Home

୩ ସପ୍ତାହରେ ପ୍ରାୟ ୬,୨୦୦ ଟଙ୍କା ମହଙ୍ଗା ହେଲା ସୁନା, ଏବେର ଦାମ୍‌ ଜାଣିଲେ ଉଡିବ ହୋସ

ନୂଆଦିଲ୍ଲୀ,୨୧।୪: ହୁ ହୁ ହୋଇ ବଢ଼ିବାରେ ଲାଗିଛି ସୁନା ଦର। ସୋମବାର ଦେଶର ଫ୍ୟୁଚର୍ସ ମାର୍କେଟ ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନାର ମୂଲ୍ୟ ରେକର୍ଡସ୍ତର ଛୁଇଁଛି। ଏହା ୯୭ ହଜାର ଟଙ୍କାର ନିକଟତର ହୋଇଛି। ବିଶେଷ କଥା ହେଉଛି କେବଳ ଏପ୍ରିଲ…

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ, ଏସପି: ସହାୟତା କଲେ ପ୍ରଦାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗରରେ ସୋମବାର ଜିଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଗଞ୍ଜାମ ଜିଲା ପରିଷଦ ମୁଖ୍ୟ ଉର୍ନ୍ନୟନ ଅଧିକାରୀ ତଥା…

କେବଳ ଜଣେ ଖେଳାଳିଙ୍କୁ ପ୍ରମୋଶନ ଦେଲା BCCI, କିଏ ସେ ଭାଗ୍ୟଶାଳୀ?

ନୂଆଦିଲ୍ଲୀ,୨୧।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ୨୦୨୪-୨୫ ସିଜିନ ପାଇଁ ଏହାର କେନ୍ଦ୍ରୀୟ ଚୁକ୍ତି ତାଲିକାରେ ମୋଟ ୩୪ ଜଣ ଖେଳାଳିଙ୍କୁ ସାମିଲ କରିଛି। ଯେଉଁଥିରେ ଏପରି ୯ ଜଣ ଖେଳାଳି ଅଛନ୍ତି, ଯେଉଁମାନେ ପ୍ରଥମ ଥର ପାଇଁ BCCIର…

ପୂରଣ ହେବ କି ପୋପ ଫ୍ରାନ୍ସିସଙ୍କ ଶେଷ ଇଚ୍ଛା: ଜାଣନ୍ତୁ କ’ଣ ଥିଲା

ଭାଟିକାନ୍‌ ସିଟି,୨୧।୪: ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଦେହାନ୍ତ, ଯାହା ସାରା ବିଶ୍ୱରେ ଖ୍ରୀଷ୍ଟିଆନ ସମ୍ପ୍ରଦାୟ ମଧ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ଗତ କିଛି ଦିନ ଧରି ସେ ବହୁତ ଅସୁସ୍ଥ ଥିଲେ। ତାଙ୍କୁ ହସ୍ପିଟାଲରେ…

ପୋପ ଫ୍ରାନ୍ସିସ କିଏ? ଯିଏ ଶରଣାର୍ଥୀଙ୍କ ପାଦ ଧୋଇ କରିଥିଲେ ସେବା

ଭାଟିକାନ୍‌ ସିଟି,୨୧।୪:ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କିଛି ଦିନ ଧରି ଗୁରୁତର ଅସୁସ୍ଥ ଥିଲେ। ସୋମବାର ଭାଟିକାନ ସିଟି ଆନୁଷ୍ଠାନିକ ଭାବରେ ତାଙ୍କ ମୃତ୍ୟୁ ଘୋଷଣା କରିଥିଲା। ପୋପ…

ନିୟମିତ ଯୋଗ କରୁଥିଲେ…

ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବାରେ ବ୍ୟାୟାମ ସହ ଯୋଗର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ନିଜ ଶରୀର ପ୍ରତି ଅଧିକ ଯତ୍ନଶୀଳ ହେବାର ସମୟ ଆସିଛି। କାରଣ ଦିନକୁ ଦିନ ବିଭିନ୍ନ…

୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ 

ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି। ଏହି ବିଚାରପତିମାନଙ୍କ ମଧ୍ୟରୁ ପାଞ୍ଚ ଜଣ…

Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ ଏତେ ରୋମାଞ୍ଚକର ଯେ ଦେଖଣାହାରୀମାନେ ସ୍ତବ୍ଧ ହୋଇଯାଆନ୍ତି। ଭିଡିଓଟିରେ ଶହ ଶହ ମାଙ୍କଡ଼ ପରସ୍ପର…

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଏବେ ଓପନର ଶୁବମନ ଗିଲ ମଧ୍ୟ ଏଭଳି କିଛି କାରଣକୁ…

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ ସଂଘ ସଭାଗୃହରେ ଆୟୋଜିତ ସଭାରେ ନବନିର୍ବାଚିତ ସଭାପତି ହୃଦୟ ରଞ୍ଜନ ମେକାପ, ଉପସଭାପତି ସନ୍ତୋଷ…

ଜଳ ସଂରକ୍ଷଣ

ଆମେ ଜାଣୁ ଯେ ଜଳ ହିଁ ଜୀବନ। ଜଳ ବିନା ମଣିଷ ବଞ୍ଚିବା ଅସମ୍ଭବ। ଆମ ସମସ୍ତଙ୍କ ଗୋଟିଏ ଧାରଣା ଧରାପୃଷ୍ଠ ଜଳମୟ। କିନ୍ତୁ ପୃଥିବୀର ସମୁଦାୟ ଜଳର ୯୭ ପ୍ରତିଶତ ଜଳ ମହାସାଗରରେ ଅଛି, ଯାହା ବ୍ୟବହାର ଉପଯୋଗୀ ନୁହେଁ।…

ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍‌

ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ ଏବେ କଶ୍ମୀର ସହ କନ୍ୟାକୁମାରୀକୁ ଯୋଡ଼ିବାରେ ସକ୍ଷମ ହେବାକୁ ଯାଉଛି। କାରଣ ପୂର୍ବରୁ ଦୁର୍ଗମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?