Home

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଜିଲା ସିଙ୍ଗାପୁରୁ ରୋଡ୍‌ ରେଳ ଷ୍ଟେଶନରେ…

ବିଶ୍ୱର ସବୁଠୁ ହ୍ୟାଣ୍ଡ୍‌ସମ୍‌ ଆକ୍ଟର କିଏ ଜାଣନ୍ତି: ଏହି ସ୍ଥାନରେ ଅଛନ୍ତି ଶାହରୁଖ

ବଲିଉଡ୍‌ର ବାଦ୍‌ଶାହା ଶାହାରୁଖ ଖାନ ହେଉଛନ୍ତି ଭାରତର ସବୁଠାରୁ ବଡ ତାରକା। ସେ ଅନେକ ଫିଲ୍ମରେ କାମ କରିଛନ୍ତି ଏବଂ ପ୍ରତ୍ୟେକ ଥର ସେ ନିଜର ଆଇକନିକ ଚରିତ୍ର ସହିତ ସମସ୍ତଙ୍କୁ ହୃଦୟ ଜିତିଛନ୍ତି। ଏବେ ବି ଲୋକମାନେ ତାଙ୍କ ଝଲକ…

IPL 2025 ମେଗା ଅକ୍ସନର ଆସିଲା ତାରିଖ! ଜାଣନ୍ତୁ କେବେ ହେବ ଏହାର ଆୟୋଜନ

ନୂଆଦିଲ୍ଲୀ,୧୮।୧୦: IPL 2025 ର ମେଗା ନିଲାମକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏବେ ଏହାର ତାରିଖ ପ୍ରକାଶ ପାଇଛି। ଏହା କୁହାଯାଉଛି ଯେ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ଅନୁଷ୍ଠିତ ହୋଇପାରେ। ତଥାପି, ସ୍ଥାନ ବିଷୟରେ…

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ ପ୍ରମାଣ ଦେଇନାହିଁ। ବର୍ତ୍ତମାନ କାନାଡାର ଜାତୀୟ ସୁରକ୍ଷା ବିଶେଷଜ୍ଞ ଜୋ ଆଡାମ ଜର୍ଜ ଏହି…

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟା ସହ ଜଡିତ ପ୍ରସଙ୍ଗ। ଏହା ଉପରେ କାନାଡା ଭାରତ ବିରୋଧରେ ଭିତ୍ତିହୀନ…

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି। ଉକ୍ତ ଅଞ୍ଚଳର ଜଣେ ଯୁବକ ଏହି ଚୋରାମଦ କାରବାର ରୋକିବାକୁ ଉଭୟ ପୋଲିସ ଓ…

ଭୂଟାନକୁ କବ୍‌ଜା କଲା ଚାଇନା: ବିଶ୍ୱ ପାଇଁ ବଢିଲା ବିପଦ

ବେଜିଂ,୧୮।୧୦: ବିସ୍ତାରବାଦ ନୀତି ପାଇଁ ଚାଇନା ସାରା ବିଶ୍ୱରେ ଜଣାଶୁଣା। ଡ୍ରାଗନର ଅନ୍ୟ ଦେଶର ଜମିକୁ କବଜା କରୁଥିବା ଯୋଗୁ ପ୍ରାୟ ପ୍ରତ୍ୟେକ ପଡୋଶୀ ଦେଶ ସହିତ ଏହାର ସମ୍ପର୍କ ତିକ୍ତ। ବର୍ତ୍ତମାନ ଏହା ଭୁଟାନର ଜମିକୁ ଦଖଲ କରିଛି। ଏକ…

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ ବୋଲି ପରିକଳ୍ପନା କରାଯାଇଛି। ଏଥିରେ ଜିଲାର ବ୍ୟାସନଗର ପୌରାଞ୍ଚଳ ସମେତ ସୁକିନ୍ଦା,…

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ ୬ଟି ଥିମେଟିକ୍‌ ସବ୍‌କମିଟି ଗଠନ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି…

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର ରାତିରେ ଦୁର୍ବ୍ୟବହାରର ଶିକାର ହୋଇଛନ୍ତି। ଦୁଇ ଜଣ ଅସାମାଜିକ ଯୁବକ ରାସ୍ତାରେ ସେମାନଙ୍କ ସହ…

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି ଟଙ୍କା ଦାବି କରାଯାଇଛି। ମେସେଜରେ ଲେଖାଯାଇଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ଠାରୁ ସୁରକ୍ଷିତ ରହିବାକୁ ଚାହୁଁଥିଲେ…

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି ହେଉଥିବାବେଳେ ଶୁକ୍ରବାର କାର୍ତ୍ତିକ ମାସ ଆରମ୍ଭ ହେଉଛି। ଏହାର ଅବ୍ୟବହିତ ପୂର୍ବରୁ ଓଡ଼ିଶା ବଜାରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri