ଓମଫେଡ୍ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍ଡି ବିଜୟ ଅମୃତା କୁଲାଙ୍ଗେ
ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍ ଏମ୍ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ନେଇ ନିଷ୍ପତ୍ତି ହେବା ପରେ ସେ ଏପରି ପ୍ରତିକ୍ରିୟା ରଖିଛନ୍ତି।…
ଭାରତ ଉପରେ ରାଗିକି ନିଆଁବାଣ ଚାଇନା: କହିଲା, ଏମିତି କଲେ…
ମୁମ୍ବାଇ/ବେଜିଂ,୧୮।୧୦: ମୁମ୍ବାଇରେ ତାଇୱାନର ତାଇପେଇ ଅର୍ଥନୈତିକ ଏବଂ ସାଂସ୍କୃତିକ କେନ୍ଦ୍ର (ଟିଇସିସି)ର ନିକଟରେ ସ୍ଥାପିତ କାର୍ଯ୍ୟାଳୟକୁ ନେଇ ଚାଇନା ଭାରତ ସହ କୂଟନୈତିକ ବିରୋଧ କରିଛି। ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାଓ ନିଙ୍ଗ କହିଛନ୍ତି, ତାଇୱାନ ଚାଇନା ଅଞ୍ଚଳର ଏକ…
ଆକ୍ସନ ମୋଡ୍ରେ ଓମାର ଅବଦୁଲ୍ଲା: ପ୍ରଥମ କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି
ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଓମାର ଅବଦୁଲ୍ଲା ଆକ୍ସନ ମୋଡ୍ରେ ନଜର ଆସିଛନ୍ତି। ଜମ୍ମୁ କଶ୍ମୀରର ଭବିଷ୍ୟତ ଉପରେ ନିର୍ବାଚନ ପ୍ରତିଶ୍ରୁତି ପାଳନ କରି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ନେତୃତ୍ୱରେ ଜମ୍ମୁ କଶ୍ମୀର କ୍ୟାବିନେଟ ରାଜ୍ୟ ମାନ୍ୟତା…
ଦୀପାବଳି ପୂର୍ବରୁ ବଡ଼ ଉପହାର ଦେଲେ ମୋଦି: ଲୋକଙ୍କ ଯାତ୍ରା ହେବ ସହଜ
ନୂଆଦିଲ୍ଲୀ,୧୮।୧୦: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରବାସୀଙ୍କୁ ଦୀପାବଳି ଉପହାର ଦେଇଛନ୍ତି। ପାଟନାଠାରୁ ପଶ୍ଚିମ ଚମ୍ପାରନକୁ ଯାଉଥିବା ରାସ୍ତା (ଏନ୍ଏଚ୍-୧୩୯)କୁ ପ୍ରଶସ୍ତ କରିବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ କେନ୍ଦ୍ର ସରକାର ୧୭୧୨.୩୩ କୋଟି ଟଙ୍କା…
ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ
ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି ଭିତରେ ବଡ଼ ସୂଚନା ମିଳିଛି କି, ପୁରୀରେ ହବିଷ୍ୟାଳିମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୃନ୍ଦାବତୀ ନିବାସ…
ଦିପାବଳୀ ପୂର୍ବରୁ କୋଟି କୋଟି କର୍ମଚାରୀଙ୍କୁ ବଡ଼ ଝଟ୍କା ଦେଲେ ସରକାର, ମିଳିବ ନାହିଁ ୧୮ ମାସର ଏରିୟର! ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ,୧୮।୧୦: ଏବେ ଉତ୍ସବ ଋତୁ ଚାଲିଛି, ଏହି ସମୟରେ ସରକାରୀ କର୍ମଚାରୀମାନେ ଧନୀ ହେବାରେ ଲାଗିଛନ୍ତି। ଡିଏରୁ ବୋନସ ପର୍ଯ୍ୟନ୍ତ ସବୁକିଛି ମିଳୁଛି ଏମାନଙ୍କୁ। କିନ୍ତୁ କୃଷକମାନଙ୍କ ପାଇଁ ଏମଏସପି ଘୋଷଣା କରୁଥିବାବେଳେ କେନ୍ଦ୍ର ମନ୍ତ୍ରୀ ବକେୟା ବିଷୟରେ କିଛି କହିନାହାଁନ୍ତି।…
ଟିମ୍ ଇଣ୍ଡିଆର ଟେନ୍ସନ୍ ବଢିଲା: ରିଷଭ ପନ୍ତଙ୍କ ପରେ ଏହି ଖେଳାଳି ଆହତ
ବେଙ୍ଗାଲୁରୁ,୧୮।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ବିଶେଷ କିଛି ଭଲ ହୋଇନାହିଁ। ଖେଳର ପ୍ରଥମ ଦିନ…
କାଲି ଶେଷ ହେବ ଯୁଦ୍ଧ! ନେତାନ୍ୟାହୁଙ୍କ ବଡ ଘୋଷଣା, ହମାସ ସାମ୍ନାରେ ରଖିଲେ ବଡ଼ ସର୍ତ୍ତ
ତେଲ ଅଭିଭ,୧୮।୧୦: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ବଡ଼ ଘୋଷଣା କରିଛନ୍ତି। ହମାସର ନେତା ୟାହିୟା ସିନୱାରଙ୍କ ହତ୍ୟା ପରେ ସେ ଗାଜାବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ନେତାନ୍ୟାହୁ କହିଛନ୍ତି ଯେ ଯଦି ହମାସ ଇସ୍ରାଏଲର ବନ୍ଧକମାନଙ୍କୁ ଫେରାଇ…
ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା
ମୁମ୍ବାଇ,୧୮।୧୦: ଶିବସେନା (ୟୁବିଟି)ର ବରିଷ୍ଠ ନେତାମାନେ ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏହାର ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଭେଟିଛନ୍ତି। ଆଦିତ୍ୟ ଠାକରେ, ଅନିଲ ଦେଶାଇ ଏବଂ ସଞ୍ଜୟ ରାଉତଙ୍କ ସମେତ ବରିଷ୍ଠ ନେତାମାନେ ବିଧାୟକ…
କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା
ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା ବରଗଡ଼ ଧନୁଯାତ୍ରା ମହୋତ୍ସବର କଂସ ଅଭିନେତା ହୃଷୀକେଶ ଭୋଇଙ୍କୁ ମହଙ୍ଗା ପଡ଼ିଛି। ଏ ନେଇ…
୧୪ ବର୍ଷ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଭବିଷ୍ୟବାଣୀ କରିଥିଲେ ଜୋଫ୍ରା ଆର୍ଚର
ନୂଆଦିଲ୍ଲୀ,୧୮।୧୦: ନ୍ୟୁଜିଲ୍ୟାଣ୍ଡ ସହ ଖେଳାଯାଉଥିବା ବେଙ୍ଗାଲୁରୁ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ନିରାଶାଜନକ ବ୍ୟାଟିଂର ସାକ୍ଷୀ ହୋଇଛି। ୪୬ ସ୍କୋରରେ ପୂରା ଦଳ ଆଉଟ ହୋଇଥିଲେ। ଏହି ସମୟରେ, ଇଂଲଣ୍ଡର ଷ୍ଟାର ପେସର ଜୋଫ୍ରା ଆର୍ଚରଙ୍କ ଏକ ଟୁଇଟ…
ବାଥ୍ରୁମ୍ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ
ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍ରୁମ୍ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପଣସପଡ଼ିଠାରେ ଏକ ଭଡା ଘରେ ଈପସିତା ପଟ୍ଟନାୟକ (୨୪) ନିଜ ପରିବାର ସହିତ…
Archives


