Home

ରାସ୍ତା ପାଲଟିଛି ସମସ୍ୟା: ଖଟିଆରେ ବୁହାହେଲେ ରୋଗୀ

ବାଲିଗୁଡା,୩୦।୦୯: (ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ବହୁ ମୌଳିକ ସୁବିଧା ଆଜି ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପହଞ୍ଚି ପାରିନାହିଁ। ଅନେକ ସମୟରେ ବିଭିନ୍ନ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଦେଖାଯାଇ ଥାଏ ବିଭିନ୍ନ ପ୍ରକାର ସମସ୍ୟା। କନ୍ଧମାଳ…

ଅଟୋ ଓଲଟି ୭ ଗୁରୁତର

ଭଞ୍ଜନଗର,୩୦।୯(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ପଞ୍ଚାୟତ ତଡ଼ମା ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ ଅଟୋ ଓଲଟି ପଡିଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି। ଆହତ ମାନେ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ…

ନିର୍ବାଚନ ପୂର୍ବରୁ ସରକାରଙ୍କ ବଡ଼ ଘୋଷଣା: ଗାଈକୁ ମିଳିଳା ‘ରାଜମାତା’ ସମ୍ମାନ

ପୁଣେ,୩୦।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଏକନାଥ ଶିନ୍ଦେ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଗାଈକୁ ‘ରାଜମାତା’ ମାନ୍ୟତା ଦେଇଛନ୍ତି। ମହାୟୁତି ସରକାର ଏ ସମ୍ପର୍କରେ ଘୋଷଣା କରିଛନ୍ତି। ସରକାର ସୋମବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନେଇଛନ୍ତି।…

ସୁଭଦ୍ରା ଟଙ୍କା ସହ ମିଳିବ ବଡ଼ ପୁରସ୍କାର, ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୩୦।୯: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଏଣିକି ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ପୁରସ୍କାର ମଧ୍ୟ ମିଳିବ। ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ରବିବାର ଅନ୍ତ ଘଟିଛି।…

ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ, ଉପମୁଖ୍ୟମନ୍ତ୍ରୀ କହିଲେ, ବଦନାମ ହେଲୁଣୁ…

ଭୁବନେଶ୍ୱର,୩୦।୯: ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା…

ବଦଳିଲେ ଟୁଇନ ସିଟି କମିଶନର , ନୂତନ କମିଶନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂ

ଭୁବନେଶ୍ୱର,୩୦।୯: ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ ସିଟି କମିଶନର । ୧୯୯୮ ବ୍ୟାଚ ବରିଷ୍ଠ ଆଇପିଏସ ସୁରେଶ ଦେବଦତ୍ତ ସିଂ ନୂତନ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗାର୍ଡ ଅଫ ଅନର ପ୍ରଦାନ ପରେ ପୂର୍ବତନ କମିଶନର ସଞ୍ଜୀବ…

ନିଜକୁ ବିବାହ କରିଥିବା ସୋସିଆଲ ମିଡିଆ ଷ୍ଟାର କଲେ ଆତ୍ମହତ୍ୟା

ଅଙ୍କାରା,୩୦।୯: ତୁର୍କୀର ପ୍ରସିଦ୍ଧ ଟିକ ଟକ ଷ୍ଟାର କୁବ୍ରା ଆଇକୁଟ ଆତ୍ମହତ୍ୟା କରିଛନ୍ତି। ଖବର ଅନୁଯାୟୀ, ଏକ ଆପାର୍ଟମେଣ୍ଟର ପଞ୍ଚମ ମହଲାରୁ ଡେଇଁ କୁବ୍ରା ତାଙ୍କ ଜୀବନ ହାରିଛନ୍ତି। ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ତାଙ୍କ ଶେଷ…

ଖାର୍ଗେଙ୍କ ଉପରେ ରାଗିଲେ ଶାହା! କହିଲେ ଏମିତି କଥା

ନୂଆଦିଲ୍ଲୀ,୩୦।୯: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିବୃତ୍ତିକୁ ଟାର୍ଗେଟ କରି କହିଛନ୍ତି ଯେ ସେ ତାଙ୍କ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନାବଶ୍ୟକ ଭାବେ ଟାଣି ନେଇଛନ୍ତି। ସୋମବାର ଅମିତ ଶାହା…

ଚନ୍ଦ୍ର ପୃଷ୍ଠରେ ବି ପଡିଲା ଲକ ଡାଉନର ପ୍ରଭାବ! ଚମକାଇ ଦେଉଛି ବୈଜ୍ଞାନିକଙ୍କ ଗବେଷଣା

ନୂଆଦିଲ୍ଲୀ,୩୦।୯: କରୋନା ମହାମାରୀ ସମଗ୍ର ବିଶ୍ୱରେ ୨୦୨୦ରେ ଆତଙ୍କ ଖେଳାଇ ଦେଇଥିଲା। ଏହି ସମୟ ମଧ୍ୟରେ ସମଗ୍ର ବିଶ୍ୱରେ ଲକ ଡାଉନ କରାଯାଇଥିଲା। ତେବେ ଏହି ଲକ ଡାଉନର ପ୍ରଭାବ ଚନ୍ଦ୍ର ପର୍ଯ୍ୟନ୍ତ ପହଞ୍ଚିଛି ବୋଲି କୁହାଯାଇଛି। ଭାରତୀୟ ଅନୁସନ୍ଧାନକାରୀମାନେ ମଧ୍ୟ…

ଖାର୍ଗେ ରାହୁଲଙ୍କ ବିରୋଧୀ, କାହିଁକି ଏମିତି କହିଲେ ଗିରିରାଜ

ନୂଆଦିଲ୍ଲୀ,୩୦।୯: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ରାହୁଲ ଗାନ୍ଧୀ ଏବଂ ଅନ୍ୟାନ୍ୟ ନେତାଙ୍କ ଉପରେ ଖୁବ ବର୍ଷିଛନ୍ତି। ସୋମବାର ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବେଗୁସରାଇରେ ଗିରିରାଜ ସିଂ…

ଗୋଟିଏ ସପ୍ତାହରେ ହେଜ୍‌ବୋଲ୍ଲାର ସପ୍ତମ କମାଣ୍ଡର ନିହତ

ବେରୁଟ୍‌,୩୦।୯: ହେଜ୍‌ବୋଲ୍ଲା ମୁଖ୍ୟ ସୟିଦ ହସନ ନାସରାଲ୍ଲାଙ୍କ ମୃତ୍ୟୁ ପରେ ମଧ୍ୟ ଲେବାନନରେ ଇସ୍ରାଏଲର ଆକ୍ରମଣ ବନ୍ଦ ହେଉନାହିଁ। ରବିବାର ମଧ୍ୟ ଇସ୍ରାଏଲ ଲେବାନନରେ ଏକ ବଡ଼ ଧରଣର ବୋମା ବିସ୍ଫୋରଣ କରିଥିଲା। ଏଥିରେ ୧୦୫ଜଣ ଲୋକ ପ୍ରାଣ ହରାଇଛନ୍ତି। ଲେବାନନର…

ବଲିଉଡରୁ ଅବସର ନେବେ ଶାହାରୁଖ!

ମୁମ୍ବାଇ,୩୦।୯: ବଲିଉଡର କିଙ୍ଗ ଶାହାରୁଖ ଖାନ ଦୀର୍ଘ ଦିନ ଧରି ଦର୍ଶକଙ୍କୁ ମନୋରଞ୍ଜନ ଦେଇଆସୁଥିଲେ। ତାଙ୍କୁ ବଲିଉଡର ଶେଷ ସୁପରଷ୍ଟାର ଭାବେ ବିବେଚନା କରାଯାଏ। ପ୍ରଶଂସକମାନେ ଶାହାରୁଖଙ୍କୁ କିଙ୍ଗ ଖାନ ବୋଲି ମଧ୍ୟ ସମ୍ବୋଧନ କରନ୍ତି। ସମ୍ପ୍ରତି ଶାହାରୁଖ ଖାନ IIFA…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri