Home

ଅନେକ ରୋଗକୁ ଦୂରେଇ ଦିଏ ଏହି ଫୁଲ

ଆପଣଙ୍କ ବଗିଚାରେ ଉଜ୍ଜ୍ୱଳ ଲାଲ, ଧଳା, ଗୋଲାପୀ, ହଳଦିଆ ଏବଂ କମଳା ରଙ୍ଗର ଫୁଲ, ଯାହାକୁ ହିବିସ୍କସ ବା ମନ୍ଦାର କୁହାଯାଏ, ସହଜରେ ଫୁଟିଥିବା ଦେଖିହେବ। ଦେବୀ-ଦେବତାଙ୍କ ପ୍ରିୟ ହେବା ବ୍ୟତୀତ, ଆୟୁର୍ବେଦରେ ଏହାର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ମଧ୍ୟ ଅଛି…

ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲାକୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୪: ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୮ ତାରିଖ ଯାଏ ଉତ୍ତରପଶ୍ଚିମ ଦିଗରେ ଏହା ଗତି କରିବ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ। ୪୮ ଘଣ୍ଟା ଯାଏ ସାମାନ୍ୟ ଉତ୍ତର ଆଡ଼କୁ…

ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ। ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ…

ଟାର୍ଗେଟ ପୂରଣ ନ ହେବାରୁ କୁକୁର ଭଳି ବ୍ୟବହାର ଘଟଣା: ଭିଡିଓ ଭାଇରାଲ ପରେ କେରଳ ଶ୍ରମବିଭାଗର ତନାଘନା

କୋଚି, ୭।୪: କେରଳର କୋଚିସ୍ଥିତ ପେରୁମ୍ବୁରରେ ଥିବା ଏକ ପ୍ରାଇଭେଟ ମାର୍କେଟିଂ କମ୍ପାନୀର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଖରାପ ପ୍ରଦର୍ଶନ କରିଥିବା ଜଣେ କର୍ମଚାରୀଙ୍କୁ ଅମାନବୀୟ ବ୍ୟବହାର କରାଯାଉଥିବାର ଦେଖିବାକୁ ମିଳିଛି।…

ପ୍ରଫୁଲ୍ଲ ଘଡ଼ାଇଙ୍କ ବିସ୍ଫୋରକ ବୟାନ: ନବୀନ ସାମ୍ନାକୁ ଆସିଲେ ସବୁ ସତ…

ଭୁବନେଶ୍ୱର,୭ା୪: ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଏବେ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ବିଶେଷକରି ଓ୍ବକ୍‌ଫ ବିଲକୁ ନେଇ ସେ କହିଛନ୍ତି କାହିଁକି ନିଷ୍ପତ୍ତି ବଦଳିଲା, କିଏ ବଦଳାଇଲା…

ଘରେ କେହି ନ ଥିବା ବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୭।୪,(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗାରାବନ୍ଧ ଥାନା ଅଞ୍ଚଳରୁ ବଡ ଧରଣର ଚୋରି ହୋଇଛି। ଗାରାବନ୍ଧ କୁମୁଟି ସାହିର ଟି.ପ୍ରଦୀପ ସପରିବାର ତିରୁପତି ଦର୍ଶନ ପାଇଁ ଗତ ଶୁକ୍ରବାର ଯାଇଥିଲେ। ସେଠାରେ ସେ ଦର୍ଶନ ସାରି ରବିବାର ଘରକୁ…

ଖୋର୍ଦ୍ଧାରେ ଫୁଟିଲା ବୋମା: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଖୋର୍ଦ୍ଧା,୭ା୪: ସଦର ଥାନା ଅନ୍ତର୍ଗତ ଶଢ଼େଇଗଡ଼ ଗ୍ରାମରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣଙ୍କର ଜୀବନ ଚାଲିଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ସେହି ଗ୍ରାମର ନିରାକାର ସିଂ। ଆହତ ହେଲେ ବଣ୍ଟି ଅରିସଲ। ତାଙ୍କୁ ଗୁରୁତର…

‘ସୁଭଦ୍ରା’କୁ ନେଇ ପୁଣି ଏକ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହିଦିନ ଆକାଉଣ୍ଟକୁ ଆସିବ ଟଙ୍କା…

ଭୁବନେଶ୍ୱର,୭ା୪: ‘ସୁଭଦ୍ରା’ ଯୋଜନାକୁ ନେଇ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଆସନ୍ତା ୨୨ ଓ ୨୩ ତାରିଖରେ ମହିଳାମାନଙ୍କୁ ତୃତୀୟ କିସ୍ତି ସୁଭଦ୍ରା ଟଙ୍କା…

ଷ୍ଟାର ହେବାର ସ୍ବପ୍ନ ଦେଖୁଥିଲେ ଶାହାରୁଖ, ହେଲେ ରାତି ପାହିଲା ବେଳକୁ କୋ-ଷ୍ଟାରଙ୍କର ହୋଇଥିଲା ମୃତ୍ୟୁ

ମୁମ୍ବାଇ: ବଲିଉଡର ସବୁଠାରୁ ଚଞ୍ଚଳ ଏବଂ ଟ୍ୟାଲେଷଣ୍ଟଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଦିବ୍ୟା ଭାରତୀ। ମାତ୍ର ୧୯ ବର୍ଷ ବୟସରେ ୫ ଏପ୍ରିଲ ୧୯୯୩ରେ ସେ ଏହି ଦୁନିଆରୁ ବିଦାୟ ନେଇଥିଲେ। ତାଙ୍କର ଆକସ୍ମିକ ମୃତ୍ୟୁ କେବଳ ଚଳଚ୍ଚିତ୍ର ଜଗତକୁ…

ବିଶ୍ୱ ସ୍ବାସ୍ଥ୍ୟ ଦିବସରେ ମୋଦି କହିଲେ, ଫିଟ୍‌ ରହିବାକୁ ହେଲେ ତେଲର ବ୍ୟବହାର କମ୍‌ କରନ୍ତୁ

ନୂଆଦିଲ୍ଲୀ,୭।୪: ସୋମବାର ବିଶ୍ୱ ସ୍ବାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସୁସ୍ଥ ଜୀବନଶୈଳୀ ଗ୍ରହଣ କରିବା ଏବଂ ସ୍ଥୂଳକାୟତା ବା ମୋଟାପଣ ଏଡାଇବାକୁ ନିବେଦନ କରିଛନ୍ତି। ସେ କହିଥିଲେ ଯେ ବ୍ୟକ୍ତିଗତ ଫିଟନେସକୁ ପ୍ରାଥମିକତା ଦେବା ଦ୍ୱାରା ଭାରତ…

୭ବର୍ଷ ପରେ ଗୋଟିଏ ବି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇନି

ଝାରସୁଗୁଡ଼ା,୭।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଘରକୁ ଘର ପାନୀୟ ଜଳ ଯୋଗାଣ ପାଇଁ ୫୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ହୋଇଛି, ହେଲେ ବି ଫଳ ଶୂନ। ନା ଶେଷ ହେଉଛି ପ୍ରକଳ୍ପ, ନା ମିଳୁଛି ସ୍ବଚ୍ଛ ପାଣି। ପାନୀୟ…

ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏସବୁ, ମାନସିକ ସ୍ଥିତି ରହିବ ସୁଦୃଢ଼

ବ୍ରେକ୍‌ଫାଷ୍ଟ ବା ସକାଳ ଜଳଖିଆରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି, ଯାହା ଶରୀର ପାଇଁ ବେଶ୍‌ ଉପକାରୀ। କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀଙ୍କ ଦ୍ୱାରା ହୋଇଥିବା ଏକ ସର୍ଭେରୁ ଜଣାପଡିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ବ୍ରେକ୍‌ଫାଷ୍ଟ ଖାଆନ୍ତି ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?