Home

ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ବଢିଲା ଅଡ଼ୁଆ: ମାମଲା ରୁଜୁ କଲା ଇଡି

ବେଙ୍ଗାଲୁରୁ,୩୦।୯: ମହୀଶୁର ନଗର ଉନ୍ନୟନ ପ୍ରାଧିକରଣ(ଏମ୍‌ୟୁଡିଏ) ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ସମସ୍ୟା ବୃଦ୍ଧି ପାଇଛି। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଲୋକାୟୁକ୍ତଙ୍କ ଏଫଆଇଆର ବିଷୟରେ ତଦାରଖ କରି ସିଦ୍ଦରମୈୟାଙ୍କ ବିରୋଧରେ ଟଙ୍କା ହେରଫେର ମାମଲା ରୁଜୁ କରିଛି। ଗତ ସପ୍ତାହରେ ବେଙ୍ଗାଲୁରୁର…

ବସ୍‌ ଯୋଗେ ହେଉଥିଲା ଗଞ୍ଜେଇ ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ଦାରିଙ୍ଗବାଡି, ୩୦।୯(ଅରୁଣ ସାହୁ):କନ୍ଧମାଳ ଜିଲା ଏବେ ଗଞ୍ଜେଇ ଚାଷ ପାଇଁ ଜଣାଶୁଣା। ପୋଲିସ ଯେତିକି ଧରପଗଡ଼ କରୁଛି ଗଞ୍ଜେଇ ବେପାରୀ ନୂଆ ନୂଆ ଉପାୟରେ ଚୋରାଚାଲାଣ କରୁଛି। ଏବେ ଗଞ୍ଜେଇ ଚୋରାଚାଲାଣ ପାଇଁ ଯାତ୍ରୀବାହୀ ବସକୁ ବ୍ୟବହାର କରୁଛନ୍ତି। ସୋମବାର ବସରେ…

ବ୍ଲକ କାର୍ଯ୍ୟାଳୟ ପାଲଟିଲା ରଣକ୍ଷେତ୍ର: ସମିତି ସଭ୍ୟ-ବିପକ୍ଷ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍‌

ପୁରୁଷୋତ୍ତମପୁର,୩୦।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସୋମବାର ରଣକ୍ଷେତ୍ର ପାଲଟିଛି। ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳୀ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ନିର୍ମାଣର ବିଲକୁ ନେଇ ସମିତି ସଭ୍ୟ ଜଗନ୍ନାଥ ପାତ୍ରଙ୍କ ସହ କୋଳାସିଙ୍ଗି ଗ୍ରାମର ନିଗମାନନ୍ଦ ପଣ୍ଡା ଓ…

ରୋମାଞ୍ଚକ ସ୍ଥିତିରେ କାନପୁର ଟେଷ୍ଟ: ଭାରତର ଦବ୍‌ଦବା ଜାରି

କାନପୁର,୩୦।୯: କାନପୁରର ଗ୍ରୀନପାର୍କରେ ଭାରତ ଓ ବାଂଲାଦେଶ ମଧରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟେଷ୍ଟ ମ୍ୟାଚ ବେଶ ରୋଚକ ସ୍ଥିତିରେ ରହିଛି। ଲଗାତାର ଦୁଇ ଦିନ ବର୍ଷାରେ ଧୋଇଯିବା ପରେ ସୋମବାର ଚତୁର୍ଥ ଦିନର ଖେଳ ସମ୍ଭବ ହୋଇଥିଲା। ଭାରତ…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ: ପୀଡିତାଙ୍କୁ ୫ ଲକ୍ଷ ଆର୍ଥିକ ସହାୟତା ଦେବାକୁ ନିର୍ଦ୍ଦେଶ

ବ୍ରହ୍ମପୁର,୩୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତୀ ପଟ୍ଟନାୟକ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଖଲ୍ଲିକୋଟ ଥାନା…

ବନ ବିଭାଗକୁ ବଡ଼ ସଫଳତା: ଏକ ଟନ କଇଁଛ ଜବତ, ୨ ଗିରଫ

ମାଲକାନଗିରି/ଚିତ୍ରକୋଣ୍ଡା,୩୦।୯(ଦୁର୍ଯ୍ୟୋଧନ ପାତ୍ର/ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବନ ବିଭାଗ ତରଫରୁ ଏକ କଇଁଚ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଦୁଇଜଣଙ୍କୁ ଗିରଫ କରିଛନ୍ତି। ଆଜି ସକାଳେ ଚିତ୍ରକୋଣ୍ଡା ବନ ବିଭାଗ ତରଫରୁ ପାଟ୍ରୋଲିଂ ଓ ଗାଡି ଯାଞ୍ଚ୍‌…

ଐତିହାସିକ ରେକର୍ଡ କଲେ ବିରାଟ କୋହଲି: ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ କ୍ରିକେଟର୍‌

ନୂଆଦିଲ୍ଳୀ,୩୦।୯: ଅନ୍ତର୍ଜାତୀୟ କ୍ରିକେଟରେ ୨୭,୦୦୦ ରନ ସ୍କୋର କରିବାରେ ବିରାଟ କୋହଲି ବିଶ୍ୱର ଚତୁର୍ଥ କ୍ରିକେଟର ହୋଇଛନ୍ତି। ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟ ମ୍ୟାଚରେ ସେ ଏହି ସଫଳତା ହାସଲ କରିଛନ୍ତି। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ସେ ୩୫…

ଭଗବାନଙ୍କୁ ରାଜନୀତିଠାରୁ ଦୂରେଇ ରଖ: ଆନ୍ଧ୍ର ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୯: ତିରୁପତି ଲଡୁ ବିବାଦ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭଗବାନଙ୍କୁ ରାଜନୀତିଠାରୁ ଦୂରେଇ ରଖିବା ଉଚିତ୍‌ ବୋଲି ସୁପ୍ରମିକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ସରକାରଙ୍କ ପରାମର୍ଶଦାତାଙ୍କୁ କହିଛନ୍ତି, ଲ୍ୟାବ ରିପୋର୍ଟରେ ଦର୍ଶାଯାଇଛି ଯେ ପରୀକ୍ଷା କରାଯାଇଥିବା ଘିଅକୁ…

ଆଇପିଏଲ୍‌ରେ ନିଲାମରେ ଭାଙ୍ଗିବ ସବୁ ରେକର୍ଡ: ଏହି ୩ ଖେଳାଳିଙ୍କ ଉପରେ ହେବ ଟଙ୍କା ବର୍ଷା

ନୂଆଦିଲ୍ଲୀ,୩୦।୯: ଆଇପିଏଲ ମେଗା ନିଲାମ ପୂର୍ବରୁ ବିସିସିଆଇ ରିଟେସନ୍‌ ସମ୍ବନ୍ଧୀୟ ନିୟମ ଘୋଷଣା କରିଛି। ଆଇପିଏଲ ଦଳ ସର୍ବାଧିକ ୫ ଖେଳାଳିଙ୍କୁ ବଜାୟ ରଖିବାରେ ସକ୍ଷମ ହେବେ। ଏହା ବ୍ୟତୀତ, ରାଇଟ ଟୁ ମ୍ୟାଚ (ଆର୍‌ଟିଏମ୍‌) ମାଧ୍ୟମରେ ଜଣେ ପ୍ଲେୟାର୍‌ ସାମିଲ…

ଇତିହାସ ରଚିଲା ଟିମ୍‌ ଇଣ୍ଡିଆ: ବଡ଼ କାରନାମା କଲେ ରୋହିତ-ଯଶସ୍ବୀ ଯୋଡ଼ି

କାନପୁର,୩୦।୯: କାନପୁର ଟେଷ୍ଟରେ ବାଂଲାଦେଶକୁ ଟିମ ଇଣ୍ଡିଆ ଉପଯୁକ୍ତ ଜବାବ ଦେଇଛି। ପ୍ରଥମ ଇନିଂସରେ ରୋହିତ ଶର୍ମା ଏବଂ ଯଶସ୍ବୀ ଜୟସ୍ବାଲ ତାଙ୍କୁ ଏକ ଭଲ ଆରମ୍ଭ କରିଥିଲେ। ରୋହିତ ଏବଂ ଯଶସ୍ବୀ ମାତ୍ର ୩ ଓଭରରେ ୫୦ ରନରୁ ଅଧିକ…

ଚାଇନାର ନୂଆ ଚାଲ୍‌: ଭାରତର ବଢିଲା ଟେନ୍‌ସନ

ନୂଆଦିଲ୍ଲୀ,୩୦।୯: ଭାରତ ସୀମା ନିକଟରେ କ୍ଷେପଣାସ୍ତ୍ର ମାଡ଼ ରୋକିବାକୁ ଚାଇନା ଏକ ପରୀକ୍ଷା କରିଛି। ପିପୁଲ୍ସ ଲିବରେସନ ଆର୍ମି (ପିଏଲ୍‌ଏ) କରାକୋରମ ମାଳଭୂମି ନିକଟରେ ଏହି ଭୂପୃଷ୍ଠରୁ ବାୟୁ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି। ଚାଇନା ସେନା ଅଗଷ୍ଟ ୨୯ରେ…

ପୋଷକଯୁକ୍ତ ଖାଦ୍ୟ ଯୋଗାଇବ ‘ସକ୍ଷମ’ ଅଙ୍ଗନୱାଡି

ଦାରିଙ୍ଗବାଡି, ୩୦।୯(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ର ନୀଳକନ୍ଦର ସାହି ଏବଂ ସିଆଙ୍ଗବାଲି ଅଙ୍ଗନାୱାଡି କେନ୍ଦ୍ର ପରିସର ମଧ୍ୟରେ ସୋମବାର ପୋଷଣ ଦିବସ ର ସମାପନ ଦିବସ ପାଳନ କରାଯିବା ସହ ‘ସକ୍ଷମ’ ଅଙ୍ଗନାୱାଡି କେନ୍ଦ୍ରର ଉଦଘାଟନ କରାଯାଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri