ଅବ୍ୟବସ୍ଥାରେ ଲୋକାର୍ପଣ ହେଲା ଏକଲବ୍ୟ ଆଦର୍ଶ ବିଦ୍ୟାଳୟ
ଥୁଆମୂଳ ରାମପୁର,୨।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜଲା ଥୁଆମୁଳ ରାମପୁର ବ୍ଳକ ଅଧିନସ୍ଥ ଗୁଣୁପୁର ପଞ୍ଚାୟତ ସ୍ଥିତ ସାଇସୁରୁଣୀ ଗ୍ରାମରେ ହୋଇଥିବା ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଆଭାସୀ ମାଧ୍ୟମରେ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…
ପାଣି ପିଇବାକୁ ଆସି କେନାଲରେ ପଡ଼ିଗଲା ଦନ୍ତାହାତୀ: ଆଉ ତା’ପରେ
ଅମରପାଲି,୩।୧୦(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ରଢିଆପାଲି ନିକଟରେ ହରିହର ଯୋର କେନାଲକୁ ପାଣି ପିଇବାକୁ ଆସି ଏକ ଦନ୍ତା ହାତୀ ପଡିଯାଇଥିଲା। ହାତୀଟି ପ୍ରାୟ ଦୁଇ ଘଣ୍ଟା ପରେ ନିଜେ ନିଜେ ଚେଷ୍ଟା କରି ଉପରକୁ ଆସିଥିଲା। ଖବର…
ଚର୍ଚ୍ଚାରେ ବିନାୟକ ରେସିଡେଣ୍ଟ କଲେଜ:ଅବହେଳା ପାଇଁ ୨୦୧୯ରେ ଜେଲ ଯାଇଥିଲେ ଅଧ୍ୟକ୍ଷ
ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟସ୍ଥ ବିନାୟକ ରେସିଡେଣ୍ଟ କଲେଜରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାକୁ ଆସିଛି। ଗତ ରବିବାର ରାତିରେ ଏଠାକାର ଜଣେ ଯୁକ୍ତ ୨ ଦ୍ୱିତୀୟ ବର୍ଷ (କଳା) ବିଭାଗର ଛାତ୍ର…
ରାଜରାସ୍ତାକୁ ଓହ୍ଲାଇଲା ବିଜେଡି: ସଭ୍ୟ ସଂଗ୍ରହ ଅଭିଯାନକୁ ଆହୁରି ଜୋରଦାର କରିବାକୁ ଆହ୍ବାନ
ଅମରପାଲି,୩।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀଠାରୁ ଜୟ ପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ହେବାକୁ ଥିବା ପଦଯାତ୍ରା ଶୁଭାରମ୍ଭ ହୋଇଛି। ବୀରମହାରାଜପୁର ବ୍ଲକ ବିଜେଡି ଯୁବ ସଭାପତି ତଥା ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ…
ଦୋକାନୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା-ସୁନା
ଜଳେଶ୍ବର,୩।୧୦(ନବୀନ ସାହୁ): ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା। ଦୋକାନ ବନ୍ଦ କରି ବାଇକରେ ଘରକୁ ଫେରୁଥିବା ବେଳେ ଗହଣା ଦୋକାନୀଙ୍କୁ ଆକ୍ରମଣ କରିବା ସହ ମୁଣ୍ତ ରେ ବନ୍ଧୁକ ଲଗାଇ ଗହଣା ଏବଂ…
ଯାତ୍ରା ଚାଲିଥିବାବେଳେ ଅଘଟଣ: ଦର୍ଶକଙ୍କ ଛୁରାମାଡ଼ରେ କମିଟି ସଭ୍ୟ ଆହତ
ଲୋଇସିଂହା,୨।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ବିନ୍ଧାପାଲିରେ ଶ୍ରୀକ୍ଷେତ୍ର ଗଣନାଟ୍ୟ ଅପେରା ଅନୁଷ୍ଠିତ ହେଉଛି। ମଙ୍ଗଳବାର ତୃତୀୟ ରଜନୀ ଜଣେ ଟ୍ରାନ୍ସଜେଣ୍ଡର ଦର୍ଶକଙ୍କ ଉନ୍ମକ୍ତ କାଣ୍ଡ ଭିଆଇଥିଲେ। ଟ୍ରାନ୍ସଜେଣ୍ଡରଙ୍କ ଛୁରା ମାଡ଼ ଆକ୍ରମଣରେ ଆୟୋଜକ କମିଟିର ସଭ୍ୟ ମୁନୁପାଲି…
ଆଜିଠୁ ମହିଳା ଟି୨୦ ବିଶ୍ୱକପ୍: ଅଷ୍ଟ୍ରେଲିଆର ଆଧିପତ୍ୟ ଶେଷ କରିବାକୁ ସୁଯୋଗ
ଦୁବାଇ,୩ା୧୦(ପି.ଟି.):ୟୁଏଇରେ ଗୁରୁବାର ମହିଳା ଟି୨୦ ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି। ବାଂଲାଦେଶ ଓ ସ୍କଟଲାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ ଶାରଜା ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ପରେ ଦୁଇ ଏସୀୟ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ଓ ଶ୍ରୀଲଙ୍କା ପରବର୍ତ୍ତୀ ମ୍ୟାଚ୍ରେ ପରସ୍ପରକୁ…
ନଭେମ୍ବର ୩ରୁ ଓଜେଏସ୍ ମେନ୍
ଭୁବନେଶ୍ୱର,୩ା୧୦ (ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସିି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା (ଓଜେଏସ୍)-୨୦୨୩ ମେନ୍ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ପ୍ରିଲିମିନାରି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମୋଟ ୬୮୦ଜଣ ପରୀକ୍ଷାର୍ଥୀ ମେନ୍ ଦେବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏନେଇ ଓପିଏସ୍ସି…
ଆଜି ନୂଆଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ:୫ ବର୍ଷରେ ୫ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ଲକ୍ଷ୍ୟ
ଭୁବନେଶ୍ୱର,୩।୧୦ (ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ୨ଦିନିିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ।…
୪ରେ ଲଘୁଚାପ ସମ୍ଭାବନା: ବାତ୍ୟା ଆଶଙ୍କାକୁ ନେଇ ଆସିଲା ବଡ଼ ଅପଡେଟ୍…
ଭୁବନେଶ୍ୱର,୩ା୧୦(ଅନିଲ ଦାସ ):ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…
ଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ଖୁବ୍ଶୀଘ୍ର ଏନ୍ଇପି
ଭୁବନେଶ୍ୱର,୩ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାରେ ଖୁବ୍ଶୀଘ୍ର ଜାତୀୟ ଶିକ୍ଷା ନୀତି (ଏନ୍ଇପି) ୨୦୨୦ କାର୍ଯ୍ୟକାରୀ ହେବାକୁ ଯାଉଛି। ଏନେଇ ରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱବିଦ୍ୟାଳୟର ପ୍ରସ୍ତୁତି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ…
ଜରୁରୀ ନ ଥିଲେ ଇରାନ ଯାଅନି: ଭାରତ
ନୂଆଦିଲ୍ଲୀ,୩ା୧୦: କୌଣସି ଅଣଜରୁରୀ କାର୍ଯ୍ୟରେ ଇରାନ ଯାତ୍ରା ନ କରିବାକୁ ଭାରତୀୟମାନଙ୍କୁ ନୂଆଦିଲ୍ଲୀ ପରାମର୍ଶ ଦେଇଛି। ଇରାନର ଇସ୍ରାଏଲ୍ ଆକ୍ରମଣ ପରିପ୍ରେକ୍ଷୀରେ ବୁଧବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତି ଜାରି କରି କହିଛି ଯେ, ଇରାନରେ ବସବାସ କରୁଥିବା ସମସ୍ତ ଭାରତୀୟ…
Archives


