୨୪ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି
ପୁରୀ,୧୯ା୧୦(ଅଜିତ କୁମାର ମହାନ୍ତି):ଚଳିତ ମାସ ୨୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କରାଯିବା ସହ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ତଥା ବ୍ୟବସ୍ଥାବଳୀକୁ…
ଟ୍ରେନ୍ରେ ବାଣ ପରିବହନ କଲେ ଜେଲ
ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀର ବେଆଇନ ପରିବହନକୁ ବାରଣ କରାଯାଇଛି। ଯାତ୍ରୀ ପରିବହନ କରୁଥିବା ଟ୍ରେନ୍ରେ ବାଣ,…
ଖାଦ୍ୟ ନଷ୍ଟ ଏକ ଅପରାଧ
ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଜିଏଚ୍ଆଇ) ୨୦୨୪ରେ ସ୍ଥାନ ପାଇଥିବା ୧୨୭ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୦୫ରେ ରହିଛି। ଅର୍ଥାତ କ୍ଷୁଧା ଦୂର କରିବାରେ ୧୦୪ଟି ଦେଶ ତଳେ ଅଛି। ଗତବର୍ଷ ତାଲିକାରେ ସ୍ଥାନ ପାଇଥିବା ୧୨୫ ଦେଶ ମଧ୍ୟରେ ଭାରତ…
ଏଯାଏ ପିଲାଙ୍କୁ ମିଳିଲାନି ୟୁନିଫର୍ମ, ଜୋତା: ଆନ୍ଦୋଳନ ଚେତାବନୀ ଦେଲା ଅଭିଭାବକ ସଂଘ
ଭୁବନେଶ୍ୱର,୧୯ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଶିକ୍ଷାବର୍ଷ ଅଧା ହେଲାଣି। ହେଲେ ଏଯାଏ ପିଲାଙ୍କୁ ମିଳିଲା ନାହିଁ ସ୍କୁଲ ୟୁନିଫର୍ମ ଓ ଜୋତା। ଏହାକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏପଟେ ଓଡ଼ିଶା ଅଭିଭାବକ ମହାସଂଘ ଶୁକ୍ରବାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି…
ବିବାହ କରିବାକୁ ମନା କରିବାରୁ ପ୍ରେମିକାଙ୍କୁ ଅପହରଣ କରିନେଲେ ପ୍ରେମିକ: ଆଉ ତା’ପରେ ଘଟିଲା…
ଭୁବନେଶ୍ୱର,୧୯ା୧୦ (ସୂର୍ଯ୍ୟକାନ୍ତ ବେହେରା):ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା ଅଞ୍ଚଳର ଏସ୍କେ ବୋନି ଅମିନ।…
ଚେତାବନୀ ଦେଲେ ନେତାନ୍ୟାହୁ: ହମାସ ସର୍ତ୍ତ ନ ମାନିଲେ ପରିସ୍ଥିତି ହେବ ଭୟାବହ
ତେଲ୍ ଆଭିଭ୍,୧୯ା୧୦:ଗାଜାର ସଶସ୍ତ୍ର ଶାସକ ହମାସ୍ ଅସ୍ତ୍ର ତ୍ୟାଗ କଲେ ଆସନ୍ତାକାଲି ଯୁଦ୍ଧର ଅବସାନ ଘଟିବ ବୋଲି ଶୁକ୍ରବାର ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ କହିଛନ୍ତି। ହମାସ୍ ମୁଖ୍ୟ ୟହୟା ସିନ୍ଓ୍ବାରଙ୍କୁ ଗୁରୁବାର ଇସ୍ରାଏଲୀ ସେନା ରକେଟ ମାଡ଼ରେ ନିପାତ କରିଥିଲା।…
ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍
ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼ ବିବାଦ ମୁଣ୍ଡ ଟେକିଛି। ରାଜ୍ୟପାଳ ଆର୍. ଏନ୍. ରବିଙ୍କ ଅଧ୍ୟକ୍ଷତାରେ ଉତ୍ସବ ଅନୁଷ୍ଠିତ ହୋଇଥିବାରୁ…
ଭାରତରେ ଅଛନ୍ତି ଏତିକି ସଂଖ୍ୟାରେ ଗରିବ: ରିପୋର୍ଟରେ ବଡ଼ ଖୁଲାସା
ଜାତିସଂଘ,୧୯ା୧୦:ଭାରତରେ ୨୩୪ ନିୟୁତର ଊର୍ଦ୍ଧ୍ୱ ଲୋକ ଦାରିଦ୍ର୍ୟ ମଧ୍ୟରେ କାଳାତିପାତ କରୁଛନ୍ତି। ବିଶ୍ୱର ୫ ସର୍ବାଧିକ ସଂଖ୍ୟକ ଦରିଦ୍ର ରହୁଥିବା ଦେଶ ମଧ୍ୟରେ ଭାରତ ଅନ୍ୟତମ ବୋଲି ଜାତିସଂଘର ଏକ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ୟୁନାଇଟେଡ୍ ନେଶନ୍ସ ଡେଭେଲପ୍ମେଣ୍ଟ ପ୍ରୋଗ୍ରାମ (ୟୁଏନ୍ଡିପି)…
ବଲାଙ୍ଗୀରରେ ପୁଣି ଶିଶୁବଳି
ଲାଠୋର, ୧୯ା୧୦ (ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲାରେ ପୁଣି ଶିଶୁବଳି। ଗୁରୁବାର ଅପରାହ୍ଣରୁ ନିଖୋଜ ଥିବା ଜଣେ ନାବାଳକଙ୍କ ମୃତଦେହ ଶୁକ୍ରବାର ସକାଳେ ଲାଠୋର ଥାନା ଅନ୍ତର୍ଗତ ଜଲପାଙ୍କେଲ ଗଁା ନିକଟ ଝଲିଆଲିଟି ଡୁଙ୍ଗୁରି ଉପରେ ମିଳିବା ପରେ ପରିବାର ଓ ଗଁା…
ଅମରଙ୍କ ପରେ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡାଇ, ନବୀନଙ୍କୁ ଟାର୍ଗେଟ କରି କହିଦେଲେ ଏତେ ବଡ଼କଥା!
ଭୁବନେଶ୍ୱର,୧୮।୧୦: ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜିତ ହୋଇଛି ବିଜେଡି। ଓଡ଼ିଶାରୁ ବିଜେଡି କ୍ଷମତାଚ୍ୟୁତ ହେବା ପରେ ଏବେ ଅନ୍ତ କନ୍ଦଳ ବିଜେଡି ସୁପ୍ରିମୋଙ୍କ ମୁଣ୍ଡବିନ୍ଧାର କାରଣ ସାଜିଛି। ଜଣେ ପରେ ଜଣେ ନେତା ଦଳ ପରାଜୟ ବିଷୟରେ ଗଣମାଧ୍ୟମରେ ଖୋଲାଖୋଲି କହି…
‘ବୋରଲିନ’ ବ୍ୟବହାର କରୁଛନ୍ତି କି? ହୋଇଯାଆନ୍ତୁ ସାବଧାନ, ବୈଜ୍ଞାନିକ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୧୮।୧୦: ବୈଜ୍ଞାନିକଙ୍କ ବଡ଼ ଖୁଲାସା! ଆୟୁର୍ବେଦିକ କ୍ରିମ ଭାବରେ ଜଣାଶୁଣା ଓ ପ୍ରତିଟି ଘରେ ବ୍ୟହହୃତ ହେଉଥିବା ବୋରଲିନ ଆଣ୍ଟିସେପ୍ଟିକ କ୍ରିମ ଆୟୁର୍ବେଦିକ କ୍ରିମ୍ ନୁହେଁ। ଏଥିରେ ମେଣ୍ଢାର ଲୋମରୁ ଆବିଷ୍କୃତ କରାଯାଇ ପଶୁ ଚର୍ବିକୁ ରିଫାଇନଡ୍ କରି ଏକ ପଦାର୍ଥ…
‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’
ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ରୋହିତଙ୍କୁ ତାଙ୍କ ନେତୃତ୍ୱରେ ଧୋନୀଙ୍କ ଭଳି କ୍ୱାଲିଟି ଆଣିବାର ଆବଶ୍ୟକତା…
Archives


