Home

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ । ଇସ୍ରାଏଲର ରାଷ୍ଟ୍ରପତି…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି କଲେଜ କର୍ତ୍ତୃପକ୍ଷ ।…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ ଯାତ୍ରା କରୁଥିବା ଯାତ୍ରୀମାନଙ୍କୁ ବିଦେଶରେ ପହଞ୍ଚି ନୂଆ ସିମ୍ କାର୍ଡ ଖୋଜିବାକୁ ପଡ଼ିବ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ ସେ କେବଳ ଦୂରରୁ ସୈନିକଙ୍କ ମନୋବଳ ବଢ଼ାଇ ନ ଥିଲେ, ବରଂ ନିଜେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ ଲୋକ ଦଳ (RLD) ଅଧ୍ୟକ୍ଷ ଜୟନ୍ତ ଚୌଧୁରୀଙ୍କୁ ଭେଟିବା ପରେ ସେ ୨୦୨୭…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବୈଠକରେ GST ନିୟମକୁ ସରଳ…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦ୍‌ଘାତ (କାର୍ଡିଆକ୍ ଆରେଷ୍ଟ) ହୋଇଥିଲା। ତୁରନ୍ତ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା, ଯେଉଁଠାରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍ ଆଣ୍ଟି-କ୍ୟାନସର ଔଷଧ ଉପରେ ଟ୍ରେଡ୍ ମାର୍ଜିନ୍‌କୁ ସର୍ବାଧିକ ୩୦ ପ୍ରତିଶତରେ ସୀମିତ କରିବାକୁ…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳ ପକ୍ଷରୁ ବିକ୍ଷୋଭକାରୀମାନେ ‘ଭୋଟ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର ଚାମ୍ପିଅନ ହୋଇଛି ଆମେରିକା। ଡଲାସରେ ଖେଳାଯାଇଥିବା ଫାଇନାଲ ମୁକାବିଲାରେ ନାମ୍ବିଆ ୨୯୮ ରନ୍‌ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ମମତା କହିଛନ୍ତି ଯେ ଉପନିର୍ବାଚନ ହୋଇନାହିଁ ଏବଂ EVMରେ…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଯିବାକୁ ନେଇ ଫଲାହାରୀ ମହାରାଜଙ୍କ ପକ୍ଷରୁ ଏକ ଗୁରୁତର ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?