ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୨୮ା୯: ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥା ଆଦେଶ ୨୦୧୬ ସଂଶୋଧିତ ହୋଇପାରେ।…
ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ
ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ ପରାଜୟ ବରଣ ପରେ ନବୀନ ଏବେ ଆକ୍ଟିଭ୍ ହୋଇଯାଇଛନ୍ତି। ଦଳୀୟ ନେତାମାନଙ୍କୁ ଡାକି…
ଅନାହାରରେ ଆଖିବୁଜିଲେ ମା’, ବସୁନ୍ଧରା ଗଲେ ନାବାଳିକା ଝିଅ
ନିଶ୍ଚିନ୍ତକୋଇଲି,୨୮।୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ନାଟକାଇ ଗ୍ରାମରେ ଅନାହାରରେ ମହିଳା ମୁତ୍ୟୁବରଣ କରିଛନ୍ତି। ପରେ ତାଙ୍କ ନାବାଳିକା ଝିଅକୁ ସିଡିପିଓ ସତ୍ୟଭାମା ବିଶୋଇ ବସୁନ୍ଧରାକୁ ପଠାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଜଗତ୍ସିଂହପୁର ଜିଲାର ସ୍ବର୍ଗତ ଅଶୋକ କୁମାର ନାୟକଙ୍କ ସ୍ତ୍ରୀ…
ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ
ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା ଆଜି ସବୁଆଡ଼େ ନିରାଶା ସୃଷ୍ଟି କରିଛି। ମହିଳାମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ଏପରି…
‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’
ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ…
ଦୌଡ଼ି ଯାଇ କୋହଲିଙ୍କ ପାଦ ଛୁଇଁଲେ ଗ୍ରାଉଣ୍ଡ୍ସମ୍ୟାନ୍: ଆଉ ତା’ପରେ…
ନୂଆଦିଲ୍ଲୀ,୨୮।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ କାନପୁରରେ ଖେଳାଯାଉଛି। ପ୍ରଥମ ଦିନରେ ଖରାପ ପାଗ ହେତୁ କେବଳ ୩୫ ଓଭର ଖେଳାଯାଇଥିଲା। ପ୍ରଥମ ଦିନର ଖେଳ ଶେଷରେ ବାଂଲାଦେଶର ସ୍କୋର ୩ ଉଇକେଟ ହରାଇ ୧୦୭ ରନ ରହିଛି।…
ବୁଝିଗଲେଣି ମୁଇଜୁ, ଭାରତ ବିନା ଚଳି ପାରିବନି ମାଲଦ୍ୱୀପ
ନୂଆଦିଲ୍ଲୀ/ମାଲେ,୨୮।୯: ମାଲଦ୍ୱୀପର ରାଷ୍ଟ୍ରପତି ମହମ୍ମଦ ମୁଇଜୁ ବର୍ତ୍ତମାନ ଅନୁତାପ କରୁଥିବା ଜଣାପଡିଛି। ଏଥିରୁ ଜଣାପଡିଛି ଯେ ସେ ମଧ୍ୟ ବୁଝିଛନ୍ତି ଯେ ତାଙ୍କ ଦେଶ ଭାରତ ବିନା କିଛି କାର୍ଯ୍ୟ କରିପାରିବ ନାହିଁ। ଏହି କାରଣରୁ ସେ ଖୁବ ଶୀଘ୍ର ଦିଲ୍ଲୀ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ
କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶୁକ୍ରବାର ରାତିରେ…
ଶେଖ ହାସିନାଙ୍କୁ ବାଂଲାଦେଶ ଫେରାଇ ଦେବ ଭାରତ? ପୁରୁଣା ସନ୍ଧି ବଢାଇପାରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସମସ୍ୟା
ଢାକା/ନୂଆଦିଲ୍ଲୀ,୨୮।୯: ବାଂଲାଦେଶର ଅପଦସ୍ଥ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ପ୍ରତ୍ୟର୍ପଣ ପ୍ରସଙ୍ଗ ପୁଣି ଥରେ ମୁଣ୍ଡ ଟେକିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଓକିଲ କରିମ ଏଏ ଖାନଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ…
କ୍ରିକେଟ ପ୍ରେମୀଙ୍କ ପାଇଁ ଖରାପ ଖବର: ବର୍ଷା ପାଇଁ ଦ୍ୱିତୀୟ ଦିନର ଖେଳ…
କାନପୁର,୨୮।୯: କାନପୁରର ଗ୍ରୀନ ପାର୍କରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନ ମଧ୍ୟ ଖରାପ ପାଗ ଦ୍ୱାରା ପ୍ରଭାବିତ ହେଉଛି। ମ୍ୟାଚ ସକାଳ ୯ଟା ୩୦ରେ ଆରମ୍ଭ ହେବାର ଥିଲା। କିନ୍ତୁ, ଖରାପ ପାଗକୁ…
ପାକିସ୍ତାନକୁ ମୁହେଁ ମୁହେଁ ଶୁଣାଇଦେଲା ଭାରତ: ପାକିସ୍ତାନ ଆତଙ୍କବାଦର ଫ୍ୟାକ୍ଟ୍ରି
ନୂଆଦିଲ୍ଲୀ,୨୮।୯: ମିଳିତ ଜାତିସଂଘରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏହାକୁ ନେଇ ଭାରତ ପ୍ରତିକ୍ରିୟା ରଖିଛି। UNGAରେ ରାଇଟ ଟୁ ରିପ୍ଲାଏ ସମୟରେ ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ ଭାଷଣକୁ ଭାରତୀୟ କୂଟନୀତିଜ୍ଞ ଭାବିକା ମଙ୍ଗଲାନନ୍ଦ ଭର୍ସନା କରିଛନ୍ତି। ସେ…
କୁଲଗାମ ଏନକାଉଣ୍ଟର: ୪ ଯବାନ ଆହତ
ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର କୁଲଗାମର ଆଡିଗାମ ଦେବସର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି। ଏହି ଏନକାଉଣ୍ଟରରେ ତିନି ସେନା ଯବାନ ଏବଂ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୋସିଆଲ…
Archives


