Watch Video:ମ୍ୟାଚ୍ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍ଙ୍କୁ କହିଲେ, ମୋତେ ଦେଖ…
ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ ସକ୍ଷମ ହୋଇଥିଲା। ଏହା ପଞ୍ଜାବର…
ଏଣିକି ସ୍କୁଲରେ ମୋବାଇଲ୍ ମନା: ଜାଣନ୍ତୁ କ’ଣ ରହିଛି କାରଣ
ଡେନମାର୍କ,୧୬।୪: ପିଲାମାନଙ୍କ ଭବିଷ୍ୟତ ଏବଂ ମାନସିକ ସ୍ବାସ୍ଥ୍ୟକୁ ଧ୍ୟାନରେ ରଖି, ଡେନମାର୍କ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦେଶର ସରକାର ନିକଟରେ ଘୋଷଣା କରିଛନ୍ତି, ଖୁବ ଶୀଘ୍ର ୭ ରୁ ୧୭ ବର୍ଷ ବୟସର ପିଲାମାନଙ୍କ…
ଭାରତର ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୫ ବିଚାରପତି
ନୂଆଦିଲ୍ଲୀ, ୧୬।୪ (ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ କେବଳ ୧୫ ଜଣ ବିଚାରପତି ରହିଛନ୍ତି। ମଙ୍ଗଳବାର ଜାରି ହୋଇଥିବା ‘ଇଣ୍ଡିଆ ଜଷ୍ଟିସ୍ ରିପୋର୍ଟ ୨୦୨୫’ରୁ ଏହି ତଥ୍ୟ ସାମ୍ନାକୁ ଆସିଛି। ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୫୦ ବିଚାରପତି ରହିବା…
ପୋଷାକକୁ ନେଇ ବିବାଦରେ ହ୍ବାଇଟ ହାଉସ୍ ପ୍ରେସ୍ ସେକ୍ରେଟାରି
ଓ୍ବାଶିଂଟନ, ୧୬।୪:ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜି୍ୟକ ଯୁଦ୍ଧ ସୋସିଆଲ ମିଡିଆରେ ପହଞ୍ଚିଛି। ଏକ ଖବରଦାତା ସମ୍ମିଳନୀରେ ହ୍ବାଇଟ ହାଉସ୍ ପ୍ରେସ୍ ସେକ୍ରେଟାରି କାରୋଲିନ ଲିଭିଟ୍ ପିନ୍ଧିଥିବା ପୋଷାକକୁ ନେଇ ସମାଲୋଚନାର ଶିକାର ହୋଇଛନ୍ତି। ଚାଇନାର କୂଟନୀତିଜ୍ଞ ଝାଙ୍ଗ ଝିଶେଙ୍ଗ…
ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ, ରାହୁଲଙ୍କ ନାଁରେ ଇଡିର ଚାର୍ଜଶିଟ୍
ନୂଆଦିଲ୍ଲୀ,୧୬।୪:ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍ ଦାଖଲ କରିଛି। ଉକ୍ତ ଚାର୍ଜଶିଟ୍ରେ କଂଗ୍ରେସ ଏମ୍ପି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ଦଳର ଦରିଆପାରି ଶାଖା ମୁଖ୍ୟ ସାମ୍ ପିଟ୍ରୋଡାଙ୍କ ସମେତ ଦଳ ସହ ସମ୍ପୃକ୍ତ…
ବିଭିନ୍ନ ଦାବି ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା
ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ):ସୋରଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ଏବଂ ବେଲଗୁଣ୍ଠାରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ନାରୀ ସୁରକ୍ଷା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏହି ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏଥିସହ ବର୍ଦ୍ଧିତ ଗ୍ୟାସ ଦର…
SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ
ଭୁବନେଶ୍ୱର, ୧୫ା୪(ସୁନିତ୍ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍ଏଚ୍ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମଙ୍ଗଳବାର ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ…
ଅସହ୍ୟ ତାତି
ଆଧୁନିକ ଯନ୍ତ୍ରପାତି, କଳକାରଖାନା ଓ ଯାନବାହନରୁ ବାହାରୁଥିବା ଅଙ୍ଗାରକାମ୍ଳ ଓ ଧୂଅଁା ବାୟୁମଣ୍ଡଳକୁ ପ୍ରଦୂଷଣ କରିବାରେ ଲାଗିଛି। ଏହାଦ୍ୱାରା ବାୟୁମଣ୍ଡଳର ତାପମାତ୍ରା ମଧ୍ୟ ବୃଦ୍ଧି ହେବାରେ ଲାଗିଛି। ଏଥିପାଇଁ ଗ୍ରୀଷ୍ମ ଋତୁ ବ୍ୟତୀତ ଅନ୍ୟ ଋତୁମାନଙ୍କରେ ବି ଅସହ୍ୟ ଗରମ ହେଉଛି।…
ହିନ୍ଦୀରେ ଇଂଲିଶ୍ ନାମ
ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଜାତୀୟ ଶୈକ୍ଷିକ ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍ସିଇଆର୍ଟି) ଇଂଲିଶ୍-ମାଧ୍ୟମ ସ୍କୁଲଗୁଡ଼ିକରେ ପ୍ରଚଳିତ ନୂଆ ପାଠ୍ୟ ପୁସ୍ତକର ହିନ୍ଦୀ ନାମକରଣ କରିଛି, ଯାହାକୁ ନେଇ ବିବାଦ ଉପୁଜିଛି। ଉଲ୍ଲେଖନୀୟ ଯେ, କେନ୍ଦ୍ର ସରକାରଙ୍କ ଅଧୀନ ଏନ୍ସିଇଆର୍ଟି ସେଣ୍ଟ୍ରାଲ…
ହାତୀ ନେଲା ମହିଳାଙ୍କ ଜୀବନ, ଅନ୍ୟ ଜଣେ ଗୁରତର
ବରଗଡ଼, ୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ବ୍ଲକ ଅନ୍ତର୍ଗତ ଟୁର୍ଚା ଗ୍ରାମରେ ଆଜି ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ମହୁଲ ଗୋଟାଇବା ପାଇଁ ଯାଇଥିବା ସମୟରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁୁ ହୋଇଛି। ମୃତ…
ସକାଳୁ ସକାଳୁ ଆଫଗାନିସ୍ତାନରେ ଭୂକମ୍ପ: ଲୋକେ ଭୟଭୀତ
କାବୁଲ,୧୬।୪: ଭାରତର ପଡ଼ୋଶୀ ଦେଶ ଆଫଗାନିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିବା ସୂଚନା ମିଳିଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) କହିଛି ଯେ, ବୁଧବାର ଭୋର ପ୍ରାୟ ୪.୪୩ ସମୟରେ ଭୂକମ୍ପ ଅନୁଭୂତ ହୋଇଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ହିନ୍ଦୁକୁଶ ବୋଲି…
ଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକ
ଦାରିଙ୍ଗବାଡି,୧୬/୪ (ଅରୁଣ ସାହୁ)-ଦାରିଙ୍ଗବାଡି ଏବେ ଅଳିଆ ଆବର୍ଜନା ଆଉ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପର୍ଯ୍ୟଟକ ଆଉ ଦାରିଙ୍ଗବାଡିକୁ ନା କହିବା ଆରମ୍ଭ କଲେଣି । ଅଳିଆ ଆବର୍ଜନା, ବର୍ଜ୍ୟବସ୍ତୁ, ଅଇଁଠା ଖଲିପତ୍ର, ପ୍ଲାଷ୍ଟିକ, ପଲିଥିନ ଯୁଆଡେ ଦେଖିବେ କୁଢ଼ କୁଢ଼…

