‘ଏମର୍ଜେନ୍ସି’ ଟ୍ରେଲର ୨ ଜାରି
ମୁମ୍ବାଇ: ଅଭିନେତ୍ରୀ ତଥା ଏମ୍ପି କଙ୍ଗନା ରାଣାୱତଙ୍କ ଫିଲ୍ମ ‘ଏମର୍ଜେନ୍ସି’ର ଦ୍ୱିତୀୟ ଟ୍ରେଲରକୁ ସୋମବାର ଜାରି କରାଯାଇଛି। ପ୍ରଥମ ଟ୍ରେଲର ତୁଳନାରେ ଦ୍ୱିତୀୟ ଟ୍ରେଲରରେ ବିରୋଧୀ ନେତାଙ୍କ ସହ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କର ରାଜନୈତିକ ତିକ୍ତତାକୁ ଅଧିକ ତୀବ୍ରତର ସହ…
ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା
ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଜେକ୍ ସୁଲିଭାନ୍ ସୋମବାର ଏହା କହିଛନ୍ତି। ଆଇଆଇଟି ଦିଲ୍ଲୀରେ ଉଦ୍ବୋଧନ ଦେଇ ସୁଲିଭାନ୍ କହିଛନ୍ତି, ଦିବଙ୍ଗତ…
୯୦ ବାଂଲାଦେଶୀ ଗଲେ, ୯୫ ଭାରତୀୟ ମତ୍ସ୍ୟଜୀବୀ ଫେରିଲେ
ପାରାଦୀପ,୭।୧(ଶରତ ରାଉତ):ପାରାଦୀପରେ ଡିସେମ୍ବର ୧୦ରୁ ଅଟକ ଥିବା ୭୮ ବାଂଲାଦେଶୀ ମତ୍ସ୍ୟଜୀବୀ ଓ ୨ ବୋଟ ସୋମବାର ପ୍ରତ୍ୟୁଷରେ ସ୍ବଦେଶ ଫେରିଯାଇଛନ୍ତି। ସେମାନଙ୍କ ସହ ପୂର୍ବରୁ କୋଲକାତାରେ ଅଟକ ଥିବା ୧୨ ମତ୍ସ୍ୟଜୀବୀଙ୍କୁ ମଧ୍ୟ ପଠାଇ ଦିଆଯାଇଛି। ଜବାବରେ ବାଂଲାଦେଶରେ ଅଟକ…
ବଢ଼ିଲା ତାପମାତ୍ରା, କୁହୁଡ଼ି ପାଇଁ ସତର୍କତା: ୬ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୭ା୧(ଅନୁରାଧା ମହାରଣା):ରାଜ୍ୟରେ ଶୀତର ଲହରି ଜାରି ରହିଥିଲେ ମଧ୍ୟ ୨ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତି ତାପମାତ୍ରା) ପ୍ରାୟ ୨ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇଛି। ଆସନ୍ତା ୪ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ହେଲେ ମଧ୍ୟ ପରବର୍ତ୍ତୀ ସମୟରେ ୨ରୁ ୪…
ଡରେଇଲାଣି ଏଚ୍ଏମ୍ପିଭି : ୪ ରାଜ୍ୟରେ ୬ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୭।୧: କୋଭିଡ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାରୁ ଆଉ ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ୍ ମେଟାନ୍ୟୁମୋଭାଇରସ୍ (ଏଚ୍ଏମ୍ପିଭି) ଏବେ ଭାରତରେ ପହଞ୍ଚତ୍ଛି। ଦେଶରେ ୬ ଏଚ୍ଏମ୍ପିଭି ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କର୍ନାଟକରେ ୨ ଶିଶୁଙ୍କଠାରେ ଏଭଳି ଭୂତାଣୁ ଚିହ୍ନଟ…
ଭାଜପା ମଣ୍ଡଳ ସଭାପତି ହେଲେ ମିଟୁ ସାହୁ, କହିଲେ ସମସ୍ତଙ୍କୁ ନେଇ ଦଳ ପାଇଁ…
ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲାର ବିଭିନ୍ନ ମଣ୍ଡଳ ପାଇଁ ସଭାପତି ଚୟନ ହୋଇଯାଇଛି। ଦଳର ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏହି ନାମ ତାଲିକା ଘୋଷଣା କରିସାରିଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡ଼ି ବ୍ଲକର ମଣ୍ଡଳ ସଭାପତି ଭାବେ ମିଟୁ ସାହୁଙ୍କ…
ଜେଲ୍ରେ ଥାଇ ଅନଶନ କରିବେ ପ୍ରଶାନ୍ତ କିଶୋର: ଜାମିନ ନେବାକୁ କଲେ ମନା
ପାଟନା,୬।୧: ଜନ ସୁରଜ ପାର୍ଟିର ମୁଖ୍ୟ ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିପିଏସ୍ପି ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ ଆଜି ଭୋର୍ ୪ଟାରୁ ପୋଲିସ ତାଙ୍କୁ ଉଠାଇନେଇଥିଲା। ପରେ ସକାଳେ ଗିରଫ କରିଥିଲା। ମଧ୍ୟାହ୍ନରେ…
‘ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ପାଇଁ ତାଲିମ ପ୍ରଶିକ୍ଷଣ ଜରୁରୀ’
ପୁରୁଷୋତ୍ତମପୁର,୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜରେ ଆତ୍ମସୁରକ୍ଷା ଶିବିର ଅଧ୍ୟାପିକା ଶ୍ରାବଣୀ ଖଟେଇଙ୍କ ସଂଯୋଜନାରେ ସୋମବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ କଲେଜର ଅଧ୍ୟକ୍ଷ ଡଃ ସୁରେନ୍ଦ୍ରନାଥ ପଣ୍ଡା ଉଦ୍ଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ସିଡିପିଓ…
ରୋହିତଙ୍କ ଉତ୍ତରାଧିକାରୀ ହେବେ କିଏ? ରେସ୍ରେ ଏହି ୩ ନାଁ
ନୂଆଦିଲ୍ଲୀ,୬।୧: ଅଷ୍ଟ୍ରେଲିଆଠାରୁ ଟେଷ୍ଟ ସିରିଜ ହାରିବା ପରେ ଭାରତୀୟ କ୍ରିକେଟ ଦଳ ଏକ ନୂଆ ସଙ୍କଟରେ ପଡ଼ିଥିବା ଜଣାପଡିଛି। ଟିମ ଇଣ୍ଡିଆ ନୂଆ ଅଧିନାୟକ ଆବଶ୍ୟକ କରୁଛି, କିନ୍ତୁ ତାଙ୍କ ପାଇଁ ଉପଯୁକ୍ତ ବିକଳ୍ପର ଅଭାବ ଦେଖାଦେଇଛି। ୧୦ ବର୍ଷ ମଧ୍ୟରେ…
ଯୁବକଙ୍କୁ ଚାପିଦେଲା ଧାନ ବୋଝେଇ ଟ୍ରକ୍, ମୃତଦେହ ରଖି ଆନ୍ଦୋଳନ କଲେ ଗ୍ରାମବାସୀ
ପାଇକମାଳ,୬ା୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳରୁ ୮କିଲୋମିଟର ଦୂର ଚୂହାପାଲିଠାରେ ସୋମବାର ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଗୋଟିଏ ଧାନବସ୍ତା ଲୋଡିଂ ଟ୍ରକ୍ ବ୍ରିଜ୍ ଅତିକ୍ରମ କରି ଚୂହାପାଲିଠାରେ ଜଣେ ୧୮ ବର୍ଷର ଯୁବକଙ୍କୁ ଧକ୍କା ଦେଇ ପଳାଇଯାଉ ଥିବା ବେଳେ…
ଏହି ମିଷ୍ଟ୍ରିଗର୍ଲଙ୍କ ପାଇଁ ଚହଲ-ଧନଶ୍ରୀ ମଧ୍ୟରେ ହେବାକୁ ଯାଉଛି ଛାଡପତ୍ର!
ମୁମ୍ବାଇ,୬।୧:ଦୀର୍ଘ ଦିନ ଧରି ଟିମ ଇଣ୍ଡିଆରୁ ବାଦ୍ ପଡ଼ିଥିବା ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ବ୍ୟକ୍ତିଗତ ଜୀବନରେ ସବୁକିଛି ଠିକ ଚାଲିନାହିଁ। ତାଙ୍କ ସ୍ତ୍ରୀ ଧନଶ୍ରୀ ଧର୍ମେନ୍ଦ୍ରଙ୍କ ସହ ଚହଲଙ୍କ ସମ୍ପର୍କରେ ମତଭେଦ ଥିବା ଚର୍ଚ୍ଚା ହେଉଛି। ଉଭୟ ସୋସିଆଲ ମିଡିଆରେ ପରସ୍ପରକୁ…
‘୬ ମାସରେ ଓଡ଼ିଶା ଲକ୍ଷ୍ମୀଛଡ଼ା ହୋଇଗଲାଣି’
ଭୁବନେଶ୍ୱର,୬ା୧: ଦର୍ଦାମ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି। ଲୋୟର ପିଏମ୍ଜିଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦର ବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡି ଘେରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆୟୋଜିତ ଆନ୍ଦୋଳନରେ…
Archives


