ଶେଖ ହାସିନାଙ୍କୁ ଗାଦିଚ୍ୟୁତ କରାଇଥିବା ମାଷ୍ଟରମାଇଣ୍ଡଙ୍କୁ ବିଶ୍ୱ ସହ ପରିଚିତ କରାଇଲେ ୟୁନୁସ
ଢାକା,୨୭।୯: ବାଂଲାଦେଶରେ ଶେଖ ହାସିନା ସରକାରଙ୍କ ବିରୋଧରେ ଆନ୍ଦୋଳନ ସ୍ବୟଂଚାଳିତ ବା ଆପଣାଛାଏଁ ଆରମ୍ଭ ହୋଇ ନ ଥିଲା। ଏହାର ସ୍ପଷ୍ଟ ଅର୍ଥ ହେଉଛି ଯେ ଶେଖ ହାସିନାଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ବହିଷ୍କାର କରିବା ପାଇଁ ଏକ ଷଡଯନ୍ତ୍ର କରାଯାଇଥିଲା, ଯାହାର…
ଜୈବିକ ଚାଷର ପ୍ରଣାଳୀ ଶିଖିଲେ ଛାତ୍ରୀ
ଦାରିଙ୍ଗବାଡି, ୨୭।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଶିଖିଲେ ଜୈବିକ ଚାଷର ପ୍ରଣାଳୀ ଓ ପଦ୍ଧତି। ସେମାନଙ୍କ ଦୈନିକ ପାଠପଢା ମଧ୍ୟରେ କୃଷି ଭିତ୍ତିକ ଶିକ୍ଷା ସ୍ବତନ୍ତ୍ର ଭାବେ ରହିଛି। ଏଥିରେ…
ସ୍ବଚ୍ଛ ଭାରତ ମିଶନରେ ଉତ୍ତମ ପ୍ରଦର୍ଶନ: ରାଜ୍ୟସ୍ତରରେ ଚମାଖଣ୍ଡି ପଞ୍ଚାୟତ ସମ୍ମାନିତ
ଛତ୍ରପୁର,୨୭।୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ରାଜ୍ୟ ସ୍ତରରେ ଆୟୋଜିତ ସଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତକୁ ସ୍ବଚ୍ଛ ଭାରତ ମିଶନ-ଗ୍ରାମୀଣ ଯୋଜନାରେ ଉତ୍ତମ ପ୍ରଦର୍ଶନ କରିଥିବା ଯୋଗୁ ସମ୍ମାନିତ କରାଯାଇଅଛି। ସ୍ବଚ୍ଛ ଭାରତ…
ଶିକ୍ଷକ ବଦଳି ପ୍ରତିବାଦରେ ହାଇସ୍କୁଲରେ ତାଲା
ଅମରପାଲି,୨୭।୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ହାଇସ୍କୁଲରେ ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲ ଫାଟକରେ ତାଲା ମାରି ପ୍ରତିବାଦ କରିଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଅଭିଯୋଗ ଅନୁସାରେ ସ୍କୁଲର ବିଜ୍ଞାନ ଶିକ୍ଷକ ସୁରେଶ ଚନ୍ଦ୍ର ପଣ୍ଡାଙ୍କ ନାମରେ ଛଅ…
ଜିଦ୍ରେ ଅଟଳ ନର୍ସିଂ କର୍ମଚାରୀ: ଆଜିଠୁ ସିରିଞ୍ଜ୍ ଛାଡ଼ ଆନ୍ଦୋଳନ
ଭୁବନେଶ୍ୱର, ୨୭ା୯(ବନ୍ଦନା ସେଠୀ):୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ଏସ୍ମା ଲାଗୁ ସତ୍ତ୍ୱେ ଜିଦ୍ରେ ଅଟଳ ରହିଛନ୍ତି ନର୍ସିଂ ଅଫିସର। ୨ଦିନର ଆନ୍ଦୋଳନ…
ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ୧୩ ବ୍ଲକରେ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କର୍ମୀମାନଙ୍କୁ ଦୀର୍ଘ ୬ମାସରୁ ଊଦ୍ଧର୍ବ ହେବ ଦରମା ଟଙ୍କା ମିଳିନାହିଁ। ଏହାକୁ ନେଇ ମିଶନ ଶକ୍ତିରେ କାର୍ଯ୍ୟରତ ୫ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ସିଆର୍ପି, ଏମ୍ବିକେ,…
ଭାରତକୁ ସମର୍ଥନ ଦେଲା ଫ୍ରାନ୍ସ: ଟେନ୍ସନ୍ରେ ଚାଇନା-ପାକିସ୍ତାନ
ପ୍ୟାରିସ୍,୨୬।୯: ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇଁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ସମର୍ଥନ କରିଛନ୍ତି। ଜାତିସଂଘ ସଂସ୍ଥାର ସମ୍ପ୍ରସାରଣକୁ ସମର୍ଥନ କରିଛନ୍ତି। ନ୍ୟୁୟର୍କରେ ମିଳିତ ଜାତିସଂଘର ସାଧାରଣ ସଭାରେ ମାକ୍ରୋନ କହିଛନ୍ତି, ଆମର ଏକ ସୁରକ୍ଷା ପରିଷଦ…
‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ: ୩୦ ହଜାର ଶିଶୁ ଉପକୃତ ହେବା ଲକ୍ଷ୍ୟ
ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ବେଦାନ୍ତ ‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ କରିଛି। ଭବାନୀପାଟଣା ସହରସ୍ଥିତ ମାଣିକେଶ୍ବରୀ ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ ମନ୍ଦିରଠାରେ ବେଦାନ୍ତ ଆଲୁମିନିୟମ ଓ ଆୟୁଷ ମନ୍ତ୍ରଣାଳୟ ସହଯୋଗରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏଥିରେ…
ରାଜ୍ୟରେ ପ୍ରଥମ ହେବା ପାଇଁ ଉତ୍ସାହିତ କଲେ ଜିଲାପାଳ
ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):ଭବାନୀପାଟଣାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର କଳାହାଣ୍ଡି ଜିଲାସ୍ତରୀୟ ସପ୍ତମ ଜାତୀୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି। ଜିଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ପାଳିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ସଚିନ…
‘ଏମର୍ଜେନ୍ସି’ରେ କଇଁଚି ଲଗାଇବ ସେନ୍ସର ବୋର୍ଡ
ମୁମ୍ବାଇ, ୨୭।୯:ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ତଥା କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ‘ଏମର୍ଜେନ୍ସି’ ଫିଲ୍ମର ରିଲିଜ୍ ତାରିଖ ବିଳମ୍ବିