Home

ଏଥର ଜମିବ ଦଶହରା ଲଢ଼େଇ: ପରସ୍ପରକୁ ଟକ୍କର ଦେବେ ଏହି ୪ ଫିଲ୍ମ

”ବିଶେଷଭାବରେ ପୂଜା ପାର୍ବଣ ଅବସରରେ ବଡ ପରଦାରେ ଓଡ଼ିଆ ସିନେମାର ଲଢ଼େଇ ବିଷୟରେ ବେଶ୍‌ ଆଲୋଚନା ହୁଏ। ହେଲେ ଏଥର ଦୁର୍ଗାପୂଜାରେ ଚାରୋଟି ଓଡ଼ିଆ ସିନେମା-‘କର୍ମ’, ‘ଦୁର୍ଗା’, ‘ଭିଲେନ୍‌’ ଏବଂ ‘ଖୋକା ଭାଇ ତୁମ ପାଇଁ’ ମୁକ୍ତିଲାଭ କରିବାକୁ ଯାଉଛି। ନିଜ…

ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ଭୁବନେଶ୍ୱର,୩ା୧୦: ବୁଧବାର  ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି। ତାଙ୍କ ବୟାନ ଶୁଣି ରାଜ୍ୟ ରାଜନୀତି ଆହୁରି ସରଗରମ ହୋଇଉଠିଛି। ସୁଜାତା କହିଛନ୍ତି,…

ନାଗା ଚୈତନ-ସାମନ୍ଥାଙ୍କ ଛାଡପତ୍ରକୁ ନେଇ ଉଠିଲା ଝଡ଼: ବର୍ଷିଲେ ନାଗାର୍ଜୁନ

ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁଙ୍କ ଛାଡପତ୍ର ହୋଇଛି। ଉଭୟ ଆଗକୁ ବଢିଛନ୍ତି। ନାଗା ଏବେ ଅଭିନେତ୍ରୀ ଧୂଲିପାଲାଙ୍କୁ ଡେଟ୍‌ କରୁଛନ୍ତି। କିନ୍ତୁ ଏସବୁ ଭିତରେ ନାଗା ଏବଂ ସାମନ୍ଥାଙ୍କୁ ଛାଡପତ୍ରକୁ ନେଇ ଏବେ ପୁଣି ଚର୍ଚ୍ଚା…

କଲେଜରେ ଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ଗୁରୁବାର ଜଣେ ଛାତ୍ରଙ୍କୁ ଅନ୍ୟ ଗୋଷ୍ଠୀର ୪ ଛାତ୍ର କ୍ଲାସରୁମ୍‌ରେ ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଛାତ୍ର ଜଣକ ଗୁରୁତର ହୋଇଛନ୍ତି। ଛାତ୍ର ଜଣକ ହେଲେ…

କେବେ ଆସିବ ସେହି ଶୁଭଦିନ: ଦିନ ଗଣୁଛନ୍ତି ବରୁଣ

ବରୁଣ ଧାଓ୍ବନ ଏବେ ଦିନ ଗଣିବାରେ ବ୍ୟସ୍ତ। କାରଣ ସେ ଯେଉଁ ଫିଲ୍ମଟିକୁ ନେଇ ଢ଼େର ଆଶା ବାନ୍ଧି ବସିଛନ୍ତି ତାହା ଚଳିତ ବର୍ଷ ଡିସେମ୍ବର ୨୫ରେ ମୁକ୍ତିଲାଭ କରିବାକୁ ଯାଉଛି। ତେଣୁ ସେ ବେଶ୍‌ ଉତ୍ସୁକତାର ସହ ସେହି ଶୁଭ…

ଫିଲ୍ମ କ୍ୟାରିୟରକୁ ନେଇ ଚିନ୍ତାରେ ସୋନାକ୍ଷୀ

ସୋନାକ୍ଷୀ ସିହ୍ନା ଇତି ମଧ୍ୟରେ ହାତକୁ ଦି’ହାତ ହୋଇସାରିଛନ୍ତି। ତେବେ ଯେହେତୁ ବର୍ତ୍ତମାନ ସେ ଶୁଟିଂ ଠାରୁ ନିଜକୁ ଦୂରେଇ ରଖିଛନ୍ତି, ତେଣୁ ଏହି ଅବସର ସମୟ ମଧ୍ୟରେ ସେ ଏକ ନୂଆ ଯୋଜନା ବିଷୟରେ ଚିନ୍ତା କରୁଛନ୍ତି। ସାମୟିକ ବ୍ରେକ୍‌…

ଆସିଲା ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ): ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି। ଏନ୍‌ଟିସିଏ ଦ୍ୱାରା ଫେବୃଆରୀରେ ପ୍ରକାଶିତ ରିପୋର୍ଟ ଅନୁସାରେ, ୨୦୨୨ରେ ରାଜ୍ୟରେ ୫୬୮ ଓ ୨୦୧୮ରେ ୭୬୦…

ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…

ଭୁବନେଶ୍ୱର,୩ା୧୦: ବିଜେଡିକୁ ନେଇ ଭାଜପା ବିଧାୟକ ସନାତନ ବିଜୁଳ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି, ଆଉ ବିକଳ୍ପ ନାହିଁ। ବିଜେଡିକୁ ଆଉ ଭାଙ୍ଗିବାକୁ ପଡ଼ିବନି, ଆପେ ଆପେ ଏହି ଦଳ ଭାଙ୍ଗିଯିବ। ଦେଶରେ…

ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ…

ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିଛନ୍ତି। ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ଚାଲିଛି। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ…

ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…

ଭୁବନେଶ୍ୱର,୩ା୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା…

ଦିନକୁ ୨୦୦ ସିଗାରେଟ୍‌ ଟାଣୁଥିଲେ ଅମିତାଭ ବଚ୍ଚନ: ଆଉ ଏବେ…

ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ଏକ ଶୃଙ୍ଖଳିତ ଜୀବନଶୈଳୀ ପାଇଁ ଜଣାଶୁଣା। ସେ ଧୂମପାନ କିମ୍ବା ମଦ୍ୟପାନ କରନ୍ତି ନାହିଁ । କିନ୍ତୁ ଏପରି ଏକ ସମୟ ଥିଲା ଯେତେବେଳେ ସେ ଦିନକୁ ୨୦୦ ସିଗାରେଟ ଟାଣୁଥିଲେ। ଏକ ପୁରୁଣା ସାକ୍ଷାତକାରରେ…

ଭାରତ ଗସ୍ତରେ ଆସିଥିବା ଜାମାଇକା ପ୍ରଧାନମନ୍ତ୍ରୀ ହଟହଟା, ସୁରକ୍ଷା ଅଭାବରୁ…

ନୂଆଦିଲ୍ଲୀ,୩ା୧୦: ଭାରତ ଗସ୍ତରେ ଆସିଥିବା ଜାମାଇକାର ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କ ସୁରକ୍ଷାକୁ ନେଇ ଏକ ମାମଲା ସାମ୍ନାକୁ ଆସିଛି। ତାଙ୍କୁ ଭାରତ ସଂସଦ ଯିବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ସୁରକ୍ଷା ଏଜେନ୍ସି ମଧ୍ୟରେ ଦ୍ୱନ୍ଦ୍ୱ ଯୋଗୁ ତାଙ୍କର ପୂରା କନ୍‌ଭେନକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri