ଦୁର୍ଗାପୂଜାରେ କଏଦୀଙ୍କ ପାଇଁ ସ୍ପେଶାଲ ଫୁଡ
କୋଲକାତା,୫।୧୦: ଦୁର୍ଗା ପୂଜା ଆରମ୍ଭ ହେବାକୁ ଅଧିକ ସମୟ ବାକି ନାହିଁ। ସାରା ଦେଶରେ ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ପଶ୍ଚିମବଙ୍ଗରେ ଏହି ପର୍ବକୁ ନେଇ ଏକ ଭିନ୍ନ ଉତ୍ସାହ ରହିଛି । ଏହି ସମୟରେ ବଙ୍ଗଳାରେ ଦେବୀ ଦୁର୍ଗାଙ୍କ…
ବୁଲଡୋଜର-ଜେସିବି ମଧ୍ୟରେ ତଫାତ ଜାଣନ୍ତି କି? ଉତ୍ତର ନା ହୋଇଥିଲେ ଜାଣି ନିଅନ୍ତୁ…
ଆପଣ ନିଶ୍ଚିତ ଭାବେ ମାଟି ଖୋଳୁଥିବା ବେଳେ ଜେସିବି ନଚେତ ବୁଲଡୋଜରକୁ ଦେଖିଥିବେ। ହେଲେ କ’ଣ ଆପଣ ଉଭୟଙ୍କ ମଧ୍ୟରେ ଫରକ କ’ଣ ଜାଣନ୍ତି କି? ଯଦି ଆପଣ ଜାଣି ନାହାନ୍ତି ତେବେ ଆଜି ସେ ବିଷୟରେ ଜଣାଇବୁ। ବୁଲଡୋଜର ଏକ…
ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…
ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍(ଏଫ୍ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ ମୋଟା ଅଙ୍କର ସୁଧ ପାଇବା ଆଶାରେ ଏଥିରେ ଅନେକ ପୁଞ୍ଜିନିବେଶ କରିଥାନ୍ତି। ହେଲେ କ’ଣ…
ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ
ଜଗତସିଂହପୁର,୫ା୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର ପାଇଁ ନୂଆ ଘିଅ ଆସିଛି। ଓମ୍ଫେଡ ପକ୍ଷରୁ ୧୫ ଟିଣ ନୂଆ ଘିଅ ଆସିଛି।…
୨୦ଦିନରେ ୨ଲକ୍ଷ ମହିଳା ଗ୍ରହଣ କରିଛନ୍ତି କଂଗ୍ରେସର ସଦସ୍ୟତା
ନୂଆଦିଲ୍ଲୀ,୫।୧୦: ଅଲ ଇଣ୍ଡିଆ ମହିଳା କଂଗ୍ରେସ (ଏଆଇଏମସି) ସଭାପତି ଅଲକା ଲାମ୍ବା ଶନିବାର ଘୋଷଣା କରିଛନ୍ତି ଯେ ଦଳର ଦେଶବ୍ୟାପୀ ଅନଲାଇନ ସଦସ୍ୟତା ଡ୍ରାଇଭ ମାଧ୍ୟମରେ ମାତ୍ର ୨୦ ଦିନ ମଧ୍ୟରେ ୨ଲକ୍ଷରୁ ଅଧିକ ମହିଳା କଂଗ୍ରେସରେ ଯୋଗ ଦେଇଛନ୍ତି। ଦିଲ୍ଲୀର…
ଭାରତ-ପାକିସ୍ତାନ ଆଲୋଚନା ବନ୍ଦ: ସଫାସଫା କହିଦେଲେ ଜୟଶଙ୍କର
ଇସଲାମାବାଦ,୫।୧୦: ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ୧୫-୧୬ ଅକ୍ଟୋବରରେ ପାକିସ୍ତାନ ଗସ୍ତ କରିବେ। ଏହି ସମୟରେ ସେ ଇସଲାମାବାଦରେ ହେବାକୁ ଥିବା ଏସସିଓ ହେଡସ ଅଫ ଗଭର୍ନମେଣ୍ଟ (ସିଏଚ୍ଜି) ବୈଠକରେ ଅଂଶଗ୍ରହଣ କରିବେ। ୯ ବର୍ଷ ମଧ୍ୟରେ ଏହା ପ୍ରଥମ ଥର…
ତାତିଲେ ମହିଳା, ଏକାଠି ହୋଇ ନଷ୍ଟ କଲେ ବିପୁଳ ପରିମାଣର ମଦ
