Home

ରାଜନୈତିକ ମଇଦାନରେ ପୂର୍ବତନ କ୍ରିକେଟରଙ୍କ ଏଣ୍ଟ୍ରି, ଭାଜପାରେ ହେଲେ ସାମିଲ 

ନୂଆଦିଲ୍ଲୀ,୮।୪: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଖେଳାଳି କେଦାର ଜାଦବ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି। ସେ ମୁମ୍ବାଇରେ ମହାରାଷ୍ଟ୍ରର ମନ୍ତ୍ରୀ ଏବଂ ରାଜ୍ୟ ଭାଜପା ମୁଖ୍ୟ ଚନ୍ଦ୍ରଶେଖର ବାୱଙ୍କୁଲେ, ଅଶୋକ ଚୌହ୍ବାନ ଏବଂ ଅନ୍ୟାନ୍ୟ ନେତାଙ୍କ…

ଦୋକାନରୁ ୨.୪୫ ଲକ୍ଷ ଟଙ୍କା ଚୋରି, ଛାଡି ଚାଲିଗଲେ ୩୮,୦୦୦ ଟଙ୍କା: ଚୋରିର ‘ଇମୋଶନାଲ୍‌ କାହାଣୀ’ ଶେୟାର କଲେ ଚୋର

ଭୋପାଳ,୮।୪: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ ଜଣେ ବ୍ୟକ୍ତି ଏକ ଦୋକାନରୁ ୨.୪୫ ଲକ୍ଷ ଟଙ୍କା ଚୋରି କରିଥିଲେ। ଆଶ୍ଚର୍ଯ୍ୟଜନକ କଥା ହେଉଛି, ସେ ରାମନବମୀ ଦିନ ହୋଇଥିବା ଏହି ଚୋରି ପାଇଁ ଏକ କ୍ଷମା ପ୍ରାର୍ଥନା ପତ୍ର ମଧ୍ୟ ଛାଡିଯାଇଥିଲେ। ଚୋର…

୬ ବର୍ଷ ପରେ Indian Idol ଛାଡ଼ିଲେ ବିଶାଲ ଦଦଲାନୀ, ଏହି କାରଣ ପାଇଁ…

ମୁମ୍ବାଇ: ସୋନି ଟିଭିର ଲୋକପ୍ରିୟ ରିଆଲିଟି ଶୋ’ ମଧ୍ୟରୁ ‘ଇଣ୍ଡିଆନ ଆଇଡଲ’ ଅନ୍ୟତମ। ନିକଟରେ ଏହାର ଗ୍ରାଣ୍ଡ ଫାଇନାଲ ହୋଇଥିଲା। କୋଲକାତାର ୨୪ ବର୍ଷୀୟ ମାନସୀ ଘୋଷ ଏହାର ଟ୍ରଫି ଜିତିଥିଲେ। ଚଳିତ ସିଜନକୁ ରାପର ବାଦ୍‌ଶାହା, ଶ୍ରେୟା ଘୋଷାଲ ଏବଂ…

ଜୟପୁର ସିରିଏଲ ବୋମା ବିସ୍ଫୋରଣ ମାମଲା: ୧୭ ବର୍ଷ ପରେ ଆସିଲା କୋର୍ଟଙ୍କ ରାୟ

ଜୟପୁର,୮।୪:ରାଜସ୍ଥାନର ରାଜଧାନୀ ଜୟପୁରରେ ୨୦୦୮ରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣ ମାମଲାର ସମସ୍ତ ୪ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। କୋର୍ଟ ଏ ସମ୍ପର୍କରେ ଏକ ବିସ୍ତୃତ ୬୦୦ ପୃଷ୍ଠାର ନିଷ୍ପତ୍ତି ଜାରି କରିଛନ୍ତି। ୧୩ ମେ, ୨୦୦୮ରେ ଜୟପୁରରେ…

ସିମନବାଡିରେ ପଞ୍ଚୁଦଣ୍ଡ ମିଳନ: ଦେଖିବାକୁ ମିଳିଲା ବନ୍ୟଜନ୍ତୁଙ୍କ ସୁରକ୍ଷାର ଦୃଶ୍ୟ

ଦାରିଙ୍ଗବାଡି,୭।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ମଙ୍ଗଳବାର ପଞ୍ଚୁଦଣ୍ଡ ମିଳନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଦ୍ବିପ୍ରହରରେ ଧୂଳି ଦଣ୍ଡ ଅନୁଷ୍ଠିତ ହୋଇଥିଲା। ଏଥିରେ ପାରମ୍ପରିକ କୃଷି, ଖାଦ୍ୟ, ବନ୍ୟଜନ୍ତୁଙ୍କ ସୁରକ୍ଷାର ଦୃଶ୍ୟ ଦେଖିବାକୁ ମିଳିଥିଲା। କାହିଁ କେଉଁ ଅମଳରୁ କନ୍ଧମାଳରେ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୪ ମନ୍ତ୍ରୀ-ବିଧାୟକ: ରାଜ୍ୟବାସୀଙ୍କ ବିକାଶ ଲାଗି କଲେ ପ୍ରାର୍ଥନା

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ଘଟିଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନସମାଗମ ହୋଇଥିବାବେଳେ ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ,…

ପୁଣି ଅଜା ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ: ସାନ ଝିଅ ହେବେ ମା’

ଓ୍ବାଶିଂଟନ୍‌,୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନ ଝିଅ ଟିଫାନି ଟ୍ରମ୍ପ ଖୁବ ଶୀଘ୍ର ମା’ ହେବାକୁ ଯାଉଛନ୍ତି। ୩୧ ବର୍ଷୀୟା ଟିଫାନି ଚଳିତ ବର୍ଷ ଏପ୍ରିଲରେ ତାଙ୍କର ପ୍ରଥମ ସନ୍ତାନକୁ ଜନ୍ମ ଦେବାକୁ ଯାଉଛନ୍ତି। ଟିଫାନିଙ୍କ ସନ୍ତାନ ହେବ ଡୋନାଲ୍ଡ…

ଚାଲିଛି ଓଡ଼ିଆ ପକ୍ଷ: ବିଶ୍ୱବିନାୟକ କଲେଜ ପକ୍ଷରୁ ୩୪ ୟୁନିଟ ରକ୍ତ ସଂଗ୍ରହ

ପାଟଣା,୮।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇ ଟାଙ୍ଗିରୀସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜ ଯୁବ ରେଡକ୍ରସ ଶାଖା ତରଫରୁ ଓଡ଼ିଆ ପକ୍ଷ ଉପଲକ୍ଷେ ମଙ୍ଗଳବାର ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୩୪ ୟୁନିଟ ରକ୍ତ ସଂଗୃହୀତ…

IPL 2025: ଆପିଏଲ୍‌ରେ ସବୁଠୁ ବିପଜ୍ଜନକ ବୋଲର୍‌ କିଏ? ଗେଲ୍‌ ଦେଲେ ଚମକାଇବା ଭଳି ଜବାବ

ନୂଆଦିଲ୍ଲୀ,୮।୪: IPL 2025 ଚାଳିଥିବା ବେେଳେ ବିଶ୍ୱର ବିସ୍ଫୋରକ ବ୍ୟାଟସମ୍ୟାନ କ୍ରିସ ଗେଲ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ‘ୟୁନିଭର୍ସ ବସ’ ଭାବରେ ଜଣାଶୁଣା ଗେଲ ଭାରତୀୟ ପେସର୍‌ ଜସପ୍ରୀତ ବୁମରାଙ୍କୁ ସବୁଠାରୁ ବିପଦଜନକ ବୋଲର ଭାବରେ ବାଛିଛନ୍ତି। ବୁମରା ଆଇପିଏଲରେ…

ଭବ୍ୟ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ହେବ ରାମ ଦରବାର

ଅଯୋଧ୍ୟା,୮।୪: ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ଭଗବାନ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ପ୍ରାୟ ଦେଢ଼ ବର୍ଷ ପରେ ଏବେ ଆଉ ଏକ ପ୍ରାଣ ପ୍ରତିଷ୍ଠ ହେବାକୁ ଯାଉଛି। ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ବିଶାଳ ଦରବାର ମଧ୍ୟ ନିର୍ମିତ ହୋଇଛି।…

ପୁରୁଣା ସିମ୍ କାର୍ଡ ବଦଳାଇବେ କେନ୍ଦ୍ର ସରକାର, ଚାଇନା ଚିପସେଟ୍ ପାଲଟିଛି ଚିନ୍ତାର କାରଣ

ନୂଆଦିଲ୍ଲୀ,୮।୪: ଦେଶର ସର୍ବୋଚ୍ଚ ସାଇବର ସିକ୍ୟୁରିଟି ଏଜେନ୍ସିର ଅନୁସନ୍ଧାନ ପରେ ଚାଇନା ଚିପସେଟର ନମୁନା ମିଳିବାରୁ ଭାରତ ପୁରୁଣା ମୋବାଇଲ୍ ଫୋନ୍ ସିମ୍ ବଦଳାଇବାକୁ ଏକ ପ୍ରସ୍ତାବ ଉପରେ ବିଚାର କରୁଥିବା ଦୁଇଜଣ ଅଧିକାରୀ କହିଛନ୍ତି। ଜାତୀୟ ସାଇବର ସୁରକ୍ଷା ସଂଯୋଜକ…

ନିୟମିତ ଖାଆନ୍ତୁ ଦହି ଭାତ!

ଗ୍ରୀଷ୍ମ ଋତୁରେ ଅନେକେ ଲୋକ ଦହି ଭାତ ଖାଇବାକୁ ପସନ୍ଦ କରି ଥାଆନ୍ତି। ବିଶେଷ କରି ଓଡ଼ିଆ ଘରେ ଦହି ପଖାଳର ଚାହିଦା ଟିକେ ଅଲଗା। ଛୋଟଠାରୁ ବଡ଼ ସମସ୍ତେ ଏହାକୁ ଖୁବ ପସନ୍ଦ କରନ୍ତି। ଖରା ଗରମରୁ ମଧ୍ୟ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?