Home

ମ୍ୟୁନିସିପାଲିଟି କମିଶନରଙ୍କ କାର୍ଯ୍ୟାଳୟରେ ଅଧିକାରୀଙ୍କ ଶ୍ରାଦ୍ଧ ଦେଲେ ଭାଜପା କାଉନସିଲର: ଜାଣନ୍ତୁ କାହିଁକି

ମେରୁଟ,୨୮।୯: ମେରୁଟ ମ୍ୟୁନିସିପାଲିଟି କର୍ପୋରେସନ ସର୍ବଦା ଜନସାଧାରଣ ଏବଂ କାଉନସିଲରଙ୍କ ଟାର୍ଗେଟ ରହିଆସିଛି। କାଉନସିଲରମାନେ ଅଧିକାଂଶ ସମୟ ବିଭିନ୍ନ ସମସ୍ୟାକୁ ନେଇ ଘେରାଓ ଏବଂ ବିରୋଧ ପ୍ରଦର୍ଶନ କରିଥାନ୍ତି। ମ୍ୟୁନିସିପାଲ କର୍ପୋରେସନ ଅଧିକାରୀଙ୍କ ମନୋଭାବ ଏବଂ ଜନ ସମସ୍ୟାର ସମାଧାନ ନ…

ପାର୍ବଣରେ ଗଡ଼ିବ ୬ ହଜାର ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ, ୨୮।୯: ପାର୍ବଣ ଋତୁ ପାଖେଇ ଆସୁଥିବାରୁ ରେଲଓ୍ବେ ଦେଶବ୍ୟାପୀ ୬ ହଜାର ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନେଇଛି। ଏହାଦ୍ୱାରା ପ୍ରାୟ ୧ କୋଟି ଯାତ୍ରୀ ଉପକୃତ ହେବେ ବୋଲି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ଶାନ୍ତି ଅପେକ୍ଷା ନୋବେଲ ପୁରସ୍କାର ପାଇଁ ନେତା ଆଗ୍ରହୀ

କିଭ୍‌,୨୮ା୯: କେତେଜଣ ନେତା ୟୁକ୍ରେନ୍‌ରେ ବାସ୍ତବରେ ଶାନ୍ତି ଫେରିବା ଚାହୁଁନାହାନ୍ତି। ସେମାନେ ନୋବେଲ ଶାନ୍ତି ପୁରସ୍କାର ପାଇବା ଲକ୍ଷ୍ୟରେ ଶାନ୍ତି ସ୍ଥାପନ ପାଇଁ ମଧ୍ୟସ୍ଥତା ନିମନ୍ତେ ଉଦ୍ୟମ କରୁଛନ୍ତି ବୋଲି ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଅଭିଯୋଗ ଆଣିଛନ୍ତି। କେତେଜଣ ନେତା…

ଆମେରିକାରେ ବାତ୍ୟା: ୨୪ ମୃତ

ଆଟଲାଣ୍ଟା, ୨୮।୯: ଦକ୍ଷିଣ ପୂର୍ବ ଆମେରିକାରେ ବାତ୍ୟା ହେଲେନ୍‌ ପ୍ରଭାବରେ ଶୁକ୍ରବାର ସୁଦ୍ଧା ୨୪ ଜଣଙ୍କର ମୃତ୍ୟୁ ଘଟିଛି। ଆମେରିକାର ନ୍ୟାଶ୍‌ନାଲ ହରିକେନ୍‌ ସେଣ୍ଟର(ଏନ୍‌ଏଚ୍‌ସି) ଅନୁଯାୟୀ, ଶୁକ୍ରବାର ହେଲେନ୍‌ ବାତ୍ୟାର ବେଗ ସାମାନ୍ୟ କମି ଘଣ୍ଟା ପ୍ରତି ୧୨୦ କି.ମି.ରେ ପହଞ୍ଚିଥିଲା।…

ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ସହ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ସରକାରୀ ସ୍ତରରେ ପଦକ୍ଷେପ ନିଆଯାଉଛି । ଏଥିପାଇଁ ପ୍ରତିବର୍ଷ ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ପ୍ରୟାସ କରାଯାଉଛି । ଏଥିରେ ଛାତ୍ରୀଛାତ୍ରଙ୍କ ରଚନା ଲିଖନଠାରୁ ଆରମ୍ଭ କରି…

