ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’
ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ ଯୁଗର ରାଣୀ ବା ମହିଳାମାନଙ୍କୁ ସମ୍ମାନ ଜଣାଇ ଏହି କଲେକ୍ସନର ଶୁଭାରମ୍ଭ କରାଯାଇଛି। ନିର୍ଭୀକ…
ଆଲିଶାନ୍ର ‘ପୂଜା ପାୱାର’ ଅଫର
ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍ ଆଲିଶାନ୍ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ଅଫର ଜରିଆରେ ଗ୍ରାହକମାନେ ୫୦ରୁ ଅଧିକ ବ୍ରାଣ୍ଡ କଲରପ୍ଲସ୍,…
ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍ଠାରେ ଉଦ୍ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା (ଭୁବନେଶ୍ୱର)ରେ କିସ୍ନାର ପ୍ରଥମ ଶୋ’ରୁମ୍ ହୋଇଥିଲାବେଳେ ଦେଶର ଏହା ୪୧ତମ ଆଉଟ୍ଲେଟ୍ ବୋଲି ହରିକ୍ରିଷ୍ଣା…
ସର୍ବୋଚ୍ଚ ସ୍ତରରେ ସୁନା ଦର
ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲାବେଳେ ରୁପା ମଧ୍ୟ ରେକର୍ଡ ସ୍ତରରେ କାରବାର ହେଉଛି। ସେହିଭଳି ଅନ୍ୟାନ୍ୟ ମୂଲ୍ୟବାନ୍ ଅଳଙ୍କାର…
ନିଆଁ ଲଗାଇ କ୍ଷମା ମାଗିଲେ ମନ୍ତ୍ରୀ
ହାଇଦ୍ରାବାଦ: ତେଲଙ୍ଗାନାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କୋଣ୍ଡା ସୁରେଖା ବୁଧବାର ଅଭିନେତ୍ରୀ ସାମନ୍ଥା ଓ ଅଭିନେତା ନାଗା ଚୈତନ୍ୟଙ୍କ ବିବାହ ବିଚ୍ଛେଦକୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ। ଭାରତ ରାଷ୍ଟ୍ର ସମିତି(ବିଆର୍ଏସ୍)ର କାର୍ଯ୍ୟକାରୀ ସଭାପତି କେ.ଟି. ରାମାରାଓଙ୍କୁ ଟାର୍ଗେଟ କରି…
ବିଗେଷ୍ଟ ଓଲା ସିଜନ ସେଲ୍ର ଶୁଭାରମ୍ଭ
ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍ଟ୍ରିକ୍ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍ (ବସ୍)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଅଭିଯାନ ଅଧୀନରେ କମ୍ପାନୀ ସର୍ବନିମ୍ନ ୪୯,୯୯୯ ଟଙ୍କା ମୂଲ୍ୟରେ ବ୍ରାଣ୍ଡ୍ର ଏସ୍୧ ପୋର୍ଟଫୋଲିଓ…
ପାର୍ବଣରେ ୫୦ ହଜାର କୋଟିର ବ୍ୟବସାୟ ଆକଳନ
ଭୁବନେଶ୍ୱର,୫।୧୦ (ଅନୁରାଧା ମହାରଣା): ନବରାତ୍ରିରେ ରାମଲୀଲା ଗରବା ଏବଂ ଦାଣ୍ଡିଆ ଉସତ୍ବ ପ୍ରତିବର୍ଷ ସାରା ଦେଶରେ ୧୦ ଦିନ ପାଳନ କରାଯାଉଥିବାବେଳେ ଦେଶରେ ବ୍ୟବସାୟିକ କ୍ଷେତ୍ରରେ ଏକ ବଡ଼ ଉତ୍ସାହ ଦେଖିବାକୁ ମିଳିଛି। କନ୍ଫେଡେରେଶନ ଅଫ୍ ଅଲ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି)ର…
ଗୋ-ସେବାଶ୍ରମକୁ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତଙ୍କୁ ଗିରଫ ଦାବି
ଅମରପାଲି,୫।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଜାଲୋଏ ଗ୍ରାମ ପଞ୍ଚାୟତର ଘିକୁଣ୍ଡି ଗ୍ରାମରେ ଥିବା ମା’ ମାହେଶ୍ୱରୀ ଗୋ-ସେବାଶ୍ରମକୁ କେତେଜଣ ଦୁର୍ବୃତ୍ତ ଜାଳିଦେବା ସହିତ ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ହତ୍ୟା ଧମକ ଦେବା ଅଭିଯୋଗ…
ଇଣ୍ଡିଆ ପୋଷ୍ଟ ସହ ଆମାଜନ୍ର ବୁଝାମଣା
ନୂଆଦିଲ୍ଲୀ,୫।୧୦: ଇଣ୍ଡିଆ ପୋଷ୍ଟ ଏବଂ ଆମାଜନ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଆମାଜନ୍ ଟ୍ରାନ୍ସପୋର୍ଟେଶନ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ଓ ଡିପାର୍ଟମେଣ୍ଟ ଅଫ୍ ପୋଷ୍ଟ୍ସ ପକ୍ଷରୁ ଦେଶବ୍ୟାପୀ ସେମାନଙ୍କର ଲଜିଷ୍ଟିକ୍ସ ପାର୍ଟନରଶିପକୁ ମଜଭୁତ କରିବା ପାଇଁ ଏକ ରଣନୈତିକ…
ରିଲାଏନ୍ସ ଟ୍ରେଣ୍ଡ୍ସର ଶରତ-ଶୀତ କଲେକ୍ସନ
ମୁମ୍ବାଇ,୫।୧୦: ଚଳିତ ବର୍ଷର ପାର୍ବଣ ପାଇଁ ରିଲାଏନ୍ସ ଟ୍ରେଣ୍ଡ୍ସ ପକ୍ଷରୁ ଶରତ-ଶୀତ କଲେକ୍ସନର ଶୁଭାରମ୍ଭ କରାଯାଇଛି। ଏପରିକି ପ୍ରତ୍ୟେକ ଦିନ କମ୍ ମୂଲ୍ୟର ଚିନ୍ତାଧାରା ସହ ଆରମ୍ଭ ହୋଇଥିବା ଏହି ନୂଆ କଲେକ୍ସନରେ ପୁରୁଷ, ମହିଳା ଓ ପିଲାମାନଙ୍କ ପାଇଁ ସମସ୍ତ ପ୍ରକାର…
ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବଙ୍କ ଗସ୍ତକୁ ନେଇ ଗଣମାଧ୍ୟମକୁ ଉପେକ୍ଷା
ଅମରପାଲି,୫।୧୦(ପୀତାମ୍ବର ସାହୁ):ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଯାମିନି ଷଡଙ୍ଗୀ ସୁବର୍ଣ୍ଣପୁର ଜିଲା ଗସ୍ତ ବେଳେ ବୀରମହାରାଜପୁର ବ୍ଲକର ବିଭିନ୍ନ ଯୋଜନା, ପ୍ରକଳ୍ପ ଏବଂ କେତେକ ସ୍କୁଲକୁ ଯାଇ ପରିଦର୍ଶନ କରିବା ସହିତ ଏହାର ସମୀକ୍ଷା କରିଛନ୍ତି। ତେବେ ପୂର୍ବରୁ…
ମା’ ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ: ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ…
Archives


