Home

ନୀରବ, ଚୋକ୍‌ସିଙ୍କ ଦସ୍ତାବିଜ୍‌ ଜଳିଗଲା

ମୁମ୍ବାଇ,୨୯ା୪: ଦକ୍ଷିଣ ମୁମ୍ବାଇର ବାଲାର୍ଡ ଇଷ୍ଟେଟ୍‌ରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜୋନ୍‌-୧ କାର୍ଯ୍ୟାଳୟରେ ରବିବାର ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍‌ ଜଳିଯାଇଛି। ପାଖାପାଖି ୧୦ ଘଣ୍ଟା ନିଆଁ ଜଳିବା ଫଳରେ ଅନେକ ହାଇପ୍ରୋଫାଇଲ୍‌ ମାମଲାର…

ଆକ୍ରମଣ ଆଶଙ୍କା ଘନେଇଲା

ନୂଆଦିଲ୍ଲୀ,୨୯ା୪: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅବଶ୍ୟମ୍ଭାବୀ ବୋଲି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ମହମ୍ମଦ ଅସିଫ୍‌ ସୋମବାର କହିଛନ୍ତି। ଖୁବ୍‌ଶୀଘ୍ର ଭାରତ ଆକ୍ରମଣ କରିପାରେ। ସେଥିପାଇଁ ରଣକୌଶଳ ନିଷ୍ପତ୍ତି ସ୍ବରୂପ ଆମେ…

୩ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୯ା୪: ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନର ଦରବାର ହଲ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ୭୧ ଜଣ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ସମ୍ମାନ ପ୍ରଦାନ କରିଛନ୍ତି। ୭୬ତମ ସାଧାରଣତନ୍ତ୍ର ଦିବସର ପୂର୍ବ ରାତ୍ରିରେ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଓ…

ରାଜ୍ୟ ମାନ୍ୟତା ଦାବିରେ ଆକ୍ରମଣକୁ ସୁଯୋଗ ଭାବେ ନେବୁନାହିଁ: ଓମାର

ଜମ୍ମୁ,୨୯ା୪(ପି.ଟି.): ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ଦାବିରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣକୁ ସୁଯୋଗ ଭାବେ ନେବୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସୋମବାର କହିଛନ୍ତି। ଜମ୍ମୁ-କଶ୍ମୀରର ସୁରକ୍ଷା କେନ୍ଦ୍ରଶାସିତ ଅଞ୍ଚଳର ନିର୍ବାଚିତ ସରକାରଙ୍କ ଦାୟିତ୍ୱ ନୁହେଁ। କିନ୍ତୁ ରାଜ୍ୟ ମାନ୍ୟତା…

ପାରିବାରିକ କଳହ ହେଲା କାଳ: ବାପାଙ୍କୁ ପିଟିପିଟି ମାରିଦେଲେ ୨ପୁଅ

ପୁରୁଷୋତ୍ତମପୁର,୨୮।୪( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ସୋମବାର ଏକ ଅଭାବନିୟ ଘଟଣା ଘଟିଛି। ନିଜ ଜନ୍ମକଲା ବାପାକୁ ଦୁଇପୁଅ ଅତି ନୃଶଂସ ଭାବରେ ପିଟିପିଟି ମାରିଦେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର…

ପାକିସ୍ତାନ ସହ ଉତ୍ତେଜନା ମଧ୍ୟରେ ଭାରତର ଶକ୍ତି ବୃଦ୍ଧି: ଫ୍ରାନ୍ସ ଦେଲା ୨୬ ଯୁଦ୍ଧ ବିମାନ

ନୂଆଦିଳ୍ଲୀ,୨୮।୪: ଗୋଟିଏ ପଟେ, ଭାରତ ପହଲଗାମ ଆକ୍ରମଣର ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ହେଉଛି। ଏହା ସହିତ, ଭାରତ ଏହାର ପ୍ରତିରକ୍ଷା ଶକ୍ତି ବୃଦ୍ଧି କରିବାରେ ମଧ୍ୟ ବ୍ୟସ୍ତ। ଆଜି ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ସବୁଠାରୁ ବଡ଼ ପ୍ରତିରକ୍ଷା…

ମନ୍ତ୍ରୀଙ୍କ ପାଖଲୋକ କହି ହାଇପ୍ରୋଫାଇଲ ଠକେଇ: ମାଡ଼ିବସିଲା ପୋଲିସ

ଦେବଗଡ,୨୮ା୪(ଶଶାଙ୍କ ଶେଖର ଝାଙ୍କର):ନିଜକୁ ପ୍ରଭାବଶାଳୀ ନେତା, ମନ୍ତ୍ରୀଙ୍କ ପାଖଲୋକ ଦର୍ଶାଇବା ସହ ସେମାନଙ୍କ ସହିତ ଉଠାଇଥିବା ଫଟୋ ଦେଖାଇ ଅଭିନବ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ଦେବଗଡ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୦୦ ବିଶୃଙ୍ଖଳିତ ଭିସୁଟ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୮।୪(ପ୍ରମୋଦ ବହିଦାର): ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ୧୦୦ ଜଣ ଛାତ୍ରଙ୍କ ହିରୋଧରେ ବିଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କର୍ତ୍ତୃପକ୍ଷ। ଭିସୁଟ ଶୃଙ୍ଖଳା କମିଟି ଦ୍ବାରା ଛାତ୍ରମାନଙ୍କ ଅସଦାଚରଣ, ନିମ୍ନ ଉପସ୍ଥାନ ଏବଂ ବିଶ୍ବବିଦ୍ୟାଳୟ ନିୟମ ଉଲଂଘନ ଆଦି…

ଡିପ୍ରେସନ୍‌ ଦୂର କରେ ଏସବୁ ଖାଦ୍ୟ…

ଶରୀରକୁ ସୁସ୍ଥ ଓ ମଜଭୁତ୍‌ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ଜିଉଛେ, ତାହା ଆମ ଖାଦ୍ୟ ଉପରେ ନିର୍ଭର କରେ। ହେଲେ, ଏବେ ଅନେକେ ଖାଇବାରେ ସନ୍ତୁଳନ ନ ରଖିବାରୁ ବିଭିନ୍ନ…

ଭାରତକୁ ସହଯୋଗର ହାତ ବଢାଇଲା ପାକିସ୍ତାନର ଖାସ୍‌ ବନ୍ଧୁ: ଶେହବାଜ୍‌ ସରକାରଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୮।୪: ପାକିସ୍ତାନକୁ ଏକ ବଡ଼ ଝଟକା ଲାଗିଛି। ଏହାର ଘନିଷ୍ଠ ବନ୍ଧୁ ଆଜରବାଇଜାନ ଅହମ୍ମଦାବାଦକୁ ସିଧାସଳଖ ବିମାନ ସେବା ଆରମ୍ଭ କରି ଭାରତ ସହିତ ସମ୍ପର୍କକୁ ଆହୁରି ଆଗକୁ ବଢାଇବାକୁ ନିଷ୍ପତ୍ତି ନେଇଛି। ଏହି ସେବା ଜୁଲାଇ ମାସରୁ ଆରମ୍ଭ ହେବ।…

‘ଆତଙ୍କବାଦୀଙ୍କ ପାଖରେ ଏତେ ସମୟ ନ ଥିଲା ଯେ ସେମାନେ ଧର୍ମ ପଚାରି…’, କାହିଁକି ଏମିତି ବୟାନ ଦେଲେ କଂଗ୍ରେସ ନେତା?

ନୂଆଦିଲ୍ଲୀ,୨୮।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ବିଜୟ ୱାଡେଟିୱାର ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଥିଲେ ଯେ ଲୋକଙ୍କ ଧର୍ମ ବିଷୟରେ ପଚାରିବା ପରେ ଆତଙ୍କବାଦୀଙ୍କ ପାଖରେ ହତ୍ୟା କରିବା ପାଇଁ ଯଥେଷ୍ଟ ସମୟ…

ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ। ଯେଉଁଥିପାଇଁ ଗୋଟିଏ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭିତର ବେଢ଼ାରେ ପାର୍ଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?