ଏନ୍କାଉଣ୍ଟର ପରେ ଏଡିଜି ଅମିତାଭ ୟଶଙ୍କର ପ୍ରଥମ ପ୍ରତିକ୍ରିୟା, କହିଲେ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ଏହି ନିର୍ଦ୍ଦେଶ
ନୂଏ,୧୭ା୧୦: ବାହରାଇଚରେ ହୋଇଥିବା ହିଂସା ସମୟରେ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ଅଭିଯୋଗ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ହିଂସା ଅଭିଯୋଗରେ ଉତ୍ତରପ୍ରଦେଶ ପୋଲିସ ଏବଂ ଏସ୍ଟିଏଫ୍ ଦୁଇଜଣ ଅଭିଯୁକ୍ତଙ୍କୁ ସାମ୍ନା କରିଛନ୍ତି। ଅଭିଯୁକ୍ତ ସରଫରାଜ ଏବଂ ତାଲିବଙ୍କୁ ସାମ୍ନା କରାଯାଇଛି।…
ଆସୁଛି ଲଘୁଚାପ, ନେବ କି ବାତ୍ୟା ରୂପ? ଜାଣନ୍ତୁ କ’ଣ କହୁଛି ପାଣିପାଗ ବିଭାଗ
ଭୁବନେଶ୍ୱର,୧୭।୧୦: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।…
ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି
ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍ ଏସ୍ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ କୋହଲି ଏହି ଉପଲବ୍ଧି ହାସଲ କରିଥିଲେ। ସେ ଭାରତ ପାଇଁ ସବୁଠାରୁ ଅଧିକ ଅନ୍ତର୍ଜାତୀୟ…
ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍ ଇଣ୍ଡିଆ: ଏମିତି ରେକର୍ଡ କଲା
ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ ଟିମ ଇଣ୍ଡିଆର ଏହା ସର୍ବନିମ୍ନ ସ୍କୋର। ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ…
ପରିସ୍ରାରେ ଅଟା ଚକଟି ଖୁଆଉଥିଲେ ଚାକରାଣୀ, ଗିରଫ ପରେ ଯାହା କହିଲେ ପୋଲିସ ହେଲା ଚକିତ…
ଗାଜିଆବାଦ,୧୭।୧୦: ଅଟାରେ ପରିସ୍ରା ଗୋଳାଇ କରୁଥିଲେ ରୁଟି । ଯେଉଁ ଘରେ କାମ କରୁଥିଲେ, ସେହି ଘର ଲୋକଙ୍କୁ ଖୁଆଉଥିଲେ। ଗାଜିଆବାଦର ଏହି ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ କେଉଁ କାରଣରୁ ଏଭଳି ଅଭାବନୀୟ କାଣ୍ଡ ଭିଆଉଥିଲେ ସେନେଇ ଚାକରାଣୀ…
ନଈ ମଝିରେ ଧକ୍କା ଖାଇ ବୁଡ଼ିଗଲା ଇଲିସି ବୋଝେଇ ଡଙ୍ଗା, ପରେ ଘଟିଲା ଏମିତି…
ଭୋଗରାଇ,୧୭ା୧୦(ପ୍ରଦୀପ ଦାସ): ପୂର୍ଣ୍ଣିମା ତିଥିରେ ସମୁଦ୍ର ଅଶାନ୍ତ ରହିଛି। ଏଭଳି ସ୍ଥିତିରେ ମତ୍ସ୍ୟଜୀବୀଙ୍କ ଜାଲରେ ପ୍ରଚୁର ପରିମାଣର ଇଲିସି ଧରା ଦେଉଛନ୍ତି। ଇଲିସି ସନ୍ଧାନରେ ମତ୍ସ୍ୟଜୀବୀମାନେ ଜୀବନକୁ ବାଜି ଲଗାଇଛନ୍ତି। ୨ଟି ଯନ୍ତ୍ର ଚାଳିତ ଡଙ୍ଗା (ଭୁଟୁଭୁଟି)ରେ ବାଲେଶ୍ୱର ଜିଲା ଭୋଗରାଇ…
୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍ଇଣ୍ଡିଆ
ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ ସମ୍ଭବ ହୋଇପାରି ନ ଥିଲା। ଦ୍ୱିତୀୟ ଦିନରେ ଟସ ଜିତି ବ୍ୟାଟିଂ କରିବାକୁ ଆସିଥିବା…
ହାସିନାଙ୍କ ମୁଣ୍ଡରେ ଗିରଫ ତଲଓ୍ବାର! ନଭେମ୍ବର ୧୮ରେ କୋର୍ଟରେ ହାଜର ନିର୍ଦ୍ଦେଶ
ଢାକା,୧୬।୧୦: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଗୁରୁବାର ବାଂଲାଦେଶ କୋର୍ଟ ଗିରଫ ୱାରେଣ୍ଟ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟରେ କ୍ଷମତାରୁ ହଟାଯିବା ପରେ ଶେଖ ହସିନା ଭାରତକୁ ପଳାଇଥିଲେ। ବାଂଲାଦେଶର ଅନ୍ତର୍ଜାତୀୟ ଆପରାଧିକ ଟ୍ରିବ୍ୟୁନାଲର ମୁଖ୍ୟ ଓକିଲ…
ହାତୀ ଘଉଡ଼ାଇବାବେଳେ ଅଘଟଣ: ସ୍କ୍ବାଡ୍ କର୍ମଚାରୀଙ୍କୁ କଚାଡ଼ି ମାରିଲା
କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜ ନରଣପୁର ସେକ୍ସନ ଝାରବେଡ଼ା ଗ୍ରାମ ନିକଟରେ ବୁଧବାର ରାତିରେ ହାତୀ ଘଉଡ଼ାଇବାବେଳେ ଜଣେ ଏଲିଫ୍ୟାଣ୍ଟ ସ୍କ୍ବାଡ୍ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ କର୍ମଚାରୀଙ୍କ ନାମ ଗୋବିନ୍ଦପୁର ଗ୍ରାମର ବସନ୍ତ ମହାନ୍ତ(୪୫)। ଏହାକୁ ନେଇ…
ଜୟଶଙ୍କରଙ୍କୁ ନେଇ ମିଛ କହୁଛି ପାକିସ୍ତାନୀ ଗଣମାଧ୍ୟମ
ନୂଆଦିଲ୍ଲୀ,୧୭।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଏସ୍ସିଓ ସମ୍ମିଳନୀ ଲାଗି ପାକିସ୍ତାନ ଗସ୍ତରେ ଅଛନ୍ତି। ହେଲେ ଏହି ଗସ୍ତକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ବଡ଼ ମିଛ କୁହାଯାଉଛି। ଇସଲାମାବାଦରେ ସେ ପାକିସ୍ତାନ ବୈଦେଶିକ ମନ୍ତ୍ରୀଙ୍କ ସହ କ୍ରିକେଟ୍ ଡିପ୍ଲୋମାସି ଉପରେ…
ପୁଣି ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ ବିଜେଡି ଛାଡ଼ିପାରନ୍ତି…
ଭୁବନେଶ୍ୱର,୧୭ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଗୁରୁବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ। ସେ କହିଛନ୍ତି, ଆଉ କିଛି ରାଜ୍ୟ ସଭା ଏମ୍ପି…
ଜଣେ ସାମ୍ବାଦିକାଙ୍କୁ ଡେଟ୍ କରୁଛନ୍ତି ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା! ଶପଥ ସମାରୋହର ଭାଇରାଲ ଫଟୋକୁ ନେଇ ବଢିଲା ଚର୍ଚ୍ଚା
ଶ୍ରୀନଗର,୧୭।୧୦: ଜମ୍ମୁ କଶ୍ମୀରରେ ସରକାର ଗଠନ ହୋଇଛି। ଏନସି ର ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ଶପଥ ସମାରୋହରେ ଇଣ୍ଡିଆ ମେଣ୍ଟର ବହୁ ସଦସ୍ୟ ଯୋଗ ଦେଇଥିଲେ। ଭାଇରାଲ ଫଟୋରେ ଓମାରଙ୍କ ଶପଥ ସମାରୋହରେ ପ୍ରତମ ଧାଡିରେ…
Archives