ବରଗଡ଼,୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖଲିଆପାଲି ସ୍କୁଲପଡ଼ାରେ ଚାଲିଥିବା କୁଚିଆ ମଦ ବିକ୍ରି ଉପରେ ପୋଲିସ କିମ୍ବା ଅବକାରୀ କିଛି ପଦକ୍ଷେପ ନ ନେବା ପରେ ଶେଷରେ ଅଞ୍ଚଳର ମହିଳାମାନେ ସଂଗଠିତ ହୋଇ ଶନିବାର ସମ୍ପୃକ୍ତ କୁଚିଆ ମଦ ଦୋକାନ…
ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…
ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ ନେଇଥିବା ଏହି ବ୍ୟାଟ୍ସମ୍ୟାନ ପ୍ରାୟତଃ କୋଚ ଏବଂ ବରିଷ୍ଠ ଖେଳାଳିଙ୍କ ସହ ସତର୍କତାର ସହ…
ଚାଷୀଙ୍କୁ ନବରାତ୍ରୀ ଉପହାର ଦେଲେ ମୋଦି: ଚାଷୀଙ୍କ ଆକାଉଣ୍ଟକୁ ଗଲା…
ପୁଣେ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ରିଲିଜ୍ କରିଛନ୍ତି। ଦେଶର କୋଟି କୋଟି ଚାଷୀଙ୍କୁ ନବରାତ୍ରୀ ଉପହାର ଦେଇଛନ୍ତି। ମହାରାଷ୍ଟ୍ର ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୯.୪ କୋଟି ଚାଷୀଙ୍କୁ ୨୦ ହଜାର…
୫ ରାଜ୍ୟର ୨୨ ସ୍ଥାନରେ ଏନଆଇଏ ଚଢାଉ, ଜୈଶ-ଇ-ମହମ୍ମଦ ସହ ରହିଛି ସମ୍ପର୍କ
ନୂଆଦିଲ୍ଲୀ,୫।୧୦: ଜାତୀୟ ଅନୁସନ୍ଧାନ ଏଜେନ୍ସି ବା ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି(ଏନଆଇଏ) ପାଞ୍ଚଟି ରାଜ୍ୟରେ ଚଢାଉ କରିଛି। ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଇନପୁଟ ପାଇବା ପରେ ଏହି ପ୍ରମୁଖ ପଦକ୍ଷେପ ନିଆଯାଇଛି ବୋଲି ବିଶ୍ୱାସ କରାଯାଏ। ସୂଚନାନୁସାରେ, ଟିମ ପ୍ରାୟ…
ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କଡ଼ା ଟାର୍ଗେଟ୍, କହିଲେ ଲୋକେ ଯେଉଁ ଭୂମିକା ଦେଇଛନ୍ତି…
ଭୁବନେଶ୍ୱର,୫ା୧୦: ଶନିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି। କିଛିଦିନ ତଳେ ଭାଜପା ମିଛ କହୁଛି ବୋଲି ନବୀନ କହିଥିଲେ। ମିଛ ପ୍ରତିଶ୍ରୁତି ଦେଇ ଭାଜପା କ୍ଷମତାକୁ ଆସିଥିଲେ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ରାଜ୍ୟରେ…
ଭୁବନେଶ୍ୱର,୫ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ କରାଯିବ। ଓଡ଼ିଶାର ସର୍ବକନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଇବା ପାଇଁ ରାଜ୍ୟସ୍ତରୀୟ ବାଜି ରାଉତ ଜୟନ୍ତୀ…
Archives


