୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ
ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି ବଖାଣିଛନ୍ତି। ଗର୍ଭଧାରଣର ଶେଷ ପର୍ଯ୍ୟାୟରେ ତାଙ୍କ ଗଲବ୍ଲାଡରରେ ଷ୍ଟୋନ ହୋଇଥିବା ଜଣାପଡ଼ିଥିଲା। ଏହା…
ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ
ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି ଦେଇଥିବା ବଳେ ହତ୍ୟାକାରୀ କୋଇଡା ଥାନାରେ ଆତ୍ମସମର୍ପଣ କରିଛନ୍ତି । ଥାନାରେ ପୋଲିସ…
କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର
ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍ ତଥା ଅମ୍ପାୟାର୍ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି ଚାଲିଥିବା ଚିକିତ୍ସା ପରେ ଅକ୍ଟୋବର ୧୨ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ;…
ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା
କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ ତିନି ଭାଇଙ୍କ ଜୀବନ ଚାଲିଯାଇଥିବାରୁ ପରିବାର ସହ ସ୍ଥାନୀୟ ଲୋକେ ମଧ୍ୟ ଗଭୀର…
ବାର୍ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ
ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଇଥିଲେ । ଉକ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବଚାଷୀଙ୍କ…
ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ
ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର ହସ୍ପିଟାଲରୁ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ତାଙ୍କ ଗୋଡ଼ରେ ଏକ ବ୍ରେସ…
ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ
ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ ରହିଥିବା ଖବର ପାଇଲା ପରେ ବିଜୁ ଛାତ୍ର ଜନତା ଦଳର ଛାତ୍ରନେତା ଓ…
ଡେବ୍ୟୁ ମ୍ୟାଚ୍ରେ ଇତିହାସ ରଚିଲେ ଏହି କ୍ରିକେଟର୍: ଭାଙ୍ଗିଲେ କୋହଲିଙ୍କ ରେକର୍ଡ
ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ କରିଛନ୍ତି। ବାଂଲାଦେଶ ବିପକ୍ଷ ନିଜର ପ୍ରଥମ ଟେଷ୍ଟ ଅଧିନାୟକତ୍ୱ ମ୍ୟାଚ୍ରେ ପ୍ରଥମ ପାଳିରେ…
୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍ ଗର୍ଲ
ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍ର ଡ୍ରିମ୍ ଗର୍ଲ ହେମା ମାଳିନୀ । ଅଭିନୟ ଓ ସୌନ୍ଦର୍ଯ୍ୟ ପାଇଁ ପରିଚିତ ହେମା ଜଣେ ଦକ୍ଷ ଭରତନାଟ୍ୟମ୍…
୩୮ ବର୍ଷ ବୟସରେ ଟିମ୍ ବଦଳାଇଲେ ଏହି କ୍ରିକେଟର୍: ପ୍ରଥମ ମ୍ୟାଚ୍ରେ କଲେ ଚମତ୍କାର
ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍ରେ ଜବରଦସ୍ତ ଆରମ୍ଭ କରିଛନ୍ତି। ବିଦର୍ଭ ସହ ପ୍ରାୟ ୧୮ ବର୍ଷର ସମ୍ପର୍କ ଶେଷ କରି ପଞ୍ଜାବ ଦଳରେ…
ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ
ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ ୯ଟା ସମୟରେ CJP ନେତାମାନେ ଦିଲ୍ଲୀର ଜନ୍ତର ମନ୍ତରରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ…
IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍ କହିଲେ…
ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ଏହା ପୂର୍ବରୁ, ୱେଷ୍ଟଇଣ୍ଡିଜ…

