୨ ଜଣଙ୍କୁ ଧକ୍କାଦେଲା କାର୍, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ
ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା ସହ ଘଟଣାସ୍ଥଳରୁ ଫେରାର ମାରିଥିଲେ। ପରେ ଲୋକେ ଚାଳକଙ୍କୁ କାବୁ କରି ଥାନାରେ…
ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍ପିନ୍ଙ୍କୁ ଗିରଫ କରି ପୋଲିସ…
ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର କାରବାରର ମୁଖ୍ୟ କିଙ୍ଗ୍ପିନ୍ ବାଲିଗୁଡ଼ା କଟାରୀ ସାହିର ରାଧେଶ୍ୟାମ କାର୍ଜି (୨୭)ଙ୍କୁ ୫୯…
ସ୍ବାମୀଙ୍କ ସହ ବାଇକ୍ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇ ଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଝରିଗାଁ ଗ୍ରାମର ଶିବ ରାମ ପାଢ଼ୀ…
କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…
ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ ଖୋଲାଖୋଲି ନିଜର ମତ ପ୍ରକାଶ କରନ୍ତି ଯାହା ଫଳରେ ଟ୍ରୋଲର ଶିକାର ହୋଇଥାନ୍ତି।…
କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…
ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭ ଫୁଟ ଲମ୍ବର ଏକ ଅଜଗରକୁ ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରିଛନ୍ତି।…
ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…
ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ ଶୋଭାଯାତ୍ରା ପାଇଁ ପୋଲିସ ଅନୁମତି ବାଧ୍ୟତାମୂଳକ। ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ…
୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine…
ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍: ପଛରେ ରହିଛି ଏମିତି କାରଣ
ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା ବ୍ୟବସ୍ଥାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଅଖିଳେଶ ଯାଦବ ଏବଂ ମାୟାବତୀଙ୍କ ଭଳି ପ୍ରମୁଖ…
ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ
ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି l ମୃତ ବୃଦ୍ଧଙ୍କ ପରିବାର ଲୋକେ ଏହି ଅଭିଯୋଗ କରିବା…
ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍’ରୁ ବିଦା ହେବାକୁ ବଢିଲା ବିବାଦ
ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ ରେଡ୍ଡୀ ଭାଙ୍ଗାଙ୍କ ଭାଇ ପ୍ରଣୟ ରେଡ୍ଡୀ ଭାଙ୍ଗା ଅଭିଯୋଗ କରିଛନ୍ତି ଯେ, ଦୀପିକାଙ୍କୁ…
ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ
ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ ପରିବାରର ଦୁଇ ପିଲା ସମେତ ଚାରି ଜଣ ପୋଡ଼ି ଯାଇଛନ୍ତି। ଆହତମାନେ ଏକ…
ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର
ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଦୁଇଟି ଜୁଏଲର୍ସଙ୍କ ପାଖରେ ମୁଦି ପାଇଁ ଅର୍ଡର ଦିଆଯାଇଛି। ଏହି…

