ସ୍କୁଲ ଛୁଟି କଲା ହାତୀ
ଉଦଳା,୨ା୧୦(ସନ୍ତୋଷ କୁମାର ବାଚ୍ଛିନୀ):ହାତୀ ଭୟରେ ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ କାଠୁଆବେଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ମଙ୍ଗଳବାର ଛୁଟି କରିଦିଆଯାଇଥିଲା। ବିଦ୍ୟାଳୟଠାରୁ ୫୦ ମିଟର ଦୂରରେ ୨ବଣୁଆ ହାତୀ ବୁଲୁଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କ…
ଡବ୍ଲୁଟିସି ଫାଇନାଲ୍ ପାଇଁ ଭାରତକୁ ଟକ୍କର ଦେବେ ଏହି ୨ ଟିମ୍: ବଦଳିଲା ସମୀକରଣ
କାନୁପର,୧।୧୦: କାନପୁର ଟେଷ୍ଟରେ ବାଂଲାଦେଶ ଉପରେ ଭାରତ ଜିତିବା ପରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପାଇଁ ରେସ୍ରେ ସମୀକରଣ ବଦଳିଥିବା ଜଣାପଡିଛି। ଦୁଇ ଟେଷ୍ଟ ସିରିଜରେ ଭାରତ ବାଂଲାଦେଶକୁ ୨-୦ରେ ପରାସ୍ତ କରିଛି। ପ୍ରାୟ ୩ ଦିନ ଧରି ବର୍ଷା…
ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍ଚିଟ୍
କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍ଚିଟ୍ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ…
ସ୍ତ୍ରୀ ହତ୍ୟାକାରୀ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର,୧ା୧୦(ସୁବାସ ଚନ୍ଦ୍ର ପାଢୀ): ବ୍ରହ୍ମପୁର ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ସ୍ତ୍ରୀଙ୍କୁ ହତ୍ୟା କରିଥିବା ତାଙ୍କ ସ୍ବାମୀ ହିରଣ୍ୟ ସେଠୀ(୪୭)ଙ୍କୁ…
ମହାପ୍ରଭୁଙ୍କ ରୋଷେଇରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ: ଶ୍ରୀମନ୍ଦିର ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ
ପୁରୀ,୧।୧୦: ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାରକୁ ନେଇ ମଙ୍ଗଳବାର ପ୍ରଶାସନ ବନ କାର୍ଯ୍ୟାନୁଷ୍ଠାନ ନେଇଛି। ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଜଣେ ପାଳିଆ ସେବକ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି। ଏମାନଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା…
ଭାରତର କ୍ଲିନ୍ସୁଇପ୍ ପରେ ଡବ୍ଲୁଟିସି ପଏଣ୍ଟ ଟେବୁଲ୍ରେ ବଡ଼ ଓଲଟପାଲଟ
କାନପୁର,୧।୧୦: କାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ବାଂଲାଦେଶକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୦ରେ ହାତେଇଛି। ଏହାପୂର୍ବରୁ ଟିମ ଇଣ୍ଡିଆ ଚେନ୍ନାଇରେ ୨୮୦ ରନ୍ରେ ବାଂଲାଦେଶକୁ ପରାସ୍ତ କରିଥିଲା। ଏହି ବିଜୟ ସହିତ ଭାରତୀୟ ଦଳ ବିଶ୍ୱ ଟେଷ୍ଟ…
ପ୍ରଧାନଶିକ୍ଷୟିତ୍ରୀଙ୍କ ବିରୋଧରେ ଛାତ୍ରୀଙ୍କ ଅଭିନବ ପ୍ରତିବାଦ: ପାଦରେ ୨୧ କିମି ଚାଲି ଚାଲି…
