Home

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କଡା ଜବାବ ଦେଇ ଚର୍ଚ୍ଚାରେ ଆଇଏଫଏସ୍‌

ଇସଲାମାବାଦ,୨୯।୯: ଆଇଏଏସ୍‌, ଆଇପିଏସ ଏବଂ ଆଇଏଫଏସ୍‌ ଅଧିକାରୀମାନେ ସେମାନଙ୍କ କାର୍ଯ୍ୟ ପାଇଁ ଚର୍ଚ୍ଚାରେ ରହିଥା’ନ୍ତି । ଏବେ ଆଇଏଫଏସ୍‌ ଭାବିକା ମଙ୍ଗଳନନ୍ଦନ ଚର୍ଚ୍ଚାରେ ଅଛନ୍ତି। ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ) କୁ ସମ୍ବୋଧିତ କରି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ…

ବିସିସିଆଇର ବଡ ଆକ୍ସନ, ଆଇପିଏଲରେ ଏମିତି ହେଲେ ୨ ବର୍ଷ ପାଇଁ ବ୍ୟାନ

ନୂଆଦିଲ୍ଲୀ,୨୯।୯: ନଭେମ୍ବରରେ ହେବାକୁ ଥିବା ମେଗା ନିଲାମ ପୂର୍ବରୁ ରିଟେଂସନକୁ ନେଇ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ନିୟମ ଜାରି କରିଛି। ବର୍ତ୍ତମାନ ଆଇପିଏଲ ଫ୍ରାଞ୍ଚାଇଜ ଉପସ୍ଥିତ ଥିବା ଟିମରୁ ମୋଟ ୬ଖେଳାଳିଙ୍କୁ ରିଟେନ କରି ପାରିବ। ରିଟେଂସନ ମାଧ୍ୟମରେ କିମ୍ବା…

ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା ଉନ୍ନୟନ କମିଟି

କର୍ଲାମୁଣ୍ଡା,୨୯ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉନ୍ନୟନ କମିଟି ପକ୍ଷରୁ ଭୁବନେଶ୍ୱରଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ କର୍ଲାମୁଣ୍ଡା ବ୍ଲକରେ ଥିବା ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ। ଏଥିରେ…

ପୁଣି ବିଜେଡିକୁ ଟାର୍ଗେଟ କଲେ ମୋହନ, ଏଥର କହିଦେଲେ ବଡ଼ କଥା..

ଯାଜପୁର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀରେ ପହଞ୍ଚିଛନ୍ତି। ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ା କେନ୍ଦୁଆଠାରେ ମନ କି ବାତ୍‌…

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ାକେନ୍ଦୁଆ ଯାଇଛନ୍ତି। ଉକ୍ତ…

ଆସୁଛି ବଡ଼ ଲଘୁଚାପ: ଏଥର ବର୍ଷାରେ ଭିଜିବ ଦଶହରା…

ଭୁବନେଶ୍ୱର,୨୯।୯: ଚଳିତ ଥର ବର୍ଷାରେ ଭିଜିବ ଦଶହରା। ଆସୁଛି ବଡ଼ ଲଘୁଚାପ। ଅକ୍ଟୋବର ୪ରୁ ୧୦ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି…

ବଡ଼ ସୂଚନା ଦେଲେ ମନମୋହନ, ଖୁବ୍‌ଶୀଘ୍ର ନିଯୁକ୍ତି ପାଇବେ ବୋର୍ଡ…

ଭୁବନେଶ୍ୱର,୨୯ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ନିଯୁକ୍ତ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ ନିଯୁକ୍ତି ପାଇବେ। ସଦସ୍ୟତା ଅଭିଯାନ ପରେ ଯୋଗ୍ୟ ଅଭିଜ୍ଞ ଲୋକଙ୍କୁ ଗୁରୁତ୍ୱ ଦିଆଯିବ ବୋଲି…

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି ନାମୀଦାମୀ ବାଇକ୍‌ ଧରିବାରେ ସକ୍ଷମ ହୋଇଛି। ତିନିଦିନ ତଳେ ରାତିରେ ପାରଳାଖେମୁଣ୍ଡି ପୋଲିସ ପାଟ୍ରୋଲିଂ…

ଟିମ ସିଲେକ୍ସନରେ ଗମ୍ଭୀରଙ୍କ ଇନପ୍ୟାକ୍ଟ, କୋଚଙ୍କ ନିକଟତମ ଖେଳାଳିଙ୍କ ପାଇଁ ଖୋଲିଲା…

ନୂଆଦିଲ୍ଲୀ,୨୯।୯: ବାଂଲାଦେଶ ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ଅଜିତ ଅଗରକରଙ୍କ ନେତୃତ୍ୱରେ ସିନିୟର ଚୟନ କମିଟି ଶନିବାର ରାତିରେ ୧୫ ଜଣିଆ ଦଳ ଘୋଷଣା କରିଛି। ଏହି…

ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ, ନାଳରୁ ମିଳିଲା ମୃତଦେହ

ଭୁବନ,୨୯ା୯(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଭୁଷଳ ପଞ୍ଚାୟତ ଅସୁରବନ୍ଧ ଗ୍ରାମର ବିଷ୍ଣୁ ମଳିକ(୪୪)ଙ୍କ ମୃତଦେହ ରବିବାର ସକାଳେ ପଥରଡଙ୍ଗା ନାଳରୁ ଜବତ କରାଯାଇଛି। ବିଷ୍ଣୁ ଗ୍ରାମରେ ହେଉଥିବା ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ।…

ମୃତ୍ୟୁଦଣ୍ଡ ଦେବା ପରେ ଜଜ୍‌ କାହିଁକି ଭାଙ୍ଗିଦିଅନ୍ତି କଲମ, ଜାଣନ୍ତୁ ଏହା ପଛର ବଡ଼ କାରଣ…

ଯେତେବେଳେ ଜଣେ ଜଜ୍‌ କାହାକୁ ମୃତ୍ୟୁ ଦଣ୍ଡାଦେଶ ଦିଅନ୍ତି, ଏହା ପରେ ସେ ତାଙ୍କ କଲମ ଭାଙ୍ଗିଦିଅନ୍ତି। କିନ୍ତୁ ଏହା ପଛର କାରଣ ଜାଣନ୍ତି କି? ଯଦି ନୁହେଁ, ତେବେ ଜାଣନ୍ତୁ ମୃତ୍ୟୁଦଣ୍ଡ ଦିଆଯିବା ପରେ କଲମର ମୁନ କାହିଁକି ଭାଙ୍ଗନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri