ଭାରତ-ଫ୍ରାନ୍ସର ୬୩ ହଜାର କୋଟି ଟଙ୍କାର ମେଗା ଡିଲ୍, ନୌସେନାକୁ ମିଳିବ ୨୬ ଫାଇଟର ଜେଟ୍
ନୂଆଦିଲ୍ଲୀ,୯ା୪: ଭାରତୀୟ ନୌସେନା ପାଇଁ ଫ୍ରାନ୍ସରୁ ୨୬ଟି ରାଫେଲ ସାମୁଦ୍ରିକ ଯୁଦ୍ଧ ବିମାନ କ୍ରୟ କରିବା ପାଇଁ କ୍ୟାବିନେଟ୍ କମିଟି (CCS) ମେଗା ଡିଲ୍କୁ ମଞ୍ଜୁରୀ ଦେଇଛି। ଏହି ଚୁକ୍ତିର ମୂଲ୍ୟ ପ୍ରାୟ ୬୩୦୦୦ କୋଟି ଟଙ୍କା। ଏହି ଚୁକ୍ତିନାମାକୁ ଚୂଡ଼ାନ୍ତ…
ଗୋଟିଏ ସର୍ତ୍ତରେ କ୍ରିକେଟର୍ ହେବାକୁ ଅନୁମତି ଦେଇଥିଲେ ମାତାପିତା: IPLରେ କମାଲ୍ କଲେ ପୁଅ
ନୂଅଦିଲ୍ଲୀ,୯।୪: CSK ବିପକ୍ଷରେ ଶତକ ହାସଲ କରିବା ପରେ ପଞ୍ଜାବ କିଙ୍ଗସ ଖେଳାଳି ପ୍ରିୟାଂଶ ଆର୍ଯ୍ୟଙ୍କୁ ନେଇ ସବୁଠି ଚର୍ଚ୍ଚା। ସେ ଏହି ଶତକୀୟ ଇନିଂସ ଏମିତି ଏକ ସମୟରେ ଖେଳିଥିଲେ, ଯେତେବେଳେ ପଞ୍ଜାବ ୮୩ ରନରେ ୫ ଉଇକେଟ ହରାଇଥିଲା।…
ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଏମିତି ଲେଖିଲେ ଦେବାଶିଷ,ସ୍ବାଭିମାନ ନ ଥିବା ସ୍ବାର୍ଥବାଦୀଙ୍କ…
ଭୁବନେଶ୍ୱର,୯ା୪: ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଦେବାଶିଷ ସାମନ୍ତରାୟ ପ୍ରତିକ୍ରିୟା ଦେଇଛନ୍ତି। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ବିଶେଷକରି ‘ଓଡ଼ିଆ ଅସ୍ମିତା’ ପାଇଁ ବିଜେଡି ହାରିଲା। ଆମେ ଜଗନ୍ନାଥ ପ୍ରଦେଶର ଲୋକ, ଅସ୍ମିତା ରକ୍ଷା ଆମର ମୂଳ ଲକ୍ଷ୍ୟ ବୋଲି…
ଚର୍ଚ୍ଚାରେ ଯମଜ ଭଉଣୀ: MBBS ପରୀକ୍ଷାରେ ସମାନ ନମ୍ବର ରଖି ସୃଷ୍ଟି କଲେ ଅନନ୍ୟ ରେକର୍ଡ
ସୁରତ,୯।୩: ଆଜିକାଲି ଗୁଜରାଟର ଯମଜ ଭଉଣୀ ଚର୍ଚ୍ଚାରେ ଅଛନ୍ତି। ଦୁହେଁ MBBS ପରୀକ୍ଷାରେ ସମାନ ନମ୍ବର ରଖି ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛନ୍ତି। ଗୁଜରାଟର ସୁରତର ବାସିନ୍ଦାର ବାସିନ୍ଦା ରିବା ଏବଂ ରହିନ ହାଫିଜ ଏହି ବିରଳ ସଫଳତାକୁ ସେଲିବ୍ରେଟ୍…
କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍
ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍ ହୋଇଛି। ବସ୍ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ସମ୍ପତ୍ତି ଆଟାଚ୍ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍ ପ୍ରକ୍ରିୟା ଜାରି…
‘ନବକାର ମହାମନ୍ତ୍ର’ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ମୋଦି, ସାଧାରଣ ଜନତାଙ୍କ ମଝିରେ ବସି କଲେ ଜପ
ନୂଆଦିଲ୍ଲୀ,୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଜୈନ ଧର୍ମର ସବୁଠାରୁ ପବିତ୍ର ଏବଂ ସର୍ବବ୍ୟାପୀ ମନ୍ତ୍ର ନବକାର ମହାମନ୍ତ୍ରର ସାମୂହିକ ଜପରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସରଳତା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।…
ଆଉ ଜଣେ ‘ସୀମା ହାଇଦର’ ଆସିଲେ ଭାରତ, ଇନଷ୍ଟାଗ୍ରାମରେ ହୋଇଥିଲା ପ୍ରେମ
ଅମରାବତୀ,୯।୪: ଆଜିର ଡିଜିଟାଲ ଯୁଗରେ, ପ୍ରେମ କାହାଣୀ କେବଳ ଫିଲ୍ମ ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ଫେସବୁକ, ଇନଷ୍ଟାଗ୍ରାମ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ଅନେକ ହୃଦୟକୁ ଯୋଡ଼ିବାରେ କାମ କରିଛି। ଜ୍ୟାକଲିନ ଫୋରେରୋ ଏବଂ ଚନ୍ଦନଙ୍କ ସହିତ ମଧ୍ୟ ସମାନ…
ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ୨୦ ମୃତ, ଜୀବନ ବଞ୍ଚାଇବାକୁ ଡେଇଁ ପଡିଲେ ଲୋକେ
ବେଜିଂ,୯।୪: ଉତ୍ତର ଚାଇନାର ହେବେଇ ପ୍ରଦେଶରୁ ଏକ ଦୁଃଖଦ ଦୁର୍ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ନର୍ସିଂ ହୋମରେ ଅଗ୍ନିକାଣ୍ଡ ଘଟି ୨୦ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ଚେଙ୍ଗଡେ ସହରର ଲୋଙ୍ଗହୁଆ କାଉଣ୍ଟିରେ ଅଗ୍ନିକାଣ୍ଡ ଘଟିଥିଲା।…
କେବେ ଖାଇଛନ୍ତି ସୁନାର ଆଇସ୍କ୍ରିମ୍, ଏହାର ଦାମ୍ ଜାଣିଲେ ଉଡ଼ିଯିବ ହୋସ୍
ଆଜିକାଲି ସୁନାର ଦାମ୍ ୯୦୦୦୦ ଉପରେ ଥିବାବେଳେ ସୋସିଆଲ ମିଡିଆରେ ଏକ ସୁନା ଆଇସ୍କ୍ରିମ୍କୁ ନେଇ ଖୁବ୍ ଚର୍ଚ୍ଚା ହେଉଛି। ଏହାକୁ ହାଇଦ୍ରାବାଦର ‘ହୁବର ଆଣ୍ଡ ହଲି’ ନାମକ ଏକ ରେଷ୍ଟୁରାଣ୍ଟ ଦ୍ୱାରା ତିଆରି କରାଯାଇଛି, ଯାହାକୁ ଲୋକେ ସୋସିଆଲ ମିଡିଆରେ…
ସୋଫାରେ ବସିଲେ ସୋନିଆ-ରାହୁଲ, ହେଲେ ଖାର୍ଗେଙ୍କୁ ମିଳିଲାନି ସ୍ଥାନ, ଭାଜପା କହିଲା…
ଅହମଦାବାଦ,୯।୪: ଭାଜପା ପୁଣି ଥରେ କଂଗ୍ରେସ ଏବଂ ଏହାର ହାଇକମାଣ୍ଡଙ୍କ ଉପରେ ଦଳିତ ବିରୋଧୀ ରାଜନୀତି କରିବାର ଅଭିଯୋଗ ଆଣିଛି। ପ୍ରକୃତରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବୈଠକ ଅହମଦାବାଦରେ ଚାଲିଛି। ଏ ସମ୍ପର୍କିତ ଏକ ଭିଡିଓ ଭାଜପା ନେତା ଅମିତ ମାଲବିୟ…
ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ଜଣେ କର୍ମଚାରୀ ଗୁରୁତର
ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳ ଗୋଳାବାରୁଦ କାରଖାନାରେ ବୁଧବାର ରାସାୟନିକ ଦ୍ରବ୍ୟ ମିଶ୍ରଣ ବେଳେ ବିସ୍ଫୋରଣ ଘଟି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର କର୍ମଚାରୀ ଶିବ ପ୍ରସାଦ ଭୋଇଙ୍କୁ ରାଉରକେଲା…
ନିର୍ଦ୍ଦେଶକୁ ବାଏଁ ବାଏଁ ଉଡ଼ାଇଦେଲେ: ପୁଣି ଏକାଠି ହେଲେ ପୂର୍ବତନ ବିଧାୟକଙ୍କ ପୁଅ, ଆଜି ନବୀନଙ୍କୁ ଦେବେ ଦାବିପତ୍ର
ଭୁବନେଶ୍ୱର, ୯ା୪(ସୁନିତ୍ ମିଶ୍ର):ଓ୍ବକ୍ଫ ବିଲ୍ ପ୍ରସଙ୍ଗରେ ବିଜେଡି ଭାଗ ହୋଇଯାଉଥିବା ଦେଖିବାକୁ ମିଳୁଛି। ପାଣ୍ଡିଆନ୍ଙ୍କୁ ସୁରକ୍ଷା ଦେବାକୁ ଗୋଟିଏ ଗୋଷ୍ଠୀ ଲାଗିପଡ଼ିଛନ୍ତି। ଅନ୍ୟପଟେ ପାଣ୍ଡିଆନ୍ଙ୍କ ହାତରୁ ବିଜେଡି ସାଙ୍ଗଠନିକ ଦାୟିତ୍ୱ ରଖେଇ ନ ଦେବା ଲାଗି ତୃଣମୂଳସ୍ତରରୁ ଆରମ୍ଭକରି ରାଜ୍ୟସ୍ତର ପର୍ଯ୍ୟନ୍ତ…