ଭବାନୀପାଟଣା/ଥୁଆମୂଳ ରାମପୁର,୧।୧୦ (ଉତ୍ତମ କୁମାର ଦାଶ/ଦୁର୍ଗା କିର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କିଆପଦରର କସ୍ତୁରବା ଗାନ୍ଧୀ ବିଦ୍ୟାଳୟରେ ମଙ୍ଗଳବାର ସ୍ଥାନୀୟ ଛାତ୍ରୀଙ୍କ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ହଷ୍ଟେଲର ଅବ୍ୟବସ୍ଥା ଓ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଅଭିଯୋଗ କରିବା ପାଇଁ…
ଜଳିଗଲା ସ୍କୁଲ ବସ୍: ୨୫ ଛାତ୍ରୀଛାତ୍ର ଜୀବନ୍ତ ଦଗ୍ଧ
ବ୍ୟାଙ୍କକ,୧।୧୦: ଥାଇଲାଣ୍ଡର ବ୍ୟାଙ୍କକ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ଏଠାରେ ଛାତ୍ର ଓ ଶିକ୍ଷକଙ୍କୁ ନେଇ ଯାଉଥିବା ଏକ ବସ୍ରେ ନିଆଁ ଲାଗିଯାଇଛି। ଏହି ଦୁର୍ଘଟଣାରେ ୨୫ ଜଣ ଛାତ୍ରୀଛାତ୍ର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବସ୍ରେ ମୋଟ ୪୪ ଜଣ…
ବାଂଲାଦେଶକୁ ଧୂଳିଚଟେଇଲା ଭାରତ: ୨-୦ରେ ସିରିଜ୍ ଜିତିଲା
କାନପୁର,୧।୧୦:କାନପୁର ଟେଷ୍ଟରେ ଭାରତ ବାଂଲାଦେଶକୁ ୭ ଉଇକେଟରେ ପରାସ୍ତ କରି ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୦ରେ ଜିତିଛି। ଟିମ ଇଣ୍ଡିଆର ୯୫ ରନ ଲକ୍ଷ୍ୟ ଥିଲା। ଭାରତ ମାତ୍ର ୩ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲେ। ବିରାଟ…
ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ୨ ଯୁବକଙ୍କ ଜୀବନ ଗଲା
ପୁରୀ,୧।୧୦(ଅଜିତ କୂମାର ମହାନ୍ତି): ପୁରୀର ନରେନ୍ଦ୍ର ପୁଷ୍କରିଣୀଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଜେମା’ଙ୍କ ଶ୍ରାଦ୍ଧ ଦେବା ପାଇଁ ପୁରୀ ଆସିଥିବା ଦୁଇ ଯୁବକ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ ପିତୃପକ୍ଷ ଚାଲିଥିବାରୁ ରାଜ୍ୟ…
ରାଜନୈତିକ ରୁଟି ସେକିବାକୁ ନବୀନଙ୍କ ସାମ୍ପ୍ରଦାୟିକ ବୟାନବାଜି, କାହିଁକି ଏମିତି କହିଲେ ଏହି ଭାଜପା ନେତା
ଭୁବନେଶ୍ୱର,୧ା୧୦: ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଇଛି ଭାଜପା। ଦଳ କହିଛି, ନବୀନଙ୍କ ବକ୍ତବ୍ୟରୁ ଜଣାପଡୁଛି ସେ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି। ‘ଏକ୍ସ’ ଜରିଆରେ ଭାଜପା ପକ୍ଷରୁ ମୁଖପାତ୍ର ଅନିଲ ବିଶ୍ବାଳ ପ୍ରତିକ୍ରିୟା ଦେଇଛନ୍ତି। ‘ଏକ୍ସ’ ପୋଷ୍ଟରେ…
ରାହୁଲ ଗାନ୍ଧୀଙ୍କ ପରିବାର ୫୦ ବର୍ଷ ପର୍ଯ୍ୟନ୍ତ ଦେଶକୁ ଲୁଟିଛନ୍ତି, ଏମିତି କହି ସମସ୍ତଙ୍କୁ ଚମକାଇ ଦେଲେ ଗିରିରାଜ
ନୂଆଦିଲ୍ଲୀ,୧।୧୦: କେନ୍ଦ୍ର ବୟନ ମନ୍ତ୍ରୀ ଗିରିରାଜ ସିଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ନିର୍ବାଚନ ଅଭିଭାଷଣ ଉପରେ ଦୃଢ ଆପତ୍ତି ଜଣାଇ ଗାନ୍ଧୀ ପରିବାରର ଇତିହାସକୁ ମନେ ପକାଇ ଦେଇଛନ୍ତି। ଏହା ବ୍ୟତୀତ ମହାରାଷ୍ଟ୍ର ସରକାରଙ୍କୁ ଗୋମାତାକୁ ରାଜ ମାତା ମାନ୍ୟତା…
Archives


