ପାଣ୍ଡିଆନ୍ଙ୍କ ଗୁମର ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: ବିଜୁ ପଟ୍ଟନାୟକ-ଗୀତା ମେହେଟ୍ଟାଙ୍କୁ ନେଇ କଲେ ବଡ଼ ଖୁଲାସା
ଭୁବନେଶ୍ୱର,୧୭।୧୦: ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ଦଳରେ ଥିବା ଓ ଅନ୍ୟ ଦଳକୁ ଯାଇଥିବା ବରିଷ୍ଠ ନେତାମାନେ ଜଣକ ପରେ ଜଣେ ବୟାନ ଦେଉଛନ୍ତି। ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିବା ପୂର୍ବତନ ଏମ୍ପି ପ୍ରସନ୍ନ ପାଟ୍ଟଶାଣୀ ବିଜେଡିର ପୂର୍ବତନ…
ବ୍ୟାକ୍ଫୁଟ୍ରେ ଟିମ୍ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା
ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ ଦ୍ୱିତୀୟ ଦିନରେ ଦଳ ମାତ୍ର ୪୬ ରନ୍ରେ ଅଲଆଉଟ ହୋଇଛି। ଭାରତୀୟ ପରିବେଶ ତଥା…
ମାଡ଼ିଆସିଲା ସମୁଦ୍ର ଜୁଆର: ଭାସିଲା କୋଠାଘର
ଛତ୍ରପୁର, ୧୭।୧୦ (ଦିଲ୍ଲୀପ ସାମଲ): ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ସମୁଦ୍ର ନିକଟରେ ଥିବା ଏକ କୋଠଘର ଭାସିଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର କେ.ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ। ଗୁରୁବାର ଅପରାହ୍ନ ସମୟରେ ସମୁଦ୍ରରେ ଉଚ୍ଚ…
ଅଗରତାଲା-ଲୋକମାନ୍ୟ ତିଲକ ଟର୍ମିନସ ୮ ଡବା ଲାଇନଚ୍ୟୁତ, ହେଲ୍ପଲାଇନ ନମ୍ବର ଜାରି
ନୂଆଦିଲ୍ଲୀ,୧୭।୧୦: ଟ୍ରେନ ଦୁର୍ଘଟଣା ମାମଲା କ୍ରମାଗତ ଭାବେ ସାମ୍ନାକୁ ଆସୁଛି। ଏବେ ଡିବାଲେଙ୍ଗ ଷ୍ଟେଶନରେ ଏକ ଦୁର୍ଘଟଣା ଘଟିଛି ଯେତେବେଳେ ଅଗରତାଲା-ଲୋକମାନ୍ୟ ତିଲକ ଟର୍ମିନାସ ଡିରେଲ ହୋଇଛି। ଭାରତୀୟ ରେଲଓ୍ବେର ସୂଚନା ଅନୁଯାୟୀ ଟ୍ରେନର ୮ଟି କୋଚ ଲାଇନ ଚ୍ୟୁତ ହୋଇଛି।…
ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…
ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ ଦିନରେ ନ୍ୟୁଜିଲାଣ୍ଡ ବୋଲରଙ୍କ ଯାଦୁ ଦେଖିବାକୁ ମିଳିଥିଲା। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ…
କେନ୍ଦୁଝରରେ ପ୍ରଥମ କୁହୁଡ଼ି, ଶୀତର ଆଗମନକୁ ସ୍ବାଗତ
କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷର ପ୍ରଥମ କୁହୁଡ଼ି କେନ୍ଦୁଝର ଜିଲାରେ ଦେଖିବାକୁ ମିଳିଛି। ଶୀତର ଆଗମନକୁ ସତେ ଯେପରି ସ୍ବାଗତ କରିଛି। ଏହି କୁହୁଡ଼ି ପ୍ରାୟ ସକାଳ ୭.୩୦ ପର୍ଯ୍ୟନ୍ତ ଦେଖିବାକୁ ମିଳିଥିଲା। ଫଳରେ ରାସ୍ତା ଭଲ ଭାବରେ ଦେଖାଯାଉନଥିଲା।…
କାହିଁକି ୧୭ ଅକ୍ଟୋବରରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସାଇନି? କାରଣ ବହୁତ ବଡ…
ଚଣ୍ଡିଗଡ଼,୧୭।୧୦: ଭାରତୀୟ ଜନତା ପାର୍ଟି (ଭାଜପା)ର ନେତା ନାୟାବ ସିଂ ସାଇନି କ୍ରମାଗତ ଦ୍ୱିତୀୟ ଥର ପାଇଁ ଗୁରୁବାର (୧୭ ଅକ୍ଟୋବର)ରେ ହରିୟାଣାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ପଞ୍ଚକୁଲା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର…
ଜୁଆ ଆଡ୍ଡା ଉପରେ ଘନ ଘନ ଚଢାଉ: ୧୩ ଦିନରେ ୨୨୮ ଜୁଆଡି ଗିରଫ
ଛତ୍ରପୁର, ୧୭।୧୦(ଦିଲ୍ଲୀପ ସାମଲ): ବେଆଇନ ମଦ କାରାବାର ଓ ଚାଲିଥିବା ଜୁଆ ଆଡ୍ଡା ଗୁଡିକରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ । ବିଭିନ୍ନ ସମୟରେ ଏହି ଚଢାଉ ଜାରି ରଖାଯାଇଥିବା ବେଳେ ପାର୍ବଣ ଋତୁରେ ମଧ୍ୟ ଅତ୍ୟାଧିକ…
କାନାଡ଼ାକୁ ମୁହେଁ ମୁହେଁ ଶୁଣାଇ ଦେଲା ଭାରତ: ପ୍ରମାଣ ଦିଅ ନଚେତ୍…
ନୂଆଦିଲ୍ଲୀ,୧୭।୧୦: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟାକୁ ନେଇ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିବୃତ୍ତି ବିରୋଧରେ ଭାରତ ଦୃଢ ବିରୋଧ କରିଥିଲା। ଟ୍ରୁଡୋ ସ୍ବୀକାର କରିଛନ୍ତି, ତାଙ୍କ ପାଖରେ କୌଣସି ପ୍ରମାଣ ନାହିଁ। ଏହି ସମୟରେ, ଭାରତୀୟ ବୈଦେଶିକ…
ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍ କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କହିଲେ ବାବୁମାନେ ବିମାନ ବୁଲାରେ…
ଭୁବନେଶ୍ୱର,୧୭ା୧୦: ପୂର୍ବ ସରକାରରେ ମନ୍ତ୍ରୀ ଏବଂ ବାବୁମାନେ ବିମାନ ବୁଲାରେ ଖର୍ଚ୍ଚ କରିଥିବା ଅର୍ଥକୁ ନେଇ ପୁଣି କଡ଼ା ଟାର୍ଗେଟ୍ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଚାଟାର୍ଡ ଫ୍ଲାଇଟ୍ ବଦଳରେ ମୁଖ୍ୟମନ୍ତ୍ରୀ ସାଧାରଣ ବିମାନରେ ଯାଇ ବହୁ ଅର୍ଥ…
ପଡ଼ିଥିଲେ ବିବାହିତ ମହିଳାଙ୍କ ପ୍ରେମରେ, ଲଢ଼ି ଲଢ଼ି ଜିତିଥିଲେ ବାଜି; କିଛି ଏଭଳି ଥିଲା…
ନୂଆଦିଲ୍ଲୀ,୧୭।୧୦: ପ୍ରେମରେ ହୃଦୟ ହାରିଥିବା ଭାରତୀୟ କ୍ରିକେଟରଙ୍କ ତାଲିକା ଲମ୍ବା। ହେଲେ ସେମାନଙ୍କ ମଧ୍ୟରେ ଏଭଳି ଜଣେ କ୍ରିକେଟର ଅଛନ୍ତି ଯିଏ ଜଣେ ବିବାହିତା ମହିଳାଙ୍କ ପ୍ରେମରେ ପଡ଼ିଥିଲେ। ସେ ହେଲେ ମ୍ୟାଚ୍ ଓ୍ବିନର୍ ଅନିଲ କୁମ୍ବଲେ। ଏବେ ଦୁହେଁ ବିବାହ…
ଆଇପିଏଲ୍ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ
ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ ଅନେକ ପରିବର୍ତ୍ତନ ହୋଇଛି। ଆଇପିଏଲ୍ ୨୦୨୫ର ମେଗା ନିଲାମ ପୂର୍ବରୁ ଏହି ପରିବର୍ତ୍ତନଗୁଡିକ ଘଟିଛି।…
Archives


