ମୋଦିଙ୍କ ପାଇଁ ଭୋଟ ମାଗିବେ କେଜରିଓ୍ବାଲ, କାହିଁକି ଏମିତି କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ?
ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ଛତ୍ରସାଲ ଷ୍ଟାଡିୟମରେ ଚାଲିଥିବା ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ସେ ତାଙ୍କ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସରକାରଙ୍କ…
ଜମ୍ମୁ-କଶ୍ମୀରରେ ଭାଜପା ସରକାର! ସରକାର ଗଠନରେ ହେବ ବଡ଼ ପ୍ଲାନ…
ନୂଆଦିଲ୍ଲୀ,୬।୧୦: ଜମ୍ମୁ-କଶ୍ମୀର ନିର୍ବାଚନକୁ ନେଇ ଆସିଛି ଚମକାଇଦେଲା ଭଳି ବୁଥ୍ ବାହୁଡା ମତ ବା ଏକଜିଟ୍ ପୋଲ୍। ଯଦି ନିର୍ବାଚନ ଫଳାଫଳ ବୁଥ୍ ବାହୁଡା ମତରୁ ଆସିଥିବା ସଂଖ୍ୟା ସହ ସମାନ ହୋଇଯିବ ତେବେ ଜମ୍ମୁ-କଶ୍ମୀରରେ ବଡ଼ ରାଜନୈତିକ ସମୀକରଣ ଦେଖାଯିବ।…
କିମ୍ ଜୋଙ୍ଗ୍ ଉନ୍ ନା ଜର୍ଜ ସୋରୋସ୍ କାହା ସହ ଡିନର କରିବେ ଜୟଶଙ୍କର, ଏମିତି ଦେଲେ ଜବାବ…
ନୂଆଦିଲ୍ଲୀ,୬ା୧୦: ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ କାର୍ଯ୍ୟକ୍ରମ ସମୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ଏପରି ପ୍ରଶ୍ନ ପଚରାଯାଇଥିଲା। ଯାହାର ଉତ୍ତର ସମସ୍ତଙ୍କ ହୃଦୟକୁ ଛୁଇଁଛି। ଜୟଶଙ୍କରଙ୍କୁ ପଚରାଯାଇଥିଲା ସେ ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍…
ଷ୍ଟେଜ୍ରେ ରାମ ଭୂମିକାରେ କରୁଥିଲେ ଅଭିନୟ, ଆସିଲା ହାର୍ଟଆଟାକ୍, ଆଉ ତା’ ପରେ…
ନୂଆଦିଲ୍ଲୀ,୬ା୧୦: ଦିଲ୍ଲୀର ଶାହାଦରା ଅଞ୍ଚଳରେ ଷ୍ଟେଜ୍ରେ ରାମଲୀଳା ଚାଲିଥିବାବେଳେ ଏକ ଦୁଃଖଦ ଘଟଣା ଘଟିଛି। ରାମ ଭୂମିକାରେ ଅଭିନୟ କରୁଥିବା ସୁଶୀଲ କୌଶିକ୍ଙ୍କ ଛାତିରେ ଯନ୍ତ୍ରଣା ହେବାରୁ ସେ ଷ୍ଟେଜ୍ରୁ ଓହ୍ଲାଇବା ଦେଖି ଲୋକମାନେ ଦୌଡ଼ି ଯାଇଥିଲେ। ସୁଶୀଲଙ୍କୁ ସଙ୍ଗେ ସଙ୍ଗେ…
କୋଲକାତା ବଳାତ୍କାର ହତ୍ୟା ମାମଲା: ସନ୍ଦୀପ ଘୋଷଙ୍କୁ ଆଉ ଏକ ବଡ଼ ଝଟ୍କା
କୋଲକାତା,୬।୧୦: କୋଲକାତା ସ୍ଥିତ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର କର୍ତ୍ତୃପକ୍ଷ ଏକ ବିଜ୍ଞପ୍ତି ଜାରି କରି ୧୦ ଜଣ ଡାକ୍ତରଙ୍କୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଇଣ୍ଟର୍ନ, ହାଉସ ଷ୍ଟାଫ ଏବଂ ବରିଷ୍ଠ ରେଜିଡେଣ୍ଟ ଅନ୍ତର୍ଭୁକ୍ତ। ସୂତ୍ରରୁ…
‘ଅକ୍ଟୋବର ୮ ଫଳାଫଳକୁ ଅପେକ୍ଷା କର, ବାକି କେବଳ ଟାଇମ୍ ପାସ୍’
