମନାଭ କହିଲେ କାହିଁକି…
ଭୁବନେଶ୍ୱର,୧୯।୧୦: ନିର୍ବାଚନ ବେଳେ ଯେଉଁ ମୁହଁରେ ତାଲା ପଡ଼ିଥିଲା, ଏବେ କିନ୍ତୁ ବୋଲ ମାନୁନାହିଁ। ଭୋଟ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଭୟରେ ଚୁପ୍ ଥିବା ବିଜୁ ଜନତା ଦଳର ନେତା ଏବେ ନିଜର ଅସନ୍ତୋଷ ଝାଡ଼ୁଛନ୍ତି। ସଭାମଞ୍ଚ ହେଉ ଅବା ଗଣମାଧ୍ୟମରେ ବୟାନବାଜି…
କୋଟିଆ ପଞ୍ଚାୟତର ନୂଆ ଭୋଟକେନ୍ଦ୍ର ଉପରେ ମୋହର ମାରିଲେ କେନ୍ଦ୍ର ନିର୍ବାଚନ ଅଧିକାରୀ: ଗ୍ରାମରେ ଖେଳିଗଲା ଖୁସି
ପଟ୍ଟାଙ୍ଗି,୧୯।୧୦(ଶରତ ଧଳ): ଓଡ଼ିଶାର ଭୋଟରଙ୍କ ଦୁର୍ବଳତାର ଫାଇଦା ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟ ନିଜ ସପକ୍ଷରେ ପଞ୍ଚାୟତ ଓ ବିଧାନସଭା ଦୁଇଟି ନିର୍ବାଚନରେ ଫାଇଦା ଉଠାଇ ଚାଲିଥିଲା । ଏହିପରି ସ୍ଥିତିରେ ଓଡ଼ିଶାର ଜିଲା ପ୍ରଶାସନ ଏବଂ ବ୍ଲକ ପ୍ରଶାସନ ପାଇଁ…
ଧରିତ୍ରୀ ପ୍ରଭାବ: ଚୋରା ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସର ରେଡ
ଦାରିଙ୍ଗବାଡି, ୧୯।୧୦ (ଅରୁଣ ସାହୁ )-ସିମନବାଡି ଅଞ୍ଚଳରେ ଚୋରାଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସ ଆକ୍ସନ ମୋଡ଼ରେ ରହିଛି। ଶନିବାର ଦାରିଙ୍ଗବାଡି ଆଇଆଇସି ରମେଶ କୁମାର ପ୍ରଧାନ, ସବଇନ୍ସପେକ୍ଟର ଜୟନ୍ତ କୁମାର ସେଠି ସଦଳବଳ…
ଚମକିଲେ ସରଫରାଜ: ଭାରତକୁ ବିପଦରୁ କଲେ ରକ୍ଷା
ବେଙ୍ଗାଲୁରୁ,୧୯।୧୦: ବେଙ୍ଗାଲୁରୁ ଟେଷ୍ଟ ଭାରତୀୟ ଷ୍ଟାର ଖେଳାଳିଙ୍କ ସରଫରାଜ ଖାନ୍ କ୍ୟାରିୟର ପ୍ରଥମ ଶତକ ମାରିଛନ୍ତି। ଦ୍ୱିତୀୟ ଇନିଂସରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ରୂପରେ ଦ୍ୱିତୀୟ ଉଇକେଟ ହରାଇଥିଲା, ଯାହା ପରେ ସରଫରାଜ ଖାନ ଚତୁର୍ଥ ନମ୍ବରରେ କ୍ରିଜକୁ ଆସିଥିଲେ।…
ବାପ-ପୁଅଙ୍କୁ ଏସିଡ୍ ମାଡ: ସ୍ବାସ୍ଥ୍ୟାବସ୍ଥା ଗୁରୁତର
ତୁମୁଡିବନ୍ଧ(ଦୀପକ କୁମା ପରାସେଠ): ବାପା ପୁଅଙ୍କୁ ଘରେ ଶୋଇଥିବା ସମୟରେ ଏସିଡ ମାଡ଼। ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୁତ୍ତ ଘରେ ପଶି ଏସିଡ ଫିଙ୍ଗି ପଳେଇ ଯାଇଥିବା ଅଭିଯୋଗ l ଏସିଡ ମାଡ଼ ବାପା-ପୁଅ ଗୁରୁତର। ଗୁରୁତର ଅବସ୍ଥାରେ…
ଭାରତକୁ ଚେତାବନୀ ଦେଲା ବାଂଲାଦେଶ: ଶେଖ୍ ହାସିନାଙ୍କୁ ନ ଛାଡ଼ିଲେ…
ଢାକା,୧୯।୧୦: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆଇନ ପରାମର୍ଶଦାତା ଆସିଫ ନାଜରୁଲ ଭାରତ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଚୁକ୍ତିରେ କୌଣସି ବ୍ୟବସ୍ଥା ଦର୍ଶାଇ ଭାରତ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପ୍ରତ୍ୟର୍ପଣକୁ ପ୍ରତ୍ୟାଖ୍ୟାନ କରିବାକୁ ଚେଷ୍ଟା କରେ, ତେବେ…
ରେଳ କର୍ମଚାରୀଙ୍କ ଘରେ ପଶିଲେ ଲୁଟେରା: ହାତଗୋଡ଼ ବାନ୍ଧି ସବୁ ଲୁଟିନେଲେ
ରାଉରକେଲା,୧୯।୧୦(ସଂଗୀତା ଜେନା): ରାଉରକେଲା ବନ୍ଧମୁଣ୍ଡାରେ ବଡ଼ ଧରଣର ଡକାୟତି ହୋଇଛି। ଫିଲ୍ମ ଷ୍ଟାଇଲରେ ଏହି ଡକାୟତି ହୋଇଥିବା ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାରଣାସ୍ତ୍ର ଦେଖାଇ ପରିବାରର ସମସ୍ତଙ୍କ ହାତ, ଗୋଡ଼ ବାନ୍ଧି ମୁହଁରେ କପଡା ବାନ୍ଧି ଡକାୟତମାନେ ଲୁଟ୍ କରିଥିଲେ।…
Archives


