Home

ଆଜି ସାରା ରାଜ୍ୟରେ ବର୍ଷିବ: ବିଜୁଳି-ଘଡ଼ଘଡ଼ି ଆଶଙ୍କା

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ବୁଧବାର ରାଜ୍ୟର ପ୍ରାୟ ୨୪ ଜିଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅଧିକାଂଶ…

ଜାଲରେ ପଡ଼ିଲା ବିରଳ କଇଁଛ

କଟକ,୨୧।୮(ଶିଳ୍ପା ପ୍ରିୟଦର୍ଶିନୀ):ମହାନଦୀରେ ଜାଲରେ ପଡ଼ିଛି ବିରଳ କଇଁଛ। ତାହାକୁ ସ୍ଥାନୀୟ ବ୍ୟକ୍ତି ନେଉଥିବା ଦୃଶ୍ୟ ସାମ୍ନାକୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ମଙ୍ଗଳବାର ସହରାଞ୍ଚଳ ବନ ବିଭାଗ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନାନୁଯାୟୀ, ସୋମବାର ଜଣେ ବ୍ୟକ୍ତି…

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୮(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନକ ଲାଗି…

୨ ଲକ୍ଷ ଫି’ ଦେଲେ ‘ଡକାୟତିରେ ସ୍ନାତକ’:ଅପରାଧୀ ହେବା ପାଇଁ ପିଲାଙ୍କୁ ଦିଆଯାଉଛି ତାଲିମ

ଭୋପାଳ, ୨୧ା୮:ମଧ୍ୟପ୍ରଦେଶ ରାଜଗଡ଼ ଜିଲାର ପଚୋର ତହସିଲ ଅନ୍ତର୍ଗତ ୩ ଗ୍ରାମରେ ପିଲାମାନଙ୍କୁ ଅପରାଧୀ ହେବା ପାଇଁ ଟ୍ରେନିଂ ଦିଆଯାଉଥିବାର ଏକ ଅଜବ ମାମଲା ସାମ୍‌ନାକୁ ଆସିଛି। ଅଗଷ୍ଟ ୮ରେ ରାଜସ୍ଥାନରେ ଏକ ବିବାହରେ ଦେଢ଼ କୋଟି ଟଙ୍କା ମୂଲ୍ୟର ଅଳଙ୍କାର…

ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର…

ଦାରା ସିଂଙ୍କ କ୍ଷମା ଆବେଦନ: ସୁପ୍ରିମକୋର୍ଟ ଲୋଡ଼ିଲେ ଓଡ଼ିଶା ମତ

ନୂଆଦିଲ୍ଲୀ,୨୧ା୮(ପିଟି):ବହୁ୍‌ଚର୍ଚ୍ଚିତ ଅଷ୍ଟ୍ରେଲୀୟ ମିଶନାରି ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କର ୨ ନାବାଳକ ପୁତ୍ରଙ୍କ ହତ୍ୟା ମାମଲାରେ ଆଜୀବନ ଦଣ୍ଡାଦେଶ ପାଇଥିବା ରବୀନ୍ଦ୍ର ପାଲ୍‌ ଓରଫ ଦାରା ସିଂଙ୍କ କ୍ଷମା ଆବେଦନ ଉପରେ ଓଡ଼ିଶା ସରକାରଙ୍କ ମତ ଲୋଡ଼ିଛନ୍ତି ସର୍ବୋଚ୍ଚ ଅଦାଲତ। ଜେଲରେ…

ପିଇଲେ ମଦ, ତା’ ପରେ ଗଲେ ରେଡ୍‌ ଲାଇଟ୍‌ ଏରିଆ… ଜାଣନ୍ତୁ ବଳାତ୍କାର ପୂର୍ବରୁ କ’ଣ କ’ଣ କରିଥିଲେ ଅଭିଯୁକ୍ତ ସଞ୍ଜୟ

ନୂଆଦିଲ୍ଲୀ,୨୦।୮: ଆରଜି କର ମେଡିକାଲର ଲୋମହର୍ଷଣକାରୀ ଘଟଣାକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଯାହାକୁ ଖୋଦ୍‌ ସୁପ୍ରିମକୋର୍ଟ ମଧ୍ୟ ଭୟାବହ ବୋଲି କହିଛନ୍ତି। ତେବେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରାୟଙ୍କୁ ସିବିଆଇ ତଦନ୍ତ କରୁଛି। ତଦନ୍ତବେଳେ ସଞ୍ଜୟ…

ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଡାକ୍ତରଙ୍କ ସୁରକ୍ଷା ପାଇଁ ଆଉ ଏକ ବଳାତ୍କାରକୁ ଦେଶ ଅପେକ୍ଷା କରିପାରିବ ନାହିଁ

ନୂଆଦିଲ୍ଲୀ,୨୦ା୮: କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା ଅତ୍ୟନ୍ତ ଭୟାବହ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିବା ସହ ଏତଲା ଦାଏରରେ ବିଳମ୍ବ ପାଇଁ ପଶ୍ଚିମବଙ୍ଗ ସରକାରଙ୍କୁ ଭର୍ତ୍ସନା କରିଛନ୍ତି।…

କୋଲକାତା ଡାକ୍ତର ମାମଲା: କ’ଣ ଅଭିଯୁକ୍ତ ସଞ୍ଜୟ ରାୟଙ୍କୁ ଜାଣନ୍ତି? ନାଁ ଶୁଣୁଶୁଣୁ ପ୍ରାଣ ବିକଳେ ଦୌଡିବାକୁ ଲାଗିଲା ପୋଲିସ, ଲୁଚାଉଥିଲା…

ନୂଆଦିଲ୍ଲୀ,୨୦।୮: ଆର.ଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଗିରଫ ହୋଇଥିବା ଅଭିଯୁକ୍ତ ସଞ୍ଜୟ ରାୟଙ୍କୁ ନେଇ ଏବେ ଅନେକ ପ୍ରଶ୍ନ ଉଙ୍କି ମାରୁଛି। କୁହାଯାଉଛି ଯେ,…

ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଓଡ଼ିଶାରୁ…

ଭୁବନେଶ୍ୱର,୨୦।୮: ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଏଥିପାଇଁ ମମତା ମହାନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ବିଜେଡିରେ ଥିବାବେଳେ ମମତା ରାଜ୍ୟ ସଭାର ଏମପି ଥିଲେ। ଏବେ ତାଙ୍କୁ ଭାଜପା ପକ୍ଷରୁ ସେହି ପଦ ପାଇଁ ପ୍ରାର୍ଥୀ କରାଯାଇଛି।…

ଲାଞ୍ଚ ନେଇ ଧରାପଡିଲେ ଆର୍‌ଆଇ-ଅମିନ

ସମ୍ବଲପୁର,୨୦।୮(ପ୍ରମୋଦ ବହିଦାର): ଏକ ଜମି ମାପ ଓ କାଗଜପତ୍ର ପ୍ରସ୍ତୁତ ପାଇଁ ହିତାଧିକାରୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେଶାଇବାହାଲ ମହିଳା ରାଜସ୍ବ ନୀରିକ୍ଷକ(ଆର୍‌ଆଇ) ଓ ଅମିନ। ସାଲୋହି ଗ୍ରାମର ଶିବ ଚରଣ…

ରାଜ୍ୟ ସଭା ଉପ ନିର୍ବାଚନ: ସଂଧ୍ୟା ସୁଦ୍ଧା ପ୍ରାର୍ଥୀ ତାଲିକା ଘୋଷଣା! ଓଡ଼ିଶାରୁ…

ନୂଆଦିଲ୍ଲୀ,୨୦।୮: ରାଜ୍ୟ ସଭା ଉପ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତ ଶେଷ ହୋଇଥିବାବେଳେ କେବଳ ପ୍ରାର୍ଥୀ ଘୋଷଣା କରିବା ବାକି ରହିଛି। ଏନେଇ ମଙ୍ଗଳବାର ସଂଧ୍ୟା ସୁଦ୍ଧା ତାଲିକା ଆସିପାରେ ବୋଲି କୁହାଯାଉଛି। ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri