ଅଟ୍ଟାରୀ ଦେଇ ଫେରିଲେଣି ୫୩୭ ପାକିସ୍ତାନୀ
ନୂଆଦିଲ୍ଲୀ,୨୮ା୪: ପହଲଗାମ୍ ଆକ୍ରମଣ ପରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ି ଚାଲିଯିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ତଦନୁଯାୟୀ ୨୪ରୁ ଅଦ୍ୟାବଧି ଅଟ୍ଟାରୀ-ଓ୍ବାଘା ସୀମା ଦେଇ ୫୩୭ ପାକିସ୍ତାନୀ ନାଗରିକ ଭାରତ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୯ ଜଣ କୂଟନୀତିଜ୍ଞ ରହିଛନ୍ତି। ମା’ଙ୍କୁ…
ପରିବେଶ ପାଇଁ ଅନୁକୂଳ ହେନ୍ତାଳ ଜଙ୍ଗଲ ସୃଷ୍ଟି
ମହାକାଳପଡ଼ା,୨୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱରେ ଜଳବାୟୁ ପରିବର୍ତ୍ତନରେ ପରିବେଶ ବିଜ୍ଞାନୀମାନଙ୍କ ଚିନ୍ତା ବଢ଼ାଇଛି। ପୂର୍ବ ଅପେକ୍ଷା ପରିବେଶ ବିଗିଡ଼ିବାରେ ଲାଗିଛି। ଗ୍ରୀନ୍ଲ୍ୟାଣ୍ଡରୁ ବରଫ ତରଳି ସମୁଦ୍ର ଜଳ ପତ୍ତନ ବୃଦ୍ଧି, ମୃତ୍ତିକା ଓ ଜଙ୍ଗଲ ଅବକ୍ଷୟ, ବୃହତ୍ ଜଙ୍ଗଲ ସହିତ ପାହାଡ଼ରେ…
Pakistan: ଭାରତ ପାଇଁ ୨୩ବର୍ଷ ଗୁପ୍ତଚର କରିଥିଲେ ପାକିସ୍ତାନର ଏହି ଟପ୍ କମାଣ୍ଡର, ଶେଷ ବେଳକୁ…
ନୂଆଦିଲ୍ଲୀ,୨୭।୪: ଯବାନମାନେ ନିଜକୁ ଆଉ ନିଜ ପରିବାରକୁ ଭୁଲି ଦେଶ ପାଇଁ ଜୀବନ ଦିଅନ୍ତି। କିନ୍ତୁ ଏପରି କିଛିଜଣ ଯବାନ ଅଛନ୍ତି ଯେଉଁମାନେ ଶତ୍ରୁଦେଶରେ ଧରାପଡ଼ିବା ପରେ, ସେମାନଙ୍କ ଦେଶର ସରକାର ସେମାନଙ୍କୁ ଚିହ୍ନିବାକୁ ମନା କରିଦିଏ। କିନ୍ତୁ ତଥାପି ଏହି…
ଡେଡଲାଇନ୍ ଶେଷ, ଏବେ ପାକିସ୍ତାନ ଉପରେ ହେବ ଡାଇରେକ୍ଟ ଆଟାକ୍!
ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ କିଛି ଶ୍ରେଣୀର ସ୍ବଳ୍ପକାଳୀନ ଭିସା ବାତିଲ କରି ଦେଶ ଛାଡ଼ିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି।…
ଜଳପ୍ରପାତରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ
କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଚନ୍ଦନଗିରି ନିକଟ ପାଟହରା ଜଳପ୍ରପାତରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସଠିକ୍ କାରଣ ଜଣାପଡ଼ି ନ ଥିଲେ ହେଁ ଫଟୋ ଉଠାଉଥିବା ବେଳେ ଗୋଡ଼ ଖସିଯିବାରୁ ପାଣିରେ ଖସି…
ଗୁଳି ଫୁଟୁ କି ବୋମା ପଡୁ ଭୟ ନାହିଁ, ବଡ଼ ଆକ୍ରମଣକୁ ରୋକିବ ଏହି ମୁଖ୍ୟମନ୍ତ୍ରୀଙ୍କ ବୁଲେଟ୍ପ୍ରୁଫ୍ ଗାଡ଼ି
ପାଟ୍ନା,୨୭ା୪: ଦେଶରେ ଯେଉଁଭଳି ଭାବରେ ଆତଙ୍କବାଦୀଙ୍କ ଆକ୍ରମଣ ଘଟିଚାଲିଛି ଏଥିରୁ ରକ୍ଷା ପାଇବା ପାଇଁ ନେତାମନ୍ତ୍ରୀମାନେ ନିଜର ସୁରକ୍ଷା ଚିନ୍ତା କରୁଛନ୍ତି। ଖାସ୍ କରି ଏନେଇ ବିହାର ସରକାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କ କାଫ୍ଲା…
UPSC ପରୀକ୍ଷାରେ କେନ୍ଦୁଝରର ପୁଅ ଅନୁପଙ୍କ ସଫଳତା
କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ୨୦୨୪ ବର୍ଷର ୟୁପିଏସସି ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ କେନ୍ଦୁଝର ମାଟିର ପୁଅ ଅନୁପ ନାୟକ ସଫଳ ହୋଇ ସିରିଏଲ ନଂ ୨୧୨ ର଼୍ୟାଙ୍କ ରଖି ସର୍ବ ଭାରତୀୟ ପ୍ରଶାସନିକ ସେବା ଲାଗି…
ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ କି? ଏଭଳି ଉପାୟରେ ମେଥି ସେବନ କରି…
ଆଜିର ସମୟରେ ଅନିୟମିତ ଦିନଚର୍ଯ୍ୟା ବିଭିନ୍ନ ପ୍ରକାର ରୋଗର କାରଣ ପାଲଟୁଛି। ସେଥିରୁ ଗୋଟିଏ ହେଲା ଉଚ୍ଚ ରକ୍ତଚାପ। ସାଧାରଣତଃ ମୋଟାପଣ ଏବଂ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁ ଏଭଳି ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ। ଏହାର କୌଣସି ଲକ୍ଷଣ ଦେଖାଯାଉ ନ ଥିବା…
ଶରୀରର ଏହି ୫ ସ୍ଥାନରେ କଳାଜାଇ ଅଛି କି? ଜାଣନ୍ତୁ କ’ଣ ତାର ଅର୍ଥ, କିଭଳି ହେବ ଭବିଷ୍ୟତ
ଜ୍ୟୋତିଷଶାସ୍ତ୍ରରେ ଶରୀରରେ ଥିବା କଳାଜାଇର ବିଶେଷ ମହତ୍ୱ ରହିଛି। ଏହାକୁ ଦେଖି କୌଣସି ମନୁଷ୍ୟର ଭବିଷ୍ୟତ ଏବଂ ବ୍ୟକ୍ତିତ୍ୱ ବିଷୟରେ ଅନୁମାନ କରାଯାଇପାରେ। ଶରୀରରେ ଥିବା କଳାଜାଇ ଶୁଭ ଓ ଅଶୁଭ ପରିଣାମ ଦେଇଥାଏ। ଆସନ୍ତୁ ଜାଣିବା ଶରୀରର କେଉଁ ସ୍ଥାନରେ…
ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍
ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍। ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱର ଭୁବନେଶ୍ୱର ବିଜେବି ନଗର ଅଞ୍ଚଳରେରହି ଆସୁଥିଲେ। ବିବାହ ପରେ ଭାରତୀୟ ନାଗରିକତ୍ୱ ପାଇଁ ଆବେଦନ କରି ନ ଥିଲେ। ମାତ୍ର ଦୀର୍ଘମିଆଦୀ ଭିଜା…
ଯୁଦ୍ଧ ଭୟରେ ଛାନିଆ ହେଲାଣି ପାକିସ୍ତାନ! କରାଚିରେ ୧୪୪ ଧାରା ଲାଗୁ, ଆକ୍ରମଣରୁ ବର୍ତ୍ତିବା ଲାଗି…
ଇସଲାମାବାଦ,୨୭।୪: ଛାନିଆ ହେଲାଣି ପାକିସ୍ତାନ। ପହଲଗାମରେ ଆତଙ୍କବାଦୀ ଆକ୍ରମଣକୁ ୫ ଦିନ ବିତି ଯାଇଥିଲେ ବି ପାକିସ୍ତାନକୁ କୌଣସି ବଡ଼ ଆକ୍ରମଣର ଭୟ ଘାରିଛି। ଏହାକୁ ନେଇ ଦେଶର ସବୁଠାରୁ ବଡ଼ ସହର କରାଚୀରେ ଆଇପିସିର ୧୪୪ ଧାରା ଲାଗୁ କରାଯାଇଛି।…
ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ
ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ଘଟୁଛି। ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲା ଅନକାପାଲିଠାରେ ଦୁଇ ମାସ ତଳେ ମାଳିଯୁବାଙ୍ଗ…