ଦୁଃଖଦ ଘଟଣା: ୪ ଦିବ୍ୟାଙ୍ଗ ଝିଅଙ୍କ ସହ ଆତ୍ମହତ୍ୟା କଲେ ପିତା

ନୂଆଦିଲ୍ଲୀ,୨୮।୯: ରାଜଧାନୀ ଦିଲ୍ଲୀରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଗୋଟିଏ ପରିବାରର ପାଞ୍ଚ ଜଣ ଆତ୍ମହତ୍ୟା କରଛନ୍ତି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ମୃତ ଦେହକୁ ଉଦ୍ଧାର କରାଯାଇଛି। ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ,…

ବୃଦ୍ଧଙ୍କ ଉପରେ ବୋଝ: ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅ

ଆଳି,୨୮ା୯(ବନମାଳୀ ସେନାପତି): ହସଖୁସିରେ ପୂରି ଉଠୁଥିବା ସଂସାର ଉପରେ ଏବେ ଦୁଃଖର କଳା ବାଦଲ ଘୋଟିଯାଇଛି। ବୃଦ୍ଧ ଅବସ୍ଥାରେ ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅଙ୍କ ସେବାଯତ୍ନ କରିବାରେ ଲାଗିଛନ୍ତି। ଏଭଳି ଏକ ପରିବାର କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ମହାଦେଇପାଟଣା…

ଲେବାନନରେ ପୁଣି ଏୟାରଷ୍ଟ୍ରାଇକ୍‌ କଲା ଇସ୍ରାଏଲ୍‌: ଟଳିପଡ଼ିଲେ ହେଜ୍‌ବୋଲ୍ଲା କମାଣ୍ଡର

ବେରୁଟ,୨୮।୯:ଲେବାନନର ରାଜଧାନୀ ବେରୁଟରେ ହେଜ୍‌ବୋଲ୍ଲାର ମୁଖ୍ୟାଳୟ ଉପରେ ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଥିଲା। ଏହି ଆକ୍ରମଣ ଏତେ ଦ୍ରୁତ ଗତିରେ ଥିଲା ବେରୁଟରେ ପ୍ରଚଣ୍ଡ ଶବ୍ଦ ଶୁଭିଥିଲା। ଏଥିସହିତ ହେଜ୍‌ବୋଲ୍ଲାର ମୁଖ୍ୟାଳୟ ନଷ୍ଟ ହୋଇଯାଇଥିଲା। ହେଜ୍‌ବୋଲ୍ଲା ମୁଖ୍ୟ ହାସନ ନାସରାଲ୍ଲାଙ୍କୁ ଟାର୍ଗେଟ…

ଭଦ୍ରକରେ ଇଣ୍ଟରନେଟ୍‌ ସେବା ବନ୍ଦ: ୧୦ ଗିରଫ

ଭଦ୍ରକ,୨୮।୯: ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ…

ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅବହେଳା, ପୂରଣ ହେଉନି ଅଧିକାରୀ ପଦବୀ

କେନ୍ଦ୍ରାପଡ଼ା,୨୮ା୯ (ଜଗନ୍ନାଥ ଧଳ): ରାଜ୍ୟ ଶାସନର ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ଗତ ୨୨ ତାରିଖରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ଆୟୋଜିତ ଉତ୍ସବରେ ଜିଲାର ପର୍ଯ୍ୟଟନ ଶିଳ୍ପକୁ ଗୁରୁତ୍ୱ ଦିଆଯିବ ବୋଲି…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା: ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅ

ଭୁବନେଶ୍ୱର,୨୮ା୯(ଅନିଲ ଦାସ):କୌଣସି ପରିସ୍ଥିତିରେ, କୌଣସି ସ୍ତରରେ ସରକାର ଦୁର୍ନୀତିକୁ ବରଦାସ୍ତ କରିବେ ନାହିଁ। ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରିବାର ପ୍ରଶ୍ନ ଉଠୁନାହିଁ। ତେଣୁ ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳ…

ଅନାହାରରେ ଆଖି ବୁଜିଲେ ମହିଳା

ନିଶ୍ଚିନ୍ତକୋଇଲି, ୨୮।୯(ଅଶୋକ କୁମାର ମହାପାତ୍ର):ଅନାହାରରେ ଜଣେ ବିଧବା ମହିଳା ଆଖିବୁଜିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତ ମୁକୁନ୍ଦପୁର ଗଁାରେ ଶୁକ୍ରବାର ଘଟିଛି ଏହି ଅକାଳ ମୃତ୍ୟୁ। ମୃତକ ହେଲେ ଜଗତ୍‌ସିଂହପୁର ଜିଲାର ସ୍ବର୍ଗତ ଅଶୋକ କୁମାର ନାୟକଙ୍କ ସ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri