Home

ଲିସବନରେ ସମ୍ମାନୀତ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଲିସବନ,୮।୪: ଲିସବନ ମେୟର କାର୍ଲୋସ ମୋଡାସ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ‘ସିଟି କି ଅଫ ଅନର’ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆୟୋଜିତ ଉତ୍ସବରେ ତାଙ୍କୁ ସ୍ବାଗତ କରିବା ସମୟରେ କାର୍ଲୋସ ମୋଏଡାସ କହିଥିଲେ, ‘ନମସ୍ତେ! ରାଷ୍ଟ୍ରପତି ମହାଶୟ।…

ଭୟଙ୍କର ଭବିଷ୍ୟବାଣୀ କଲେ ବାବା ଭେଙ୍ଗା, ଏଥର କହିଲେ ମଣିଷକୁ ପୃଥିବୀ ଛାଡିବାକୁ ପଡ଼ିବ

ନର୍ଥ ମାସିଡୋନିଆ: ବୁଲଗେରିଆର ଭବିଷ୍ୟଦ୍ବକ୍ତା ବାବା ଭେଙ୍ଗାଙ୍କର ପ୍ରକୃତ ନାମ ଥିଲା ଭେଙ୍ଗେଲିଆ ପାଣ୍ଡେଭା ଗୁଷ୍ଟରୋଭା। ତାଙ୍କର ଜନ୍ମ ୧୯୧୧ ମସିହାରେ ହୋଇଥିଲା। ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ଭବିଷ୍ୟବାଣୀ କରିଛନ୍ତି। ଏପରି ଏକ ଭବିଷ୍ୟବାଣୀରେ ସେ କହିଛନ୍ତି ଯେ…

ଏଇ ଭାରତରେ

କମ୍‌ ବୟସରେ ସ୍ବାମୀଙ୍କୁ ହରାଇବା ପରେ ଧୈର୍ଯ୍ୟହରା ନ ହୋଇ ଜଣେ ଜୀବନରେ କିଭଳି ସଶକ୍ତ ହୋଇପାରନ୍ତି ତାହାର ବଳିଷ୍ଠ ଦୃଷ୍ଟାନ୍ତ ହେଉଛନ୍ତି ଗୁଣ୍ଟର ନିବାସୀ କୋଣ୍ଡା ଉଷାରାଣୀ। ନୁଟାକି ଗାଁରେ ଜନ୍ମିତ କୋଣ୍ଡା ୧୦ମ ଶ୍ରେଣୀରୁ ଫାଠ ଛାଡ଼ି ଦେଇଥିଲେ…

ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁବାଟିକା ଖୋଲାଯିବ ; ଯେଉଁଠି ୫ ରୁ ୬ ବର୍ଷ ବୟସର ପିଲାମାନେ ପ୍ରି-ସ୍କୁଲ ଶିକ୍ଷା ଗ୍ରହଣ କରିବେ ବୋଲି ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକାରଣ କର୍ତ୍ତୃପକ୍ଷ…

ତିନି ଲଫାପା ଉପାଖ୍ୟାନ

ସାଧାରଣତଃ ବିଭିନ୍ନ କଲେଜସ୍ତରରେ ନେତୃତ୍ୱ ନେଉଥିବା ଛାତ୍ରୀଛାତ୍ରମାନଙ୍କ ମଧ୍ୟରୁ ରାଜନେତାମାନେ ଆସିଥାନ୍ତି। ତାହା ବ୍ୟତୀତ ସମାଜରେ କିଛି ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କ ପିଲାମାନେ ହେଉ ବା ପ୍ରକୃତ ସମାଜସେବୀ ପରିବାର ପୃଷ୍ଠଭୂମିରୁ ଆସି ରାଜନୀତିରେ ଯୋଗଦେଇଥାନ୍ତି। ଆହୁରି ମଧ୍ୟ ଦେଶର ପ୍ରାୟ ସମସ୍ତ…

ଅପେକ୍ଷା କରି ବସିଛନ୍ତି

ତାମିଲନାଡୁର ଥୁଟୁକୁଡ଼ି ଜିଲାରେ ଏକ ପୋଲିସ ହାଜତ ମୃତ୍ୟୁ ଘଟଣାର ୨୫ ବର୍ଷ ପରେ ସ୍ଥାନୀୟ ଅଦାଲତ ଜଣେ ପୋଲିସ ଡିଏସ୍‌ପି ଓ ଇନ୍ସପେକ୍ଟରଙ୍କ ସମେତ ୯ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପ୍ରିଲ ୬ରେ ଥୁଟୁକୁଡ଼ି ଅତିରିକ୍ତ ଜିଲା…

ଇଣ୍ଡିଗୋ ବିମାନକୁ ବୋମୋରେ ଉଡାଇ ଦେବାକୁ ଧମକ, ବାଥରୁମରୁ ମିଳିଥିବା ଚିଠିକୁ ନେଇ…

ନୂଆଦିଲ୍ଲୀ,୮।୪: ସୋମବାର ରାତିରେ ଜୟପୁରରୁ ମୁମ୍ବାଇ ଆସୁଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନରେ ଏକ ଧମକପୂର୍ଣ୍ଣ ଚିଠି ମିଳିବା ପରେ ମୁମ୍ବାଇ ବିମାନବନ୍ଦରରେ ଉତ୍ତେଜନା ପ୍ରକାଶ ପାଇଥିଲା। ସତର୍କତାମୂଳକ ପଦକ୍ଷେପ ସ୍ବରୂପ, ରାତି ୮ଟା ୪୩ରେ ମୁମ୍ବାଇ ବିମାନବନ୍ଦରରେ ସମ୍ପୂର୍ଣ୍ଣ ଜରୁରୀକାଳୀନ…

ନାଇଟ ଡ୍ୟୁଟିରେ କେବଳ ୨ ଲ୍ୟାଣ୍ଡିଂ, ସପ୍ତାହକୁ ୪୮ ଘଣ୍ଟା ବିଶ୍ରାମ, ପାଇଲଟଙ୍କ ପାଇଁ ଆସିଲା ନୂଆ ନିୟମ

ନୂଆଦିଲ୍ଲୀ,୮।୪: ଭାରତୀୟ ପାଇଲଟମାନଙ୍କର ଛଅ ବର୍ଷର ଲମ୍ବା ଆଇନଗତ ଏବଂ ନୈତିକ ଲଢ଼େଇ ଶେଷରେ ଫଳପ୍ରଦ ହୋଇଛି। ଏକ ଐତିହାସିକ ରାୟରେ, ଦିଲ୍ଲୀ ହାଇକୋର୍ଟ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (DGCA)କୁ ୧ ଜୁଲାଇ, ୨୦୨୫ ଠାରୁ ନୂତନ ଡ୍ୟୁଟି ଏବଂ…

ପୂର୍ବତନ ବିଧାୟକଙ୍କ ପରଲୋକ

ଢେଙ୍କାନାଳ,୮।୪: ପୂର୍ବତନ ବିଧାୟକ ପ୍ରଫୁଲ ଭଞ୍ଜଙ୍କର ମଙ୍ଗଳବାର ସକାଳେ ପରଲୋକ ହୋଇଛି । ଢେଙ୍କାନାଳ ସହର ମିନାବଜାର ସ୍ଥିତ ତାଙ୍କ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଜନିତ କାରଣରୁ ସେ କିଛିଦିନ ହେବ ଅସୁସ୍ଥ ଥିଲେ। ଘରେ…

ଭାଜପା ନେତାଙ୍କ ଘର ବାହାରେ ଫୁଟିଲା ବୋମା

ଜଳନ୍ଧର,୮।୪: ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ ହୋଇଛ। ବିସ୍ଫୋରଣର ସୂଚନା ପାଇ ପୋଲିସ ସେଠାରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ଫୋରେନସିକ ଦଳ ସେହି ସ୍ଥାନରେ ପହଞ୍ଚିଛ। ପୂର୍ବତନ ମନ୍ତ୍ରୀ ମନେରଞ୍ଜନ କାଲିଆ…

ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ: ସର୍ବେକ୍ଷଣ ଆରମ୍ଭ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍‌ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍‌ରେ ଜଳ ସମ୍ପଦ…

ରୋମାଞ୍ଚକ ମୁକାବିଲାରେ ମୁମ୍ବାଇକୁ ହରାଇଲା ଆରସିବି: ଶେଷ ଓଭରରେ ଯାଦୁ ଦେଖାଇଲେ କ୍ରୁନାଲ

ମୁମ୍ବାଇ, ୭।୪-ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଆରସିବି ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଆରସିବି ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?