୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ
ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ…
ଆକ୍ରମଣ ଯୋଗୁ ଭାଙ୍ଗିଲା ସୀମାପାର ବିବାହ: ପାକିସ୍ତାନ ଯାଉଥିବା ବରଙ୍କୁ ଅଟ୍ଟାରିରୁ ଫେରାଇଦିଆଗଲା
ବାର୍ମେର,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ ଦେଶ ସହ ତିକ୍ତତା ବଢ଼ିଛି। ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି କେନ୍ଦ୍ର ସରକାର ଅଟ୍ଟାରି ସୀମାକୁ ସିଲ୍ କରିବା ସହ ବିଭିନ୍ନ କୂଟନୈତିକ କଟକଣା ଲଗାଇଛନ୍ତି। ଫଳରେ ଏକ ବହୁପ୍ରତୀକ୍ଷିତ ସୀମାପାର…
ସଂରକ୍ଷିତ ଜଙ୍ଗଲ ଭିତରେ ଜଳୁଛି କାର୍, ସ୍ତ୍ରୀଙ୍କ ଉପରେ ରାଗି ସ୍ବାମୀ ଜାଳିଦେଲେ
ପାଟଣା,୨୬ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଟେଇ ସଂରକ୍ଷିତ ପିଛୁଳାବେଡ଼ା ଜଙ୍ଗଲ ଭିତରେ ଶନିବାର ଏକ କାର୍ ଜଳୁଥିବା ଦେଖିବାକୁ ମିଳିଛି। ଜଙ୍ଗଲ ଭିତରେ ଏକ ମାରୁତି ସୂଜୁକି ଏକ୍ସଟ୍ରା କାର୍ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିପୋଡ଼ି ନଷ୍ଟ ହୋଇଯାଇଛି।…
ମୁଁ ଭାରତର ବୋହୂ, ମୋତେ ଏଠି ରଖ: ମୋଦି-ଯୋଗୀଙ୍କୁ ଏମିତି କହି ନିବେଦନ କଲେ ସୀମା ହାଇଦର
ଲକ୍ଷ୍ନୌ,୨୬।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର କଠୋର ପଦକ୍ଷେପ ନେଇଛନ୍ତି। ସରକାର ପାକିସ୍ତାନୀ ନାଗରିକଙ୍କ ଭିଜା ବାତିଲ କରିଛନ୍ତି। ଭାରତରେ ରହୁଥିବା ପାକିସ୍ତାନୀମାନଙ୍କୁ ଏବେ ଦେଶ ଛାଡି ପାକିସ୍ତାନ ଫେରିବାକୁ ପଡିବ। ପ୍ରାୟତଃ ଚର୍ଚ୍ଚାରେ ରହୁଥିବା ସୀମା…
ଗ୍ରୀଷ୍ମପ୍ରବାହ ଜାରି: ପାଣି ପାଇଁ ଡହଳବିକଳ ପାରାଦୀପ ବାସିନ୍ଦା
ପାରାଦୀପ,୨୬ା୪(ଶରତ ରାଉତ): ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରି ସମୟରେ ପାରାଦୀପ ଶିଳ୍ପାଞ୍ଚଳରେ ବର୍ତ୍ତମାନ ଜଳସଙ୍କଟ ଦେଖାଦେଇଛି। ପାରାଦୀପ ସମେତ ଜଗତ୍ସିଂହପୁର ଜିଲା ପାଇଁ ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଏବେ ଶୁଖିଲା ପଡ଼ିଛି।…
ଆସନ୍ତା ୧ରୁ ଜୁନ୍ ଯାଏ ଚାଲିବ ରବି ଋତୁ ଧାନକିଣା
ଭୁବନେଶ୍ୱର, ୨୬ା୪(ସୁନିତ୍ ମିଶ୍ର):ଗତ ଖରିଫ୍ ଋତୁରେ ପ୍ରାୟ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ପ୍ରାୟ ୭୩ ଲକ୍ଷ ୪୫ ହଜାର ଟନ୍ ଧାନ ସଂଗ୍ରହ କରାଯାଇଛି। ଏଥିନିମନ୍ତେ ଚାଷୀଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ବାବଦକୁ ୧୬ ହଜାର ୮୫୩…
ଓଡ଼ିଶା ଭାରତର ଇସ୍ପାତ ରାଜଧାନୀ
ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଫିକି ସହଯୋଗରେ ମୁମ୍ବାଇର ବମ୍ବେ ପ୍ରଦର୍ଶନୀ କେନ୍ଦ୍ରଠାରେ ଶୁକ୍ରବାର ‘ଇଣ୍ଡିଆ ଷ୍ଟିଲ-୨୦୨୫’ ରାଉଣ୍ଡ୍ ଟେବୁଲ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ସମୃଦ୍ଧ ଓଡ଼ିଶା…
‘ଘଟଣାର ଜଡ଼ରେ ପହଞ୍ଚିବା ସାମ୍ବାଦିକଙ୍କ ଦାୟିତ୍ୱ’
ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା):ସାମ୍ବାଦିକତା ହେଉଛି ସର୍ବପୁରାତନ ଜୀବିକା। କାହିଁ କେଉଁ କାଳରୁ ମଣିଷ ହୁଅନ୍ତୁ ବା ପ୍ରାଣୀ ଜୀବନ ଜୀବିକା ନିର୍ବାହ ପାଇଁ ଖାଦ୍ୟ ସମ୍ପର୍କରେ ସାଥୀଙ୍କୁ ସୂଚନା ଦେଇଥା’ନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସମାଜକୁ ଠିକ୍ ସୂଚନା ପହଞ୍ଚାଇବାର ଦାୟିତ୍ୱ ଗଣମାଧ୍ୟମ ବହନ…
କୋଟିଆ ପରେ ଏବେ ରାଇପାହାଡ଼: ଆନ୍ଧ୍ରରେ ମିଶିବାକୁ ସୀମାନ୍ତବାସୀଙ୍କ ଇଚ୍ଛା
ନନ୍ଦପୁର,୨୬ା୪(ତୁଷାର କାନ୍ତ ମହାନ୍ତି):ଆନ୍ଧ୍ରର ଅନୁପ୍ରବେଶ ଓ ବିସ୍ତାରବାଦୀ ନୀତି ପାଇଁ ସମସ୍ତଙ୍କ ନଜର ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡ଼ିକ ଉପରେ ରହିଛି। ରାଜ୍ୟ ସରକାର କୋଟିଆ ପଞ୍ଚାୟତ ସମସ୍ୟାକୁ ଗୁରୁତ୍ୱ ଦେଇ ଆନ୍ଧ୍ର-ଓଡ଼ିଶା ମଧ୍ୟରେ ଥିବା ବିବାଦକୁ ସମାଧାନ…
ଏହି ଦେଶରେ ହେବ ବିଶ୍ୱର ପ୍ରଥମ ଇଲେକ୍ଟ୍ରିକ ରାସ୍ତା, ଯାତାୟାତ ସମୟରେ ଗାଡ଼ି ହେବ ଚାର୍ଜ
ପ୍ରଯୁକ୍ତିବିଦ୍ୟାର ଆଗମନ ପରଠାରୁ, ବିଶ୍ୱରେ ଲୋକଙ୍କ ପାଇଁ ଅନେକ କାର୍ଯ୍ୟ ସହଜ ହୋଇଯାଇଛି। ଯେପରି AI ଜୀବନକୁ ସହଜ କରିଛି, ସେହିପରି ଅନ୍ୟ ପ୍ରଯୁକ୍ତିବିଦ୍ୟା ମଧ୍ୟ ଏବେ ବହୁତ ଉପଯୋଗୀ ହୋଇଗଲାଣି। ବଜାରରେ ଇଲେକ୍ଟ୍ରିକ କାର ଆସିବା ପରଠାରୁ, କାର ଚଳାଇବା…
ଭୁବନେଶ୍ୱରରେ ପାକିସ୍ତାନୀ ମହିଳା, ୨୦୦୮ରୁ ରହିଆସୁଥିବା କମିଶନରେଟ୍ ପୋଲିସର ସୂଚନା
ଭୁବନେଶ୍ୱର,୨୬ା୪: ରାଜଧାନୀ ଭୁବନେଶ୍ୱରରେ ଜଣେ ପାକିସ୍ତାନୀ ମହିଳା ରହିଥିବା ସୂଚନା ମିଳିଛି। ଦୀର୍ଘମିଆଦୀ ଭିଜାରେ ୨୦୦୮ରୁ ସେ ଭୁବନେଶ୍ବରରେ ରହିଆସୁଛନ୍ତି। ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ ପୋଲିସ ପକ୍ଷରୁ ନୋଟିସ କରାଯାଇଛି। ୨୦୨୪ରେ ମହିଳାଙ୍କ ଭିଜା ଅବଧି ଶେଷ ହୋଇଯାଇଥିଲେ ମଧ୍ୟ…
ବଡ଼ ଆକ୍ସନ: ମାଟିରେ ମିଶିଲା ଆଉ ଜଣେ ଆତଙ୍କବାଦୀଙ୍କ ଘର
ଶ୍ରୀନଗର,୨୬।୫: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସୁରକ୍ଷା ବାହିନୀର ଅପରେଶନ ଜାରି ରହିଛି। ପୁଲୱାମାରେ ସକ୍ରିୟ ଆତଙ୍କବାଦୀଙ୍କ ଘର ସୁରକ୍ଷା ବାହିନୀ ଦ୍ୱାରା ଭାଙ୍ଗି ଦିଆଯାଇଛି। ଗତକାଲି ଉପତ୍ୟକାରେ ସକ୍ରିୟ ଥିବା ଆଉ ଦୁଇ ଆତଙ୍କବାଦୀଙ୍କ ଘର ମଧ୍ୟ…

