ସାହିତି୍ୟକା ହାନ୍ କାଙ୍ଗ୍ ପାଇବେ ସାହିତ୍ୟ ପାଇଁ ନୋବେଲ ପୁରସ୍କାର
ସିଓଲ,୧୦ା୧୦: ଦକ୍ଷିଣ କୋରିଆ ଲେଖିକା ହାନ୍ କାଙ୍ଗ୍ଙ୍କୁ ୨୦୨୪ ସାହିତ୍ୟରେ ନୋବେଲ ପୁରସ୍କାର ପ୍ରଦାନ ପାଇଁ ମନୋନୀତ କରାଯାଇଛି। ତାଙ୍କ ରଚିତ କାବ୍ୟାତ୍ମକ ଗଦ୍ୟ ଐତିହାସିକ ଆଘାତର ସାମ୍ନା କରିବା ସହ ମାନବ ଜୀବନର ଭଙ୍ଗୁରତାକୁ ପଦାରେ ପକାଇଥାଏ ବୋଲି ନୋବେଲ…
ଟ୍ରକ୍ ପଛରେ କାହିଁକି ଲେଖାଯାଇଥାଏ ‘OK TATA’, ଏହାର ଅର୍ଥ କ’ଣ? ରତନ ଟାଟାଙ୍କ ସହ ସମ୍ପର୍କ କ’ଣ…
ନୂଆଦିଲ୍ଲୀ,୧୦।୧୦: ଯାତ୍ରା ସମୟରେ ଆପଣ ଟ୍ରକ୍ ପଛରେ କବିତା ସହ ଦୁଇଟି ଶବ୍ଦ ଲେଖାଯାଇଥିବା ଦେଖିଥାଇପାରନ୍ତି। ତାହା ହେଲା-OK TATA। ଏହି ଶବ୍ଦ ଟ୍ରକ୍ର ନେମ୍ପ୍ଲେଟ୍ର ନମ୍ବରଠାରୁ ବଡ଼ ଅକ୍ଷରରେ ଲେଖାଯାଇଥାଏ। ଅଧିକାଂଶ ଲୋକ ଏହାର ଅର୍ଥ ଜାଣନ୍ତି ନାହିଁ। କିଛି…
ରାହୁଲ କହିଲେ କେଉଁ ନେତାଙ୍କ ପାଇଁ ହରିୟାଣାରେ ହାରିଲା କଂଗ୍ରେସ
ନୂଅଦେିଲ୍ଲୀ,୧୦।୧୦: ହରିୟାଣା ବିଧାନସଭା ନିର୍ବାଚନରେ କଂଗ୍ରେସ ପରାଜୟକୁ ସହଜରେ ହଜମ କରିପାରୁ ନାହିଁ। ଫଳସ୍ବରୂପ, ବିଜୟକୁ ନେଇ ଅତ୍ୟଧିକ ଆତ୍ମବିଶ୍ୱାସୀ କଂଗ୍ରେସ ମଧ୍ୟ ଏହି ଫଳାଫଳକୁ ବିଶ୍ଳେଷଣ କରିବା ପାଇଁ ଗୁରୁବାର ଏକ ଉଚ୍ଚ ସ୍ତରୀୟ ବୈଠକ କରିଛି। ଏହି ସଭାରେ…
ବେଙ୍ଗାଲୁରୁରେ ଲୁଚିଛପି ହିନ୍ଦୁ ନାଁରେ ରହୁଛନ୍ତି ପାକିସ୍ତାନ ମୁସଲମାନ!
ବେଙ୍ଗାଲୁରୁ,୧୦।୧୦: କର୍ନାଟକର ରାଜଧାନୀରେ ପୋଲିସ ଏକ ବଡ ଠକେଇର ଫର୍ଦ୍ଦାଫାଶ କରିଛି। ପାକିସ୍ତାନୀ ନାଗରିକମାନେ ହିନ୍ଦୁ ନାମରେ ବର୍ଷ ବର୍ଷ ଧରି ବେଙ୍ଗାଲୁରୁରେ ରହୁଥିଲେ ଏବଂ ନକଲି ପରିଚୟ ସହ ନକଲି ଡକ୍ୟୁମେଣ୍ଟ ମାଧ୍ୟମରେ ଭାରତୀୟ ଜୀବନଶୈଳୀ ଗ୍ରହଣ କରିଥିଲେ। ଏହି…
ବିଜେଡିର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଲେନି ଅମର, ପ୍ରତିକ୍ରିୟାରେ କହୁକହୁ କହିଦେଲେ…
ଯାଜପୁର,୧୦ା୧୦: ଯାଜପୁର ବିଜେଡି ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଅମର ଶତପଥୀ ଯୋଗ ନ ଦେବାକୁ ନେଇ ରାଜ୍ୟ ରାଜନୀତି ଚର୍ଚ୍ଚା ଜୋର୍ ଧରିଛି। ଅମର କାହିଁକି ସଭ୍ୟ ସଂଗ୍ରହ ଅଭିଯାନରେ ସାମିଲ ହେଲେ ନାହିଁ। ବିଭିନ୍ନ ଚର୍ଚ୍ଚା, ଆଲୋଚନା, ତର୍କ ବିତର୍କ…
ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଆବାସ ସିଲ୍, ଘର ସୋଫାରୁ ସରକାର ଚଳାଉନ୍ତି CM ଆତିଶୀ
ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଆବାସକୁ ନେଇ ଆମ ଆଦମୀ ପାର୍ଟି(ଆପ୍) ସରକାର ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ସିଏମ୍ ଆବାସ ଖାଲି କରାଯିବାକୁ ନେଇ ଆପ୍ ଭାଜପାକୁ ଟାର୍ଗେଟ କରିଛି। ନବରାତ୍ରୀ ସମୟରେ ଜଣେ…
ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…
ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର ଭୀମ୍ସାରରେ ଭର୍ତ୍ତି କରାଯାଇଛି। କନଷ୍ଟେବଳ ସରୋଜ ପ୍ରଧାନଙ୍କୁ ଆକ୍ରମଣକରି ପାପୁଲି ଛିଣ୍ଡାଇଥିବା କମଲୁଙ୍କୁ ଧରିବା…
ଦେଖନ୍ତୁ ରତନ ଟାଟାଙ୍କ ଅନ୍ତିମ Video, କରୁଛି ଭାବବିହ୍ବଳ…
ନୂଆଦିଲ୍ଲୀ,୧୦।୧୦: ଭାରତୀୟ ବ୍ୟବସାୟ କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଥିବା ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ ଘଟିଛି। ମୁମ୍ବାଇର ବ୍ରିଚ୍କାଣ୍ଡି ହସ୍ପିଟାଲ୍ରେ ସେ ବୁଧବାର ରାତି ୧୧ଟାରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ରାଜନୀତି, ଖେଳ,…
ବାଲିମାଫିଆଙ୍କ କବ୍ଜାରେ ଋଷିକୂଲ୍ୟା, ଦିନ ଦ୍ୱିପ୍ରହରରେ ଜେସିବି ଲଗାଇ…
ପୁରୁଷୋତ୍ତମପୁର,୧୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ବାଲିମାଫିଆମାନେ ସକ୍ରିୟ ହୋଇଉଠିଛନ୍ତି। ବିନା ଦ୍ୱିଧାରେ ଋଷିକୂଲ୍ୟା ନଦୀର ବିଭିନ୍ନ ସ୍ଥାନରୁ ବାଲି ଚୋରାଇ ନେବାରେ ଲାଗିପଡ଼ିଛନ୍ତ। ଏପରି ବିନା ଦ୍ବିଧାରେ ଖୁଲମ୍ଖୁଲା ଭାବେ ବାଲି ବିକ୍ରି ଉଦ୍ଦେଶ୍ୟରେ କେଏନପୁର ପଞ୍ଚାୟତର…
ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ
କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା। ମାଗଣା ମେଡିସିନ ପାଇଁ ସେ…
ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ହେଲେ ଓମାର ଅବଦୁଲ୍ଲା
ନୂଆଦିଲ୍ଲୀ,୧୦।୧୦: ନ୍ୟାଶନାଲ୍ କନଫରେନ୍ସ୍(ଏନସି) ବିଧାନସଭା ପାର୍ଟି ବୈଠକ ଆଜି ନୱାଇ ସୁବାହ ପାର୍ଟି ମୁଖ୍ୟାଳୟରେ ଆରମ୍ଭ ହୋଇଛି। ଏଥିରେ ଦଳର ନେତା ଏନସି ଫାରୁକ ଅବଦୁଲ୍ଲା, ଓମାର ଅବଦୁଲ୍ଲା ଏବଂ ସମସ୍ତ ନୂତନ ନିର୍ବାଚିତ ବିଧାୟକ ଉପସ୍ଥିତ ଥିଲେ। ଏହି ବୈଠକରେ…
‘ହ୍ବାଟ୍ସଆପ୍’ରେ ନିଜର ସିକ୍ରେଟ୍ ଚାଟ୍କୁ ଏଭଳି ଲୁଚାନ୍ତୁ, GF ବି ପାରିବେନି ଜାଣି…
ନୂଆଦିଲ୍ଲୀ,୧୦।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମ ‘ହ୍ବାଟ୍ସଅପ୍’ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପିଲାଠାରୁ ଆରମ୍ଭ କରି ବୁଢ଼ାବୁଢ଼ୀ ପର୍ଯ୍ୟନ୍ତ ସମସ୍ତେ ନିଜର ଆକାଉଣ୍ଟ ଖୋଲିଛନ୍ତି। ଏମିତିରେ କିଛି ନିଜର ଚାଟ୍କୁ ଲୁଚାଇବାକୁ ଚାହାନ୍ତି। ଯଦି ଆପଣ ସେଥିରୁ ଜଣେ…
Archives


