ପୁଣି ଆହତ ହେଲେ CSK ଅଧିନାୟକ ଧୋନୀ! ଚିନ୍ତା ବଢ଼ାଇଲା ଏହି Video
ନୂଆଦିଲ୍ଲୀ,୧୫।୪: ଚଳିତ ଆଇପିଏଲ୍ ସିଜନ୍ରେ ଚେନ୍ନାଇ ସୁପର କିଙ୍ଗ୍ସ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ପ୍ରାରମ୍ଭିକ ୭ ମ୍ୟାଚ୍ରୁ ୨ ମ୍ୟାଚ୍ ଦଳ ଜିତିଥିବା ବେଳେ ଆଘାତ ସମସ୍ୟା ଯୋଗୁ ଅଧିନାୟକ ଋତୁରାଜ ଗାଏକଓ୍ବାଡ ପୁରା ସିଜନ୍ରୁ ବାଦ୍ ପଡ଼ିଛନ୍ତି। ଏମିତିରେ ତାଙ୍କ…
ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ: କହିଲେ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର.୧୫।୪: ବଲାଙ୍ଗିର ଜିଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା…
ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍ ନୁହେଁ, ଜାଣନ୍ତୁ…
ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ। କିନ୍ତୁ ଜରୁରୀ ନୁହେଁ, ସବୁ ଲୋକଙ୍କୁ ସମାନ ମାତ୍ରାର ପାଣି ପିଇବା ଦରକାର। ଶରୀରର…
କିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ବଡ଼ ଖୁଲାସା କଲେ ନୀତୀଶ କୁମାରଙ୍କ ପୁଅ
ପାଟନା,୧୫।୪: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ମଙ୍ଗଳବାର ପାଟନାରେ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ନୀତୀଶ କୁମାର ହେଉଛନ୍ତି ବିହାରରେ ମୁଖ୍ୟମନ୍ତ୍ରୀଙ୍କ ଚେହେରା। ଅମିତ ଶାହ ଏବଂ ସମ୍ରାଟ ଚୌଧୁରୀ ମଧ୍ୟ ଏହାକୁ ଗ୍ରହଣ କରିଛନ୍ତି ବୋଲି ନିଶାନ୍ତ କହିଛନ୍ତି।…
ତାଣ୍ଡବ ରଚିଲା କାଳବୈଶାଖୀ: ଏକାଧିକ ଘର ଛପର ଉଡିଲା
ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ରେ ପ୍ରବଳ ଝଡ଼ ତୋଫାନ ସହ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି।ଫଳରେ ଏକାଧିକ ସ୍ଥାନରେ ଘର ଛପର ଉଡିବା ସହ ଦୋକାନ ଗୃହ ଭାଙ୍ଗିଛି।…
US-China Tariff War: ଟାରିଫ୍ ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଝଟ୍କା ଦେଲା ଚାଇନା
ବେଜିଂ,୧୫।୪: ଏବେ ଆମେରିକା ଏବଂ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟାରିଫ୍ ଓ୍ବାର୍ କବଳରେ ବିମାନ ଚଳାଚଳ କ୍ଷେତ୍ର ମଧ୍ୟ ପଡ଼ିଯାଇଛି। ଆମେରିକୀୟ କମ୍ପାନୀ ବୋଇଂଠାରୁ ଜେଟ ଡେଲିଭରି ନ ନେବାକୁ ଚାଇନା ତାର ବିମାନ କମ୍ପାନୀଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଚାଇନା…
ବାଂଲାଦେଶ ଗସ୍ତ ପାଇଁ କାର୍ଯ୍ୟସୂଚୀ ଘୋଷଣା: ଜାଣନ୍ତୁ କେବେ ଭେଟିବ ଭାରତ
ନୂଆଦିଲ୍ଲୀ,୧୫।୪: ଭାରତୀୟ କ୍ରିକେଟ ଦଳ ଅଗଷ୍ଟରେ ବାଂଲାଦେଶ ଗସ୍ତରେ ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚର ସିରିଜ ଖେଳିବ। ଏହି ଗସ୍ତ ଦିନିକିଆ ସିରିଜ ସହିତ ଆରମ୍ଭ ହେବ। ସିରିଜ୍ର ପ୍ରଥମ ମ୍ୟାଚ ଅଗଷ୍ଟ ୧୭ରେ ଖେଳାଯିବ। ଟି-୨୦ ସିରିଜ…
ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର
ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି ବୋଲି ଚିକିତ୍ସା କରୁଥିବା…
ୱାକଫ୍ ବିଲ୍ ପରେ ୟୁନିଫର୍ମ ସିଭିଲ୍ କୋଡ୍ ପାଇଁ ପ୍ରସ୍ତୁତ ହେଉଛନ୍ତି ମୋଦି ସରକାର
ନୂଆଦିଲ୍ଲୀ,୧୫।୪: ୱାକଫ୍ ସଂଶୋଧନ ବିଲ୍ରେ ସଂସଦରେ ସମର୍ଥନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଏବେ ୟୁନିଫର୍ମ ସିଭିଲ୍ କୋଡ୍ (ୟୁସିସି) ପ୍ରଣୟନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ଏହା ସରକାରଙ୍କ ପ୍ରାଥମିକତା ତାଲିକାରେ…
ବଳକା ତେଲ ସ୍ବାସ୍ଥ୍ୟ ପାଇଁ କେତେ ଭଲ
ଚଟପଟା ଖାଦ୍ୟ ସଭିଙ୍କୁ ବେଶ୍ ପସନ୍ଦ। ଛୋଟଠାରୁ ବଡ଼ ସମସ୍ତେ ଏହାକୁ ଆଗ୍ରହରେ ଖାଇ ଥାଆନ୍ତି। ଏପଟେ ଭାରତୀୟ ଖାଦ୍ୟରେ ତେଲର ଭୂମିକା ମଧ୍ୟ ଯଥେଷ୍ଟ ଅଧିକ। ପକୁଡ଼ି ତିଆରିଠୁ ନେଇ ଛୁଙ୍କ ଲଗାଇବା ପର୍ଯ୍ୟନ୍ତ ସବୁଥିରେ ତେଲର ବ୍ୟବହାର ହୁଏ।…
ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କୋର୍ଟ କହିଛନ୍ତି। ପ୍ରଥମତଃ, ଯେଉଁ ହସ୍ପିଟାଲରୁ…
ଖାର୍ଗେଙ୍କ ସହ ବୈଠକରେ ବସିଲେ ରାହୁଲ-ତେଜସ୍ବୀ
ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ, ମହାମେଣ୍ଟର ଦୁଇ ପ୍ରମୁଖ ଦଳ ଆରଜେଡି ଏବଂ କଂଗ୍ରେସର ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା। ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତେଜସ୍ବୀ…

