Home

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ କଇଁଛଙ୍କ ସାମୁହିକ ଅଣ୍ଡାଦାନ ହୋଇଥିବା ଜଣାପଡିଛି l ଚତୁର୍ଥ ରାତିରେ ୫୨,୯୦୦ କଇଁଚ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତେବେ ସେହିଦିନଠାରୁ ପରିବାର ଲୋକ ସବୁଆଡ଼େ ଖୋଜାଖୋଜି…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ ଦୁବୃର୍ତ୍ତମାନେ ତାଙ୍କ ଘରେ ପଶି ଟଙ୍କା ଓ ସୁନା ରୁପା ଅଳଙ୍କାର ଲୁଟ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ ମାଧ୍ୟରେ ଧକ୍କା ହୋଇଛି। ଘଟଣାସ୍ଥଳରେ ଜଣେ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ଘଟିଛି।…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ କରିବା ପରେ, ଇରାନ ଆରବ ରାଷ୍ଟ୍ରଗୁଡ଼ିକରେ ତୈଳ ଏବଂ ଗ୍ୟାସ ସୁବିଧାକୁ ଟାର୍ଗେଟ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର ଏହି ପାରମ୍ପରିକ ଯାତ୍ରା ଲୋକଙ୍କ ଭିତରେ ଭରି ଦେଇଛି ଭକ୍ତି ଓ ଭାବ…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି, କାରଣ ଉପସାଗରୀୟ ରାଷ୍ଟ୍ରଗୁଡ଼ିକରେ ଶକ୍ତି ସମ୍ପର୍କିତ ସୁବିଧା ଉପରେ ଆକ୍ରମଣ…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ (LNG) ଭିତ୍ତିଭୂମି ଉପରେ ଆହୁରି ଆକ୍ରମଣ କରେ, ତେବେ ୱାଶିଂଟନ ସାଉଥ୍‌ ପାର୍ସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ କରିଛନ୍ତି, ଏହାକୁ ରୁଷିଆ ଏବଂ ଚାଇନା ଭଳି ପ୍ରମୁଖ ଶକ୍ତି ସହିତ ସମାନ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ ଯାତ୍ରୀଙ୍କ ସୁବିଧାକୁ ନେଇ ସେ ଗୃହରେ କେତେକ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି। ବରଗଡ଼…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ବଳନ କରିଥିଲେ। ଗୁରୁବାର ମା’…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫ ଧାନ ବିକ୍ରି କରି ପାରି ନ ଥିବାରୁ ରବିଧାନ ବିକ୍ରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri