Home

ପହଲଗାମ ବର୍ବୋରଚିତ ଆତଙ୍କବାଦୀ ଆକ୍ରମଣକୁ ତୀବ୍ର ନିନ୍ଦା

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ପହଲଗାମଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ଦିନ୍ଦା କରାଯାଇଛି। ଏଥିସହିତ ଗୁରୁବାର ମଧ୍ୟାହ୍ନରେ ଏକ ଶୋକସଭା ଅନୁଷ୍ଠିତ ହୋଇଛି। ଓକିଲ ସଂଘ ସଭାପତି ହୃଦୟ ରଞ୍ଜନ ମେକାପଙ୍କ…

Narendra Modi: ଚେତାବନୀ ଦେଲେ ମୋଦି, ମାଟିରେ ମିଶେଇଦେବୁ…

ନୂଆଦିଲ୍ଲୀ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରରେ ପହଞ୍ଚିଛନ୍ତି। ଆଜି ସେ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମଧୁବଣୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ପହଲଗାମ ଆକ୍ରମଣ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଗସ୍ତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ପହଲଗାମରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ଏତିକି ବଢ଼ିପାରେ ଆପଣଙ୍କ ଦରମା

ନୂଆଦିଲ୍ଲୀ,୨୪।୪: ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଅଷ୍ଟମ ବେତନ କମିଶନ ଲାଗୁ ହେବା ପରେ ସେମାନଙ୍କ ଦରମାରେ ଏକ ବଡ଼ ବୃଦ୍ଧି ଘଟିବ। କାରଣ ପ୍ରତ୍ୟେକ ପେ’ କମିଶନରେ କେବଳ ଦରମା ବୃଦ୍ଧି ହୁଏ ନାହିଁ ବରଂ ଏହାର…

ଭାରତରେ ଆକ୍ରୋଶ; କିନ୍ତୁ ଦିଲ୍ଲୀ ସ୍ଥିତ ପାକିସ୍ତାନ ହାଇ କମିଶନରେ ଉତ୍ସବ ପାଳନ, ମଗାଗଲା କେକ୍‌

ନୂଆଦିଲ୍ଲୀ,୨୪।୪:ଜମ୍ମୁ-କାଶ୍ମୀରର ଅତି ସୁନ୍ଦର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ପରେ ଦେଶରେ ପ୍ରବଳ କ୍ରୋଧ ପ୍ରକାଶ ପାଇଛି। ଦେଶରେ ପାକିସ୍ତାନ ଏବଂ ଆତଙ୍କବାଦୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି। ଏଭଳି ସମୟରେ ଦିଲ୍ଲୀରେ ଥିବା…

Jammu Kashmir Encounter: ପହଲଗାମ ଆଟାକ୍‌ ପରେ ବଡ଼ ଏକନାଉଣ୍ଟର, ଶହୀଦ ହେଲେ ଜଣେ ଭାରତୀୟ ଯବାନ

ନୂଆଦିଲ୍ଲୀ,୨୪।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣପରେ, ଗୁରୁବାର ସକାଳେ ଜମ୍ମୁ ଏବଂ କଶ୍ମୀରର ଉଧମପୁର ଜିଲାର ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ବଡ଼ ଏନକାଉଣ୍ଟର ହୋଇଛି। ଯେଉଁଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ଖବର ମିଳିଛି…

ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ନେଲା ଭାରତ, ଏବେ ପାକିସ୍ତାନ ସରକାରଙ୍କ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ ଭାରତ ସରକାର ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏବେ ପାକିସ୍ତାନ ସରକାରଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମର X ହ୍ୟାଣ୍ଡେଲ ଭାରତରେ ଦେଖାଯିବ ନାହିଁ। କାରଣ ଏହି ସରକାରୀ ଆକାଉଣ୍ଟଟିକୁ ବ୍ୟାନ୍‌ କରାଯାଇଛି। ସୂଚନାଯୋଗ୍ୟ,…

ଆତଙ୍କବାଦୀଙ୍କ ନିସ୍ତାର ନାହିଁ; ସାମିଲ ଥିଲେ ୩ ପାକିସ୍ତାନୀ ଏବଂ ୨ କଶ୍ମୀରୀ

ପହଲଗାମ୍‌,୨୪।୪: ଜମ୍ମୁ କଶ୍ମୀର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ୫ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ତେବେ ଏହି ଆକ୍ରମଣରେ ୩ ଜଣ ପାକିସ୍ତାନୀ ନାଗରିକ ଏବଂ ୨ ଜମ୍ମୁ କଶ୍ମୀର ବାସିନ୍ଦା ଥିବା ଜଣାପଡ଼ିଛି। ତେବେ ଗତ ଦୁଇ ଦଶନ୍ଧି ମଧ୍ୟରେ…

କଶ୍ମୀର ଟୁର୍‌ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ

ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍‌ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ ବାତିଲ କରିବା ଆରମ୍ଭ କରିଛନ୍ତି। ପହଲ୍‌ଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ଦୃଷ୍ଟିରୁ ଲୋକେ…

କଶ୍ମୀରୀ ଖବରକାଗଜ ପୃଷ୍ଠାରେ ପହଲଗାମ୍‌ ଆକ୍ରମଣର ପ୍ରତିବାଦ

ପହଲଗାମ୍‌,୨୪।୪: ପହଲଗାମ୍‌ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ବୁଧବାର ଜମ୍ମୁ-କଶ୍ମୀରରୁ ପ୍ରକାଶ ପାଇଥିବା ଖବରକାଗଜଗୁଡ଼ିକରେ ପ୍ରତିବାଦର ସ୍ବର ପ୍ରତିଧ୍ୱନିତ ହୋଇଛି। ଇଂଲିଶ ଓ ଊର୍ଦ୍ଦୁରେ ପ୍ରକାଶିତ ସମସ୍ତ ଖବରକାଗଜର ପ୍ରଥମ ପୃଷ୍ଠାକୁ କଳାରଙ୍ଗରେ ଛପାଯାଇଛି। ଗ୍ରେଟର କଶ୍ମୀର, ରାଇଜିଂ…

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ…

Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ ହରାଇଛନ୍ତି। ଏହି ଖବର ବୁଧବାର ଜଣାପଡିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ଦିନେଶ…

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧୀନ ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ(ଓଏଚ୍‌ପିସି) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?