Home

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ବୁଧବାର ଅନୁଷ୍ଠିତ ବାଲିଯାତ୍ରା କଟକ ଉତ୍ସବ ୨୦୨୪ର ଖବରଦାତା…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଭିଆଇପିଙ୍କ ସୁରକ୍ଷାରୁ ହଟିବେ NSG କମାଣ୍ଡୋ

ନୂଆଦିଲ୍ଲୀ,୧୬।୧୦: ଦେଶର ଭିଆଇପି ବ୍ୟକ୍ତିତ୍ୱଙ୍କ ସୁରକ୍ଷା ପାଇଁ ନିୟୋଜିତ NSG କମାଣ୍ଡୋଙ୍କ ସମ୍ପର୍କରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ଭିଆଇପିଙ୍କ ସୁରକ୍ଷା ଦାୟିତ୍ୱରୁ NSG କମାଣ୍ଡୋଙ୍କୁ ହଟାଇ ଦିଆଯିବ, ସେମାନଙ୍କ ସ୍ଥାନରେ CRPF କର୍ମଚାରୀମାନେ…

ବଜାରକୁ ଆସିଲାଣି ନକଲି ‘ଆଲମଣ୍ଡ’, କିଭଳି ସହଜ ଉପାୟରେ ଚିହ୍ନିବେ ଜାଣନ୍ତୁ?  

‘ଆଲମଣ୍ଡ’ ଫାଇବର, ପ୍ରୋଟିନ୍‌, ଆଇରନ୍‌, ମ୍ୟାଗ୍ନେସିୟମ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ। ନିୟମିତ ଏହାର ସେବନ କରିବା ଦ୍ୱାରା ସ୍ମରଣଶକ୍ତି ବୃଦ୍ଧି ପାଇଥାଏ। ଏହା ଡାଇବେଟିସ୍‌,ତ୍ୱଚାରୁ ନେଇ ହାଡ଼ ଶକ୍ତ କରିଥାଏ। ହେଲେ ଏବେ ବଜାରରେ ନକଲି ‘ଅଲମଣ୍ଡ’…

୪୮ ଘଣ୍ଟାରେ ୧୨ ବିମାନକୁ ଆସିଲାଣି ବୋମା ଧମକ, କଲ୍‌ କରି…

ନୂଆଦିଲ୍ଲୀ,୧୬ା୧୦: ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍‌ ବାରମ୍ବାର ଆସୁଛି। ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍‌ ପରେ ଛନକା ପଶିଛି। ମୁମ୍ବାଇ-ଦିଲ୍ଲୀ ଇଣ୍ଡିଗୋ ଏବଂ ଦିଲ୍ଲୀ-ବେଙ୍ଗାଲୁରୁ ଆକାଶ ଏୟାର୍‌ ବିମାନକୁ ଧମକ ଆସିଛି। ବୋମା…

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ…

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ ଆଇନର ପରିବର୍ତ୍ତନ ଆବଶ୍ୟକ ଅଛି ବୋଲି କହିଛନ୍ତି ଆଇନମନ୍ତ୍ରୀ। ମାସେ ଦେଢ଼ ମାସ ଭିତରେ…

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି ସ୍ଥିତି ଉପୁଜିବ? ରାଜଧାନୀରେ ଏଲ୍‌ଜି ଏବଂ ଆପ୍‌ ସରକାରଙ୍କ ମଧ୍ୟରେ ମତଭେଦ ହେଉଥିବା ବେଳେ…

ଆଇପିଏଲ୍‌ ପୂର୍ବରୁ ନୂଆ ବୋଲିଂ କୋଚ ନିଯୁକ୍ତ କଲା ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କିଏ ହେଲେ…

ମୁମ୍ବାଇ,୧୬।୧୦: ଆଇପିଏଲ ୨୦୨୫ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ମୁମ୍ବାଇ ଦଳ ପାଇଁ ଏକ ନୂଆ ବୋଲିଂ କୋଚ ନିଯୁକ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ପୂର୍ବତନ ଟିମ ଇଣ୍ଡିଆର କୋଚ ପାରସ ମହମ୍ବ୍ରେଙ୍କୁ ଏକ ସୁଯୋଗ…

ପାକିସ୍ତାନକୁ ନିଜ ଘରେ ମୁହଁତୋଡ ଜବାବ ଦେଲେ ଜୟଶଙ୍କର: ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୧୬।୧୦: ଭାରତୀୟ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ବର୍ତ୍ତମାନ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବା ପାଇଁ ପାକିସ୍ତାନରେ ଅଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ, ଏସସିଓ ସିଏଚ୍‌ଜି ବୈଠକ ପ୍ରତିବର୍ଷ ଅନୁଷ୍ଠିତ ହୁଏ ଏବଂ ବାଣିଜ୍ୟ ତଥା ସଂଗଠନର…

କିଏ ସେ ସୁରିନ୍ଦର ଚୌଧୁରୀ? ଯାହାକୁ ଉପମୁଖ୍ୟମନ୍ତ୍ରୀ କଲା ଉମର ସରକାର.. ଭାଜପାର ତୁଙ୍ଗ ନେତାଙ୍କୁ କରିଥିଲେ ପରାଜିତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀରରେ ନୂଆ ସରକାର ଗଠନ ହୋଇଛି। ବୁଧବାର ନ୍ୟାଶନାଲ କନ୍‌ଫରେନ୍ସର ନେତା ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିଭଳି ନୌସେରାରୁ ବିଧାୟକ ଥିବା ସୁରିନ୍ଦର ଚୌଧୁରୀ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଗତ ବିଧାନସଭା ନିର୍ବାଚନରେ ଭାଜପାକୁ ବଡ଼ ଝଟ୍‌କା…

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬।୧୦: ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି । ଏହିପରି ଭାବରେ ଭାରତ ସରକାର ପ୍ରାୟ ୪୯ ଲକ୍ଷ କର୍ମଚାରୀ ଏବଂ ୬୦…

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି ସର୍ବସମ୍ମତି କ୍ରମେ ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଗୁରୁବାର ଅର୍ଥାତ୍‌ ଅକ୍ଟୋବର ୧୭ରେ ହରିୟାଣାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri