Home

Pop Francis Death: ଫ୍ରାନ୍ସିସଙ୍କ ପରଲୋକରେ ଭାରତରେ ୩ ଦିନିଆ ଶୋକ, ଅର୍ଦ୍ଧନମିତ ରହିବ ତ୍ରିରଙ୍ଗା

ନୂଆଦିଲ୍ଲୀ,୨୨।୪: ପୋପ ଫ୍ରାନ୍ସିସଙ୍କ ଦେହାନ୍ତରେ ଭାରତ ସରକାର ସୋମବାର ତିନି ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ସୋମବାର Pop Francisଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଗୃହ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି, ‘ପୋପ ଫ୍ରାନ୍ସିସଙ୍କର…

ପିଅନ ପଦବୀ ପାଇଁ ଆବେଦନ କରିଛନ୍ତି ପିଏଚ୍‌. ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୨ା୪: ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି ପାଇଁ ରେକର୍ଡ ସଂଖ୍ୟକ ଆବେଦନ ହୋଇଛି। ମୋଟ ୫୩,୭୪୯ ପଦବୀ ପାଇଁ ହେଉଥିବା ଏହି…

କାହିଁକି ନନ ଭେଜ ଛାଡିଛନ୍ତି JD Vance? ନାହିଁ ତ ଇଣ୍ଡିଆ କନେକ୍ସନ

ନୂଆଦିଲ୍ଲୀ,୨୨।୪: ସୋମବାର (୨୧ ଏପ୍ରିଲ, ୨୦୨୫) ସକାଳେ, ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ବିମାନ ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଥିଲା, ଯେଉଁଠାରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ Vance ଏବଂ ତାଙ୍କ ପରିବାରକୁ ସ୍ବାଗତ କରିଥିଲେ। ଏହି ସମୟରେ, ଭାନ୍ସଙ୍କ ପିଲାମାନେ…

କାନାଡାର ହିନ୍ଦୁ ମନ୍ଦିର, ଗୁରୁଦ୍ୱାରାରେ ଖଲିସ୍ତାନୀଙ୍କ ଆକ୍ରମଣ

ଓଟ୍ଟାଓ୍ବା, ୨୨।୪:କାନାଡାର ଖଲିସ୍ତାନୀ ଉଗ୍ରବାଦୀମାନେ ରବିବାର ରାତିରେ ଭାଙ୍କୋଭରସ୍ଥିତ ଖାଲ୍‌ସା ଦ୍ୱିଓ୍ବାନ୍‌ ସୋସାଇଟି (କେଡିଏସ୍‌) ଗୁରୁଦ୍ୱାରାରେ ଭଙ୍ଗାରୁଜା କରିବା ସହ ଏହାର କାନ୍ଥରେ ବିଭିନ୍ନ ପ୍ରକାରର ଚିତ୍ର ଆଙ୍କିଛନ୍ତି। ଏନେଇ ଗୁରୁଦ୍ୱାରା ପ୍ରଶାସନ ପକ୍ଷରୁ ସୋମବାର ସୂଚନା ଦିଆଯିବା ସହ କିଛି…

ଉଦ୍‌ଘାଟନୀ ଉପକଥା

ଟିଏ ଘଟଣା ବିଷୟରେ ଚିନ୍ତା କରାଯାଉ। ପରିବେଶ ସୁରକ୍ଷା ଉପରେ ରାଜ୍ୟସ୍ତରୀୟ କର୍ମଶାଳା ହେଉଥିବ। ଆବଦ୍ଧ ସଭାଗୃହ ମଧ୍ୟରେ ଭରି ରହିଥିବେ ଦର୍ଶକ। ସାଜସଜ୍ଜା ବେଶ୍‌ ମନଲୋଭା ହୋଇଥିବ। ରଙ୍ଗବେରଙ୍ଗର ଫୁଲରେ ସଜେଇ ହୋଇଥିବ ସଭାମଞ୍ଚ। ସମ୍ମିଳନୀ କକ୍ଷର ପରିବେଶକୁ ଶୀତଳ…

୫୬ ଲକ୍ଷରେ ନିଲାମ ହେଲା ଭଙ୍ଗା ଫୁଲଦାନି

ଲଣ୍ଡନ: ବ୍ରିଟେନ୍‌ର ଏକ ଭଙ୍ଗା ଏବଂ ପୁରୁଣା ଫୁଲଦାନି ନିଲାମରେ ଏହା ୫୬ ଲକ୍ଷ ଟଙ୍କା (ପ୍ରାୟ ୬୬ ହଜାର ଡଲାର)ରେ ବିକ୍ରି ହୋଇ ଚର୍ଚ୍ଚାରେ ରହିଛି। ଏହି ଫୁଲଦାନିଟି ପ୍ରସିଦ୍ଧ ଜର୍ମାନ-ବ୍ରିଟିଶ ମୃତ୍ତିକା ଶିଳ୍ପୀ ହାନ୍ସ କୋପରଙ୍କ ଏକ ବିରଳ…

ବିକଶିତ ରାଷ୍ଟ୍ର ହେବା ପାଇଁ ବର୍ଷକୁ ୮ ନିୟୁତ ନିଯୁକ୍ତି ସୃଷ୍ଟି ଆବଶ୍ୟକ: ସିଇଏ

ନୂଆଦିଲ୍ଲୀ,୨୨।୪: ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ କରିବାକୁ ହେଲେ ବର୍ଷକୁ ୮ ନିୟୁତ ହିସାବରେ ଅନୂ୍ୟନ ପରବର୍ତ୍ତୀ ୧୦ରୁ ୧୨ ବର୍ଷ ପର୍ଯ୍ୟନ୍ତ ନିଯୁକ୍ତି ସୃଷ୍ଟି କରିବାକୁ ହେବ। ଏଥିସହିତ ମୋଟ ଘରୋଇ ଉତ୍ପାଦ…

ନିର୍ବାଚନ କମିଶନ ସାଲିସ୍‌ କରିଛନ୍ତି

ବାଷ୍ଟନ/ନୂଆଦିଲ୍ଲୀ,୨୨।୪: ଆମେରିକା ଗସ୍ତରେ ଯାଇଥିବା କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସେଠାର ଏକ କାର୍ଯ୍ୟକ୍ରମରେ ଭାରତର ନିର୍ବାଚନ କମିଶନଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମହାରାଷ୍ଟ୍ର ନିର୍ବାଚନରେ ମତଦାନ ସଂଖ୍ୟାକୁ ନେଇ ସେ…

ଫ୍ରାନ୍ସିସ୍‌ଙ୍କ ଯୁଗ

୨୧ ଏପ୍ରିଲରେ ପୋପ୍‌ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ରୋମାନ କାଥୋଲିକ ଚର୍ଚ୍ଚର ୨୦୦୦ ବର୍ଷ ପୁରୁଣା ପୋପ୍‌ ଇତିହାସରେ ଏକ ବିରଳ ବ୍ୟକ୍ତିତ୍ୱର ଅନ୍ତ ଘଟିଛି। ଫ୍ରାନ୍ସିସଙ୍କ ପରେ ଅନ୍ୟ ନଅ ଜଣ ବ୍ୟକ୍ତିଙ୍କର ନାମ ଏବେ…

ଆପେ ବଞ୍ଚିଲେ ବାପର ନାଁ

ଗୋଟେ କଥା ଅଛି ‘ଆପେ ବଞ୍ଚିଲେ ବାପର ନାଁ’। ଅନେକ ସମୟରେ ମଣିଷ ଯେତେବେଳେ ସ୍ବାର୍ଥସର୍ବସ୍ବ ହୁଅନ୍ତି, ସେତେବେଳେ ଏହି ଉକ୍ତିଟି ବ୍ୟବହାରକରି ନିଜ କାମର ଔଚିତ୍ୟ ପ୍ରଦର୍ଶନ କରିବାକୁ ଚେଷ୍ଟା କରିଥାନ୍ତି। କିନ୍ତୁ ଟିକେ ଭଲ ଭାବେ ଚିନ୍ତା କରନ୍ତୁ…

କିପରି ହୁଏ ନୂଆ ପୋପ୍‌ ନିର୍ବାଚନ: ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

ନୂଆଦିଲ୍ଲୀ,୨୨।୪: ୧୪୦ କୋଟି କାଥୋଲିକ୍‌ଙ୍କର ଧର୍ମୀୟ ମୁଖ୍ୟ ଥିବା ପୋପ୍‌ ଫ୍ରାନ୍ସିସଙ୍କ ପରଲୋକ ପରେ ଭାଟିକାନ୍‌ ନେତୃତ୍ୱବିହୀନ ହୋଇଛି। ନୂଆ ନେତା ନିର୍ବାଚନ ହେବା ପର୍ଯ୍ୟନ୍ତ ଏକ ଏହା ଏକ ଅନ୍ତରାଳ ସମୟ ମଧ୍ୟରେ ଗତି କରିବ। କାମେରଲେଙ୍ଗୋ (ଭାଟିକାନ୍‌ର ସମ୍ପତ୍ତି…

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା ସହ ଗାଳି ଦେଇଥିବା ନେଇ ବିଭିନ୍ନ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?