ବିବାହର ଦୁଇ ବର୍ଷ ପରେ ପରସ୍ପରକୁ ଛାଡପତ୍ର ଦେଲେ ଏହି ସେଲିବ୍ରିଟି ଦମ୍ପତି
ଜେନିଫର୍ ଲୋପେଜ ଏବଂ ବେନ ଆଫ୍ଲେକ ଛାଡପତ୍ର ଚର୍ଚ୍ଚା ଶେଷରେ ସତରେ ପରିଣତ ହୋଇଛି। ବିବାହର ମାତ୍ର ଦୁଇ ବର୍ଷ ପରେ ଉଭୟ ଛାଡପତ୍ର ନେଉଛନ୍ତି। ଅଗଷ୍ଟ ୨୦ ଜେନିଫର ଲୋପେଜ ଏଲ୍ଏ କାଉଣ୍ଟି ସୁପିରିୟର୍ କୋର୍ଟରେ ଛାଡପତ୍ର ପାଇଁ ଆବେଦନ…
ମୋଦିଙ୍କ ୟୁକ୍ରେନ ଗ୍ରସ୍ତ ସାରା ବିଶ୍ୱ ପାଇଁ ମହତ୍ତ୍ୱପୂର୍ଣ୍ଣ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୨୩ରେ ୟୁକ୍ରେନ ଗସ୍ତ କରିବେ। ସେ ୟୁକ୍ରେନ ଗସ୍ତରେ ଯାଇଥିବା ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ହେବେ। ତାଙ୍କର ଏହି ଗସ୍ତ ବିଷୟରେ ଅନେକ ଆଲୋଚନା ହେଉଛି, ଯଦିଓ ଏହାର କାରଣ ନୁହେଁ ଯେ, ଜଣେ…
ଟ୍ରେନରେ ୟୁକ୍ରେନ ଯିବେ ମୋଦି
ନୂଆଦିଲ୍ଲୀ,୨୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ପୋଲାଣ୍ଡ ଏବଂ ୟୁକ୍ରେନ ଗସ୍ତରେ ଯାଉଛନ୍ତି। ସେଠାରେ ବାସ କରୁଥିବା ଭାରତୀୟ ସମାଜ ମଧ୍ୟରେ ମୋଦିଙ୍କ ଏହି ଗସ୍ତକୁ ନେଇ ବହୁତ ଉତ୍ସାହ ରହିଛି। ସେମାନେ ସେଠାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବାକୁ ଉତ୍ସାହର…
୨୨ରେ କେନ୍ଦ୍ରାପଡ଼ା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ:ନବୀନଙ୍କୁ ଭେଟିଲେ ଜିଲା ପରିଷଦ ସଭ୍ୟ
ଭୁବନେଶ୍ୱର,୨୧।୮(ଅନିଲ ଦାସ):ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ନିବାସଠାରେ କେନ୍ଦ୍ରାପଡ଼ା ଜିଲାର ଦଳୀୟ ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀମାନଙ୍କ ଉପସ୍ଥିତିରେ ଜିଲା ପରିଷଦ ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି । ଏଥିରେ ଦଳର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର…
ବିଧାନସଭାରେ କଲେଜ ନିର୍ବାଚନ ତାତି
ଭୁବନେଶ୍ୱର,୨୧।୮ (ଅନିଲ ଦାସ):କଲେଜ ନିର୍ବାଚନକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି । ବିରୋଧୀ କଂଗ୍ରେସ ଏହି ପ୍ରସଙ୍ଗକୁ ନେଇ ବିଧାନସଭାକୁ ଅଚଳ କରିଦେଇଛି। ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ସବୁ କିଛି ବିରୋଧୀଙ୍କ ହୋ ହଲ୍ଲାରେ ହଜିଯାଇଛି। କିଛିଦିନ ବ୍ରେକ ପରେ…
ଭାଜପା ଉଦ୍ୟମ ପଣ୍ଡ ହୋଇଛି: ବିଜେଡି
ଭୁବନେଶ୍ୱର,୨୧।୮(ଅନିଲ ଦାସ):ନିମାପଡ଼ା ଏନ୍ଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ମଙ୍ଗଳବାର ଅଣାଯାଇଥିବା ଅନାସ୍ଥା ଭୋଟ କାଟ୍ ଖାଇଯିବାରୁ ବିଜେଡି ପକ୍ଷରୁ ଭାଜପାକୁ ଟାର୍ଗେଟ କରାଯାଇଛି। ସସ୍ମିତା ପଦ ବଜାୟ ରଖିଥିବାରୁ ଭାଜପା ପାଇଁ ଏହା ଏକ ଶକ୍ତ ଧକ୍କା ହୋଇଛି ବୋଲି…
ICCର ନୂଆ ଚେୟାରମ୍ୟାନ ହୋଇପାରନ୍ତି ଜୟ ଶାହା, ବର୍ତ୍ତମାନର ଅଧ୍ୟକ୍ଷ ନେଲେ ବଡ ନିଷ୍ପତ୍ତି
ନୂଆଦିଲ୍ଲୀ,୨୧।୮: ମଙ୍ଗଳବାର ଇଣ୍ଟର ନ୍ୟାଶନାଲ କ୍ରିକେଟ କାଉନସିଲ ବା ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୈଠକ ହୋଇଥିଲା ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ବର୍ତ୍ତମାନର ଆଇସିସି ଚେୟାରମ୍ୟାନ ଗ୍ରେଗ ବାରକଲେଙ୍କ କାର୍ଯ୍ୟକାଳ ନଭେମ୍ବର ୩୦ରେ ଶେଷ ହେଉଛି ଏବଂ ସେ…
ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା କାଟ୍
ନିମାପଡ଼ା,୨୧।୮(ବିଚିତ୍ରାନନ୍ଦ ସାହୁ):ନିମାପଡ଼ା ଏନ୍ଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲିଥିବା ଛକାପଞ୍ଝା ଘଟଣାର ଅବସାନ ଘଟିଛି। ମଙ୍ଗଳବାର ଏନ୍ଏସି ସଭାଗୃହରେ ପୋଲିସ ପହରା, କଡ଼ା ନିରାପତ୍ତା ମଧ୍ୟରେ ଅନାସ୍ଥା ପ୍ରସ୍ତାବ ସଂକ୍ରାନ୍ତରେ ସ୍ବତନ୍ତ୍ର ବୈଠକ ହେବା…
ଏହିଦିନଠାରୁ ଆରମ୍ଭ ହେବ ଯୁକ୍ତ୨ ପରୀକ୍ଷା: ସେପ୍ଟେମ୍ବରରୁ ଫର୍ମ ପୂରଣ
ଭୁବନେଶ୍ୱର, ୨୧ା୮(ଅସମାପିକା ସାହୁ):ଆସନ୍ତା ବର୍ଷ ଫେବୃଆରୀ ୧୫ରୁ ଯୁକ୍ତ୨ ବାର୍ଷିକ ପରୀକ୍ଷା ହେବ। ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ତାଙ୍କ ସୁବିଧା ଦେଖି ଏହି ସମୟ ମଧ୍ୟରେ ପରୀକ୍ଷା କରିବେ।…
ନାଟକ ଭୂତିଆର୍, ହତିଆର୍ ମଞ୍ଚସ୍ଥ
ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସୌଖିନ କଳାକାର ସଂଘ ପକ୍ଷରୁ ନାଟକ ଭୂତିଆର୍ ହତିଆର୍ ମଞ୍ଚସ୍ଥ ହୋଇଯାଇଛି। ନାଟ୍ୟକାର ସ୍ବର୍ଗତ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ରଚିତ ଏହି ନାଟକରେ ଅଧ୍ୟାପକ ଅଶୋକ ବେହେରା ନିର୍ଦ୍ଦେଶନା ଦେଇଥିଲେ। ଗୋପାଳ ପ୍ରସାଦ ମିଶ୍ର, ପରିତୋଷ ବେହେରା ସଙ୍ଗୀତ…
ସବୁଠି ଟ୍ରାଫିକ୍ ସମସ୍ୟା, ବଢୁଛି ଦୁର୍ଘଟଣା
ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ଟ୍ରାଫିକ ସମସ୍ୟା ଅନିୟନ୍ତ୍ରିତ ହୋଇ ପଡ଼ିଛି। ସହର ମୁଖ୍ୟରାସ୍ତାଠାରୁ ଆରମ୍ଭ କରି ଜାତୀୟ ରାଜପଥ ଏବଂ ପାର୍ଶ୍ୱବର୍ତ୍ତୀ ରାସ୍ତାଗୁଡ଼ିକରେ ଏହି ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଗୋଟିଏ ପଟେ ରାସ୍ତା ଉପରେ ଗାଡ଼ି, ମୋଟର ପାର୍କିଂ ଏବଂ…
ରାଷ୍ଟ୍ରପତିଙ୍କୁ ଭେଟିଲେ ଅଶ୍ୱିନୀ:ଓଡ଼ିଶାରେ ଏହି କାର୍ଯ୍ୟ ପାଇଁ କଲେ ଆଲୋଚନା
ଭୁବନେଶ୍ୱର,୨୧।୮(ଅନୁରାଧା ମହାରଣା):କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏ ଅବସରରେ ଓଡ଼ିଶାରେ କାର୍ଯ୍ୟକାରୀ ହେବାକୁ ଥିବା ୬ଟି ନୂଆ ରେଳ ଲାଇନର ମଞ୍ଜୁରୀ ସମ୍ବନ୍ଧରେ ମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଅବଗତ କରାଇଛନ୍ତି। ଏହି ରେଳପ୍ରକଳ୍ପଗୁଡ଼ିକ ଓଡ଼ିଶାର ଉପାନ୍ତ…
Archives


