ମସଜିଦରେ ‘ଜୟ ଶ୍ରୀରାମ‘ କହିବା ଅପରାଧ ନୁହେଁ, କାହିଁକି ଏମିତି କହିଲେ ହାଇକୋର୍ଟ
ବେଙ୍ଗାଲୁରୁ,୧୬।୧୦: ମସଜିଦ ଭିତରେ ‘ଜୟ ଶ୍ରୀ ରାମ’ର ସ୍ଲୋଗାନ ଦିଆଯାଇଥିବା ମାମଲାରେ କର୍ନାଟକ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଇ ଜଣଙ୍କ ବିରୋଧରେ ପୋଲିସ ଦ୍ୱାରା ପଞ୍ଜୀକୃତ ହୋଇଥିବା ଅପରାଧିକ ମାମଲାକୁ କୋର୍ଟ ଖାରଜ କରିଦେଇଥିଲେ। ହାଇକୋର୍ଟ କହିଛନ୍ତି…
ଶତ୍ରୁତା ପରେ ବି ପାକିସ୍ତାନରୁ ଅନେକ ଜିନିଷ କିଣୁଛି ଭାରତ, ପ୍ରତି ଘର ପାଇଁ ଆବଶ୍ୟକ…
ନୂଆଦିଲ୍ଲୀ/ଇସଲାମାବାଦ,୧୬।୧୦: ୨୦୧୯ରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାଣିଜ୍ୟ ସମ୍ପର୍କ ସ୍ଥଗିତ ରହିଛି। ଅଗଷ୍ଟ ୫, ୨୦୧୯ରେ ଭାରତ ସରକାର ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିଥିଲେ। ଭାରତର ଏହି ନିଷ୍ପତ୍ତି ଦ୍ୱାରା ପାକିସ୍ତାନର ଭାବନା ଉପରେ ଆଘାତ ଲାଗିଥିଲା।…
ଜୟଶଙ୍କର ପହଞ୍ଚିବାର କିଛି ଘଣ୍ଟା ବଦଳିଗଲା ପାକିସ୍ତାନର ସ୍ବର
ଇସଲାମାବାଦ୍,୧୬।୧୦: ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ସମ୍ମିଳନୀରେ ଯୋଗଦେବା ପାଇଁ ଇସ୍ଲାମାବାଦ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ମଙ୍ଗଳବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍ଙ୍କ ସହ କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ ପାଇଁ କଥା ହୋଇଛନ୍ତି। ଏସ୍ସିଓ…
ବଢୁଛି ଉତ୍ତେଜନା, କଳା ହରିଣ ଶିକାରକୁ ନେଇ ସଲମାନଙ୍କ ପାଖରେ ଏମିତି ଡିମାଣ୍ଡ ରଖିଲା ବିଷ୍ଣୋଇ ସମାଜ
ମୁମ୍ବାଇ,୧୬।୧୦: ୧୯୯୮ରେ ଫିଲ୍ମ ‘ହମ ସାଥ ସାଥ ହୈ’ର ସୁଟିଂ ସମୟରେ ଅଭିନେତା ସଲମାନ ଖାନଙ୍କ ସମେତ କେତେଜଣ ଚଳଚ୍ଚିତ୍ର ସେଲିବ୍ରିଟିଙ୍କ ବିରୋଧରେ କଳା ହରିଣ ଶିକାର ଅଭିଯୋଗ ବର୍ତ୍ତମାନ କୋର୍ଟରେ ବିଚାରାଧୀନ ଅଛି, କିନ୍ତୁ ଏହି ସମୟରେ ବିଷ୍ଣୋଇ ସମାଜ…
ବୁମ୍ରାଙ୍କୁ ଉପଅଧିନାୟକ କରିବା ପଛର ରହସ୍ୟ ଖୋଲିଲେ ରୋହିତ ଶର୍ମା: ,ସବୁ ପଛରେ…
ବେଙ୍ଗାଲୁରୁ,୧୬।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠୁ ଆରମ୍ଭ ହେଉଛ। ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯିବ, ଏହା ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା କିୱି ଦଳ ବିରୋଧରେ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ଦାବି କରିଛନ୍ତି। ବିରୋଧୀ…
ବିଦା ହେଲା ମୌସୁମୀ, ଏଥର ସାମାନ୍ୟରୁ ଅଧିକ ବର୍ଷା
ନୂଆଦିଲ୍ଲୀ,୧୬।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶରୁ ବିଦାୟ ନେଇଛି। ପାଣିପାଗ ବିଭାଗ ଅନୁଯାୟୀ, ଅକ୍ଟୋବର ୧୫, ୨୦୨୪ରେ ମୌସୁମୀ ସମଗ୍ର ଦେଶରୁ ଆନୁଷ୍ଠାନିକ ଭାବେ ଫେରି ଯାଇଛି। ଏହାସହ ଉତ୍ତର-ପୂର୍ବ ମୌସୁମୀ ଉପଦ୍ୱୀପ ଭାରତର ଦକ୍ଷିଣ-ପୂର୍ବ ଭାଗକୁ ପ୍ରଭାବିତ କରିବା…
ଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ବେଙ୍ଗାଲୁରୁ, ୧୬।୧୦ (ପି.ଟି.):ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ସିରିଜର ପ୍ରଥମ କ୍ରିକେଟ ଟେଷ୍ଟ ବୁଧବାର ଏଠାରେ ଆରମ୍ଭ ହେବ। ସିରିଜରେ ୩ଟି ଟେଷ୍ଟ ଖେଳାଯିବାକୁ ଥିବାବେଳେ ଭଲ ଫର୍ମ ବଜାୟ ରଖିବା ଲକ୍ଷ୍ୟରେ ରହିଛନ୍ତି ଭାରତୀୟ ଦଳର ଦୁଇ ପ୍ରତିଭା…
ହାଇକମାଣ୍ଡଙ୍କ ବଡ ନିଷ୍ପତ୍ତି: ଓମାର ଅବଦୁଲ୍ଲା ସରକାରରେ ସାମିଲ ହେବନି କଂଗ୍ରେସ
ନୂଆଦିଲ୍ଲୀ,୧୬।୧୦: ଜମ୍ମୁ-କଶ୍ମୀର ରାଜନୀତିରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଆଜି ନ୍ୟାଶନାଲ କନଫରେନ୍ସର ଓମାର ଅବଦୁଲ୍ଲା ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ କଂଗ୍ରେସ ହାଇକମାଣ୍ଡ ବଡ ନିଷ୍ପତ୍ତି ନେଇଛନ୍ତି। ଓମାର ଅବଦୁଲ୍ଲା ସରକାରରେ କଂଗ୍ରେସ ସାମିଲ…
କାର୍ତ୍ତିକ ବ୍ରତକୁ ନେଇ ଦ୍ୱନ୍ଦ୍ୱ:ପଞ୍ଜିକାରେ ଭିନ୍ନ ତାରିଖ, ଗ୍ରହଣ କଲେନି ଜ୍ୟୋତିର୍ବିଦ୍
ପୁରୀ,୧୬ା୧୦(ଅଜିତ୍ କୁମାର ମହାନ୍ତି):ପହିଲି କାର୍ତ୍ତିକ ବ୍ରତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବୀକୃତି ପାଇଥିବା ପଞ୍ଜିକାରେ ଦ୍ବନ୍ଦ୍ୱ ଦେଖାଦେଇଥିବା ଜଣାପଡ଼ିଛି। କୁମାର ପୂର୍ଣ୍ଣିମା ଦିନ ନା କୁମାର ପୂର୍ଣ୍ଣିମା ପରଦିନଠାରୁ କାର୍ତ୍ତିକ ହବିଷିଆଳିମାନେ ତାଙ୍କର ବ୍ରତ ଆରମ୍ଭ କରିବେ ସେ ନେଇ…
୨ଦିନରେ ୧୦ ବିମାନରେ ବୋମା ଆତଙ୍କ, କାନାଡାରେ ଲ୍ୟାଣ୍ଡ କଲା ଏୟାର ଇଣ୍ଡିଆ ବିମାନ
ନୂଆଦିଲ୍ଲୀ,୧୬।୧୦: ଗତ ୪୮ଘଣ୍ଟା ମଧ୍ୟରେ ୧୦ଟି ବିମାନରେ ମିଳିଥିବା ବୋମା ଧମକକୁ ଗୁରୁତର ସହ ବିଚାର କରି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ବୁଧବାର (ଅକ୍ଟୋବର ୧୬)ରେ ଏକ ଉଚ୍ଚ ସ୍ତରୀୟ ବୈଠକ ଡାକିଛି। ସୂଚନାନୁସାରେ, ନାଗରିକ ବିମାନ ଚଳାଚଳ ମନ୍ତ୍ରୀ…
ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍ଫେଡ ଘିଅ
ପୁରୀ, ୧୬ା୧୦(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍ଫେଡ୍କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ ଏକ…
ସିବିଏସ୍ଇର ନୂଆ ଗାଇଡ୍ଲାଇନ୍: ୭୫% ଉପସ୍ଥାନ ନ ଥିଲେ…
ଭୁବନେଶ୍ୱର,୧୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୨୦୨୫ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ମାର୍ଗଦର୍ଶିକା ଅନୁଯାୟୀ, ଶ୍ରେଣୀଗୃହରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନକୁ ବାଧ୍ୟତାମୂଳକ କରାଯାଇଛି। ଏହାଠାରୁ କମ୍ ପ୍ରତିଶତ ଉପସ୍ଥାନ…
Archives


