Home

ବାତ୍ୟାରେ ୫୦ କି.ମି. ଚାଲି ଝିଅ ବିବାହରେ ପହଞ୍ଚିଲେ

ୱାଶିଂଟନ୍‌: ସମ୍ପ୍ରତି ଆମେରିକାର ଦକ୍ଷିଣ କାରୋଲିନା ନିବାସୀ ଡେଭିଡ୍‌ ଜୋନ୍ସ ନିଜ ଝିଅ ଏଲିଜାବେଥ୍‌ଙ୍କ ବିବାହ ଉତ୍ସବରେ ପହଞ୍ଚିବା ପାଇଁ ପ୍ରବଳ ବାତ୍ୟା ମଧ୍ୟରେ ୫୦ କିଲୋମିଟର ପର୍ଯ୍ୟନ୍ତ ଚାଲିଥିଲେ। ଏଲିଜାବେଥଙ୍କ ବିବାହ ଉତ୍ସବ ଟେନେସିରେ ହେଉଥିବାବେଳେ ଦକ୍ଷିଣ କାରୋଲିନାରୁ ସେଠାରେ…

ଟ୍ରୋଲର୍ସଙ୍କୁ ଜବାବ ଦେଲେ କରନ୍‌

ମୁମ୍ବାଇ: ଆଲିଆ ଭଟ୍ଟଙ୍କ ଆଗାମୀ ଚଳଚ୍ଚିତ୍ର ‘ଜିଗ୍‌ରା’ ନିକଟରେ ଖୁବ୍‌ ଚର୍ଚ୍ଚାରେ ରହିଛି। ତେବେ ଫିଲ୍ମର ପ୍ରମୋଶନବେଳେ ଏକ ସାକ୍ଷାତ୍‌କାରରେ ଏହାର ନିର୍ଦ୍ଦେଶକ ଭାସନ୍‌ ବାଲାଙ୍କ ଏକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ‘ଜିଗ୍‌ରା’ ଫିଲ୍ମ ନିର୍ମାତା କରନ୍‌ ଜୋହର…

ଲଦାଖ ଭବନରେ ଓ୍ବାଙ୍ଗ୍‌ଚୁକ୍‌ଙ୍କ ଅନଶନ

ନୂଆଦିଲ୍ଲୀ,୭ା୧୦: ଲଦାଖକୁ ସମ୍ବିଧାନର ଷଷ୍ଠ ପରିଚ୍ଛେଦ ମାନ୍ୟତା ପ୍ରଦାନ ଦାବିରେ ଜଳବାୟୁ କର୍ମୀ ସୋନମ୍‌ ଓ୍ବାଙ୍ଗଚୁକ୍‌ ଦିଲ୍ଲୀର ଯନ୍ତରମନ୍ତରରେ ଆମରଣ ଅନଶନରେ ବସିବା ପାଇଁ ଅନୁମତି ଲୋଡ଼ିଥିଲେ। ତେବେ ଏଥିପାଇଁ ଅନୁମତି ନ ମିଳିବାରୁ ସେ ରବିବାର ଲଦାଖ ଭବନରେ ଅନଶନରେ ବସିଛନ୍ତି।…

ଜୟଶଙ୍କରଙ୍କୁ ଭେଟିଲେ ମୁଇଜୁ

ନୂଆଦିଲ୍ଲୀ, ୭।୧୦: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ରବିବାର ତାଙ୍କ ୪ ଦିନିଆ ଭାରତ ଗସ୍ତ ଆରମ୍ଭ କରିଛନ୍ତି। ସେ ମାଳଦ୍ୱୀପର ପ୍ରଥମ ମହିଳା ସାଜିଦା ମହମ୍ମଦଙ୍କ ସହ ଦିଲ୍ଲୀରେ ଆସି ପହଞ୍ଚିଛନ୍ତି। ଏହାପରେ ସେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହ…

ଇସ୍ରାଏଲ୍‌ରେ ୟୁଏସ୍‌ କେନ୍ଦ୍ରୀୟ କମାଣ୍ଡ ମୁଖ୍ୟ

ଜେରୁଜେଲମ୍‌,୭ା୧୦: ଇରାନର ରକେଟ ଆକ୍ରମଣର ଠିକଣା ଜବାବ ଦେବା ଲାଗି ଇସ୍ରାଏଲୀ ଡିଫେନ୍ସ ଫୋର୍ସ (ଆଇଡିଏଫ୍‌) ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବାବେଳେ ଆମେରିକାର କେନ୍ଦ୍ରୀୟ କମାଣ୍ଡ (ସେଣ୍ଟକମ୍‌) ମୁଖ୍ୟ ଜେନେରାଲ ମାଇକେଲ ଇ. କୁରିଲା ଶନିବାର ଇସ୍ରାଏଲ୍‌ରେ ପହଞ୍ଚତ୍ଛନ୍ତି। ତାଙ୍କର ଏହି ଗସ୍ତ ଇସ୍ରାଏଲ୍‌…

ବଢୁଛି ‘ଡିଜିଟାଲ ଆରେଷ୍ଟ’ ଅନ୍‌ଲାଇନ ଠକେଇ

ନୂଆଦିଲ୍ଲୀ,୭ା୧୦: ଭାରତରେ ‘ଡିଜିଟାଲ ଆରେଷ୍ଟ’ ନାମରେ ଅନ୍‌ଲାଇନ ଠକେଇ ବଢ଼ିବାରେ ଲାଗିଛି। ଅପରାଧୀମାନେ ଏହି ସାଇବର ଅପରାଧ କୌଶଳକୁ ଡିଜିଟାଲ ଆରେଷ୍ଟ ନାଁ ଦେଇଛନ୍ତି। ତେବେ ସିବିଆଇ, ପୋଲିସ, ସୀମାଶୁଳ୍କ ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କିମ୍ବା ବିଚାରପତିମାନେ କାହାକୁ ଭିଡିଓ କଲ୍‌…

ନଇଁ ପଡୁଛି ଭାଜପା! ଏକଜିଟ ପୋଲ୍‌ର ଆକଳନକୁ ନେଇ ଭାଜପା ନେତା କହିଲେ ଫଳାଫଳ ସ୍ବୀକାର କରିବୁ

ନୂଆଦିଲ୍ଲୀ,୬।୧୦: ନିର୍ବାଚନ ରାଜ୍ୟ ହରିୟାଣାର କର୍ଣ୍ଣଲ ଜିଲାର ଭାଜପା ପ୍ରାର୍ଥୀ ହରବିନ୍ଦର କଲ୍ୟାଣ ରବିବାର ତାଙ୍କ ସମର୍ଥକଙ୍କ ସାମ୍ନାରେ ନିଜର ନିର୍ବାଚନ ଅନୁଭୂତି ବାଣ୍ଟିଛନ୍ତି। ସେ କହିଛନ୍ତି ଯେ ଫଳାଫଳକୁ ଅପେକ୍ଷା କରିବେ ଏବଂ ଯାହା ଫଳାଫଳ ଆସିବ ସେ ସ୍ବୀକାର…

ହରିୟାଣାରେ ଭାଜପା ସରକାର ଗଢିବାକୁ ଖୋଲା ଅଛି ସମସ୍ତ ଦ୍ୱାର, କାହିଁକି ଏମିତି କହିଲେ ନାଏବ ସୋନି

ଚଣ୍ଡିଗଡ଼,୬।୧୦: ହରିୟାଣା ବିଧାନସଭା ନିର୍ବାଚନ ପରେ ଶନିବାର ସାରେ ଏକଜିଟ ପୋଲ ତଥ୍ୟ ପ୍ରକାଶ ପାଇଛି। ଏକଜିଟ ପୋଲରେ ଭାଜପାକୁ ବଡ ଝଟକା ଲାଗିଛି। ସେଠାରେ ଭାଜପା ୨୦-୨୮ଟି ଆସନ ପାଇବ ବୋଲି ଆଶା କରାଯାଉଛି। ଏକଜିଟ ସର୍ଭେ ଅନୁଯାୟୀ ଭାଜପା…

ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ପ୍ରସାଦ ସମ୍ପୂର୍ଣ୍ଣ ଶୁଦ୍ଧ

ଉଜ୍ଜୟନୀ,୬।୧୦: ମଧ୍ୟ ପ୍ରଦେଶ ଉଜ୍ଜୟନୀର ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ଲଡୁ ପ୍ରସାଦର ଯାଞ୍ଚ କରାଯାଇ ଜଣାପଡିଛି ଯେ ଲଡୁ ସମ୍ପୂର୍ଣ୍ଣ ଶୁଦ୍ଧ ଅଟେ। ମଧ୍ୟପ୍ରଦେଶର ଉଜ୍ଜୟନୀ ସ୍ଥିତ ମହାକାଳେଶ୍ୱର ମନ୍ଦିରର ଲଡୁ ପ୍ରସାଦ ଖାଦ୍ୟ ସୁରକ୍ଷା ନିୟମର ୧୩ଟି ପାରାମିଟର ପୂରଣ…

ପ୍ରତି ମାସରେ ମହିଳାଙ୍କୁ ୧୦୦୦ ଟଙ୍କା ଦେବ ଏଏପି ସରକାର!

ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି) ଆଜି ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏହି ସମୟରେ ଏଏପି ମୁଖ୍ୟ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ସମ୍ବୋଧନ ପ୍ରଦାନ କରିଥିଲେ। ତାଙ୍କ…

ହରିୟାଣା ଉପରେ କହିବା ମନା, ଏକଜିଟ ପୋଲ୍‌କୁ ନେଇ ଭାଜପା ନେତାଙ୍କ ମୁହଁ ବନ୍ଦ

ନୂଆଦିଲ୍ଲୀ,୬।୧୦: ହରିୟାଣା, ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ବର୍ତ୍ତମାନ ଏହି ନିର୍ବାଚନର ଫଳାଫଳ ଘୋଷଣା କରାଯିବ। କିନ୍ତୁ ଏହାପୂର୍ବରୁ ସମସ୍ତ ଏକଜିଟ ପୋଲ୍‌ରେ ଜମ୍ମୁ-କଶ୍ମୀରରେ କଂଗ୍ରେସ-ଏନସି ମେଣ୍ଟ ଏବଂ ହରିୟାଣାରେ କଂଗ୍ରେସ ସରକାର ଗଠନ କରିବ ବୋଲି ଦାବି ରହିଛି।…

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ ସାହୁ (୨୪)ଙ୍କ ମୃତଦେହ ଝାରସୁଗୁଡ଼ା ରେଳଷ୍ଟେଶନରୁ ସ୍ଥାନୀୟ ରେଳବାଇ ପୋଲିସ ପାଇଛି। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri