ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ
ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ ତଥା ଜାତୀୟ ରାଇଫଲ ସଂଘର ସଭାପତି କଳିକେଶ ନାରାୟଣ ସିଂହଦେଓ ଯୋଗଦେଇ ଚୟନ ହୋଇଥିବା…
ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ
ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ…
ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି
ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତ ଆହତ ହୋଇଥିଲେ। ଡିସେମ୍ବର ୧୯ରେ ମୁଣ୍ଡରେ ଆଘାତ ଲାଗିଥିବାରୁ ଉଭୟଙ୍କୁ ସଂସଦରୁ…
ଆରଏସ୍ଏସ୍ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା
ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ ଏଭଳି ପ୍ରସଙ୍ଗ ଉଠାଇ ହିନ୍ଦୁମାନଙ୍କର ନେତା ହୋଇପାରିବେ। ବର୍ତ୍ତମାନ ଜଗତ ଗୁରୁ ସ୍ବାମୀ ରାମଭଦ୍ରାଚାର୍ଯ୍ୟ…
ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ
ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର ଭୂମିକା ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ଏହି କମିଶନ ବାଂଲାଦେଶର ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ…
ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା
ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି ଏକପ୍ରକାର ଅଣନିଃଶ୍ୱାସୀ ହେଉଛନ୍ତି। ବଡ଼ କଥା ହେଲା, ଟ୍ରାଫିକ୍ ଛକ ନିକଟରେ ଲେଫ୍ଟ ଫ୍ରି’…
କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍ ଲାଇନ୍ରୁ ମିଳିଲା ମୃତଦେହ
ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍ରେ କଟି ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ପରଜଙ୍ଗ ଥାନା ଡିହଡୋଳ…
୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି
ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏଥିପାଇଁ ଦେଶର ୪୫ ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜନ କରାଯାଇଥିଲା। ଏହି ନୂତନ…
ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା
ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସାକ୍ଷୀ ଦେଇପାରନ୍ତି। ବୋଥ୍ରା ଉକ୍ତ ଘଟଣାର ସମସ୍ତ ଭିଡିଓ ଡିସ୍ପ୍ଲେ କରିପାରନ୍ତି…
ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର
ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ ପ୍ରଭାବିତ ହୋଇଛନ୍ତି। ଗଞ୍ଜାମ ଜିଲାର ବିଜୁ ଜନତା ଦଳ ପକ୍ଷରୁ କ୍ଷତିପୂରଣ ଓ ବିଭିନ୍ନ…
ଭାରତକୁ ମିଳିଗଲା ଲେଡି ଜାହିର ଖାନ୍! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର
ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି, ଯାହାର କାର୍ଯ୍ୟ ଭାରତର କିମ୍ବଦନ୍ତୀ ବୋଲର ଜହିର ଖାନଙ୍କ ସହିତ ସମାନ। ଏହି ଝିଅଟିର…
ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…
ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ, ଅବକାରୀ ଟିମ୍ ଚଢ଼ାଉ କରିଥିଲା। ବ୍ରାଉନସୁଗାର ଜବତ କରିଥିବା ଅବକାରୀ ଟିମ୍ କହୁଥିବା ବେଳେ…
Archives


