କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ
ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ଦି ଇଣ୍ଡିଆନ ଏକ୍ସପ୍ରେସର ଏକ ରିପୋର୍ଟ ଅନୁଯାୟୀ, ଫେବୃଆରୀରେ…
ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!
ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ ଚୁକ୍ତିରେ ପହଞ୍ଚିପାରିଲେ ନାହିଁ। ସମ୍ବାଦ ସରବରାହ ସଂସ୍ଥା ଏପିର ଏକ ରିପୋର୍ଟ ଅନୁଯାୟୀ,…
ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍ ବୋର୍ୱେଲ ପ୍ରକଳ୍ପ ଅଧା
ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା ପାଇଁ ସରକାରଙ୍କ ଉଠାଜଳସେଚନ ବିଭାଗ ପକ୍ଷରୁ ଡିପ୍ ବୋର୍ୱେଲ ପ୍ରକଳ୍ପ ହାତକୁ ନିଆଯାଇଛି।…
୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍ରେ Gen G-Gen Z
ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ ଅନୁଷ୍ଠିତ ବୈଠକରେ Gen Z ଏବଂ Gen Gଙ୍କ ସହ ଜଡିତ ହେବା,…
LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO
ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର ହୋମ୍ ଓ୍ବର୍କ କରି ନ ଥିବାରୁ ତାଙ୍କୁ ଗାଳି ଦେଉଛନ୍ତି ଏବଂ ଚାପୁଡ଼ା…
ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି
ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି) କାର୍ଯ୍ୟକ୍ରମର ଗୋଟିଏ ଦିନ ପୂର୍ବରୁ ଏକ ଉତ୍ତେଜନା ସୃଷ୍ଟି ହୋଇଥିଲା। COEP କଲେଜ…
ଏନଟିପିସି ପାୱାର୍ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର
ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ୩ ଶ୍ରମିକଙ୍କୁ ତାଳଚେର ଏନଟିପିସି ମେଡିକାଲରେ ଚିକିତ୍ସାଧିନ…
କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି। ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଅଗଷ୍ଟ ୨୩ରେ କଲମ୍ବୋରେ ଆରମ୍ଭ…
୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ…
ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ
ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ ସ୍ଥଗିତ କରିଛି – ଯେଉଁଥିରେ ଦକ୍ଷିଣ ମୁମ୍ବାଇର ବମ୍ବେ ପ୍ରେସିଡେନ୍ସି ରେଡିଓ କ୍ଲବ…
କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ
ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ ୪୨୭.୮୦ କୋଟି ଟଙ୍କା ଖର୍ଚ୍ଚରେ ହୋଇଥିବା ୭ଟି ନୂତନ ପ୍ରକଳ୍ପ ବିଭିନ୍ନ ସ୍ଥାନରେ…
ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ
ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲିଭିଟ ସମେତ ଅନେକ…

