ଆରବିଆଇର ବଡ଼ ଘୋଷଣା: ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୯।୧୦: ଭାରତର ରିଜର୍ଭ ବ୍ୟାଙ୍କର ମୁଦ୍ରା ନୀତି କମିଟି ନୀତି ସୁଧ ହାରରେ କୌଣସି ପରିବର୍ତ୍ତନ କରିନାହିଁ। ଏମ୍ପିସି ୫୧ତମ ବୈଠକରେ ଆଲୋଚନା ପରେ ରେପୋ ହାର ୬.୫%ରେ ରଖାଯାଇଥିଲା। ଗୁରୁବାର ତିନି ଦିନିଆ ଏମସିସି ବୈଠକ ପରେ ଆରବିଆଇ ଗଭର୍ନର…
ନକ୍ସଲବାଦ ଶେଷ କରିବ ‘ଗ୍ରାମୋଦୟ’: ଏହି ୧୦ ଜିଲାରେ ମିଳିବ ଶତ ପ୍ରତିଶତ ସରକାରୀ ସୁବିଧା
ଭୁବନେଶ୍ୱର,୯ା୧୦(ଅନିଲ ଦାସ):ମାଓବାଦୀ ପ୍ରଭାବିତ ୧୦ ଜିଲାର ୫୮୩ ଗ୍ରାମର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରାଯାଇଛି। ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଏଥିରେ ଲକ୍ଷ୍ୟ ରଖାଯାଇଛି। ରାଜ୍ୟ ସରକାର ସମସ୍ତ…
ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ
ଭବାନୀପାଟଣା,୯।୧୦(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀ (୮୩)ବର୍ଷରେ ବୁଧବାର ପରଲୋକ ହୋଇଯାଇଛି। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ ଛାତିରେ ଯାନ୍ତ୍ରଣା ହୋଇଥିଲା। ବୁଧବାର ସକାଳେ…
ଦୁଇ ରାଜ୍ୟର ଭିନ୍ନ ଫଳ
୨୦୨୪ ଲୋକ ସଭା ନିର୍ବାଚନ ପରେ ହରିୟାଣା ଏବଂ ଜମ୍ମୁ-କଶ୍ମୀର ବିଧାନସଭା ଲାଗି ହୋଇଥିବା ମତଦାନରେ ଏନ୍ଡିଏ ଏବଂ ଇଣ୍ଡିଆ ମେଣ୍ଟ ୧-୧ ପଏଣ୍ଟ ପାଇଛନ୍ତି। ଅର୍ଥାତ୍ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାରେ ଭାଜପା ୪୯ ଆସନ ପାଇ ତୃତୀୟ…
ଇତିହାସ ରଚିଲା ଭାଜପା: ପଛରେ ରହିଗଲା କଂଗ୍ରେସ
ନୂଆଦିଲ୍ଲୀ/ଚଣ୍ଡୀଗଡ଼,୯/୧୦:ହରିୟାଣା ଓ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ସଦ୍ୟ ଅନୁଷ୍ଠିତ ନିର୍ବାଚନର ବହୁପ୍ରତୀକ୍ଷିତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାର ୪୮ ଆସନରେ ସଫଳତା ସହ ଶାସକ ଭାଜପା ହ୍ୟାଟ୍ରିକ୍ ବିଜୟ ଲାଭ କରିଛି। ଏଠାରେ ଭାଜପାକୁ…
ଭିଡିଓ ଭାଇରାଲକୁ ନେଇ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ
ସାକ୍ଷୀଗୋପାଳ,୯।୧୦ (ପ୍ରଶାନ୍ତ କୁମାର ବାରିକ୍/ କିଶୋର ମହାପାତ୍ର/ ଭରତ ରାଉତ):ଗତ କିଛିଦିନ ହେବ ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କ ସହିତ ଜଣେ ଯୁବତୀଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ବେଶ୍ ପ୍ରତିକ୍ରିୟା…
ଭାଜପାର ତୃତୀୟ ବିଜୟ: ସାଇନି ରହିବେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ/ଚଣ୍ଡୀଗଡ଼,୯/୧୦:ହରିୟାଣା ବିଧାନସଭା ନିର୍ବାଚନରେ ଭାଜପା ବିଜୟୀ ହେବା ସହ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ପୁନର୍ବାର ଏହି ପଦରେ ରହିବେ ବୋଲି ଭାଜପା ନେତାମାନେ କହିଛନ୍ତି। ନିର୍ବାଚନର ମାତ୍ର କେଇମାସ…
ହାରିଗଲେ ୨୦୧୯ ନିର୍ବାଚନର କିଙ୍ଗ୍ମେକର
ନୂଆଦିଲ୍ଲୀ,୯ା୧୦:୨୦୧୯ ହରିୟାଣା ବିଧାନସଭା ନିର୍ବାଚନରେ କିଙ୍ଗ୍ମେକର ଭୂମିକା ନେଇଥିବା ଜନନାୟକ ଜନତା ପାର୍ଟି (ଜେଜେପି) ଏଥର ଖାତା ଖୋଲିପାରି ନାହିଁ। ଗତ ମାର୍ଚ୍ଚରେ ଭାଜପା ସହ ମେଣ୍ଟ ଭାଙ୍ଗିବା ପରେ ଏହି ଦଳକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଦଳର…
ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର):ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ‘ଏକ୍ସ ’ ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ ଏବଂ…
ଆତ୍ମସମର୍ପଣ କଲେ ଅନୁଭବଙ୍କ ଭାଇ ଅନୁପ୍ରାସ ମହାନ୍ତି
ବଡ଼ବିଲ,୯ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଜେଏମ୍ଏଫ୍ସି କୋର୍ଟରେ ମଙ୍ଗଳବାର ଓଡ଼ିଆ ସିନେ ଅଭିନେତା ତଥା ପୂର୍ବତନ ଏମ୍ପି ଅନୁଭବ ମହାନ୍ତିଙ୍କ ଭାଇ ଅନୁପ୍ରାସ ମହାନ୍ତି ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଆତ୍ମସମର୍ପଣ କରିବା ପରେ ସର୍ତ୍ତମୂଳକ ଜାମିନରେ ମୁକୁଳିଛନ୍ତି। ସୂଚନା ଅନୁଯାୟୀ,…
ଶିଶୁପୁତ୍ରକୁ ପାଣିରେ ବୁଡ଼ାଇ ମାରିଲେ ବାପା
ନୂଆପଡ଼ା,୯ା୧୦ ( ମକାରୁ ବେମାଲ):ନୂଆପଡ଼ା ଜିଲା ବୋଡ଼େନ ଥାନା ବୋଇରଗାଁ ପଞ୍ଚାୟତ କୁଟିଆପଡ଼ାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ୨ବର୍ଷର ଶିଶୁପୁତ୍ରକୁ ବାପା ପାଣିରେ ବୁଡ଼ାଇ ହତ୍ୟା କରିଥିବାବେଳେ ଛୁରାମାଡ଼ରେ ୧୦ବର୍ଷର ନାବାଳିକା ଝିଅ ଗୁରୁତର ହୋଇଛନ୍ତି। ଗ୍ରାମର କିଶୋର…
ଆଜି ୧୩ ଜିଲାରେ ବର୍ଷା ସମ୍ଭାବନା: ୧୫ ପର୍ଯ୍ୟନ୍ତ ବିଶେଷ ବଦଳିବନି ପାଣିପାଗ
ଭୁବନେଶ୍ୱର,୯।୧୦(ଅନୁରାଧା ମହାରଣା):ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ପୂର୍ବାଳି ବାୟୁ ପ୍ରଭାବରେ ରାଜ୍ୟକୁ କ୍ରମାଗତ ଜଳୀୟବାଷ୍ପ ପ୍ରବେଶ କରୁଛି। ଏହା ଉତ୍ତର-ପଶ୍ଚିମ ଦିଗରୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି…
Archives