କଶ୍ମୀର,୬।୧୦: ନ୍ୟାଶନାଲ କନ୍ଫରେନ୍ସ ନେତା ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଶନିବାର ସନ୍ଧ୍ୟାରେ ଆସିଥିବା ଏକ୍ଜିଟ୍ ପୋଲ୍ର ପୂର୍ବାନୁମାନ ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ନିର୍ବାଚନର ପ୍ରକୃତ ଫଳାଫଳ ପାଇଁ ସମସ୍ତଙ୍କୁ ଅକ୍ଟୋବର ୮କୁ ଅପେକ୍ଷା କରିବା…
ହମାସ ଆକ୍ରମଣକୁ ବର୍ଷେ: ଆଲର୍ଟରେ ଇସ୍ରାଏଲ
ବେରୁଟ୍,୬।୧୦: ଇସ୍ରାଏଲ ଉପରେ ହମାସ କ୍ଷେପଣାସ୍ତ୍ର ଆକ୍ରମଣର ଆସନ୍ତାକାଲି ଅର୍ଥାତ୍ ସୋମବାର ଏକ ବର୍ଷ ପୂରଣ ହେବ। ହମାସର ଏହି ଆକ୍ରମଣରେ ୧୦୦୦ରୁ ଅଧିକ ଇସ୍ରାଏଲ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେ ହିଁ ଇସ୍ରାଏଲ ହମାସକୁ ଧ୍ୱଂସ କରିବାକୁ…
ମସ୍କଟରୁ ଆସୁଥିବା ବିମାନର ଫାଟିଲା ଟାୟାର, ଅଳ୍ପକେ ବର୍ତ୍ତିଲେ ୧୪୬ ଯାତ୍ରୀ
ଚେନ୍ନାଇ,୬।୧୦: ଚେନ୍ନାଇ ବିମାନବନ୍ଦରରେ ଟଳିଛି ବଡ଼ ଦୁର୍ଘଟଣା। ଶନିବାର ମସ୍କଟରୁ ୧୪୬ ଯାତ୍ରୀଙ୍କୁ ନେଇ ଚେନ୍ନାଇ ଆସୁଥିବା ଏକ ବିମାନର ଟାୟାର ଓହ୍ଲାଇବା ସମୟରେ ଫାଟି ଯାଇଥିଲା। ଅଧିକାରୀମାନେ ଏହି ଘଟଣା ନେଇ ସୂଚନା ଦେଇଥିଲେ। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ…
ଏକଜିଟ ପୋଲ୍କୁ ନେଇ କଂଗ୍ରେସ ଖୁସିରେ ଗଦଗଦ, ଏବେ ହେବ ଅସଲ ଖେଳ!
ନୂଆଦିଲ୍ଲୀ,୬।୧୦: ଅକ୍ଟୋବର ୫ରେ ହରିୟାଣା ବିଧାନସଭା ନିର୍ବାଚନରେ ଭୋଟ ଗ୍ରହଣ ପରେ ଏକଜିଟ ପୋଲ୍ର ଫଳାଫଳ କଂଗ୍ରେସକୁ ଖୁସି ଖବର ଦେଇଥିଲା। ସମସ୍ତ ଏକଜିଟ ପୋଲ୍ରେ ଭାଜପାକୁ ପୋଛି ଦିଆଯାଇଥିଲା। ଏଭଳି ସ୍ଥିତିରେ, ଯଦି ଆମେ ଏକଜିଟ ପୋଲ୍ର ଫଳାଫଳକୁ ବିଶ୍ୱାସ…
କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ
କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ପାଇଁ ୪୨ଜଣ ସମିତିସଭ୍ୟ, ସରପଞ୍ଚ ଓ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ…
ଯେଉଁଠି କରାଯାଇଥିଲା ଗୁଳି ପୁଣି କାହିଁକି ସେଠାକୁ ଗଲେ ଟ୍ରମ୍ପ? ସାଙ୍ଗରେ ଥିଲେ ମସ୍କ
ପେନସିଲଭାନିଆ,୬।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଶନିବାର ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। କୌତୁହଳର ବିଷୟ, ଟେସଲା ସିଇଓ ଏଲୋନ ମସ୍କ ମଧ୍ୟ ଟ୍ରମ୍ପଙ୍କ ସହ ମଞ୍ଚରେ ନଜର ଆସିଥିଲେ। ମଞ୍ଚକୁ…
ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ
ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍ଘାତରେ ପରଲୋକ ଘଟିଛି। ତାଙ୍କ ସ୍ତ୍ରୀ ବି.ସନ୍ଧ୍ୟାରାଣୀ ସୁବୁଦ୍ଧି ବର୍ତ୍ତମାନ ସରପଞ୍ଚ ଅଛନ୍ତି। କ୍ରିଷ୍ଣା ସକାଳେ ପ୍ରାତଃ ଭ୍ରମଣ…
Archives


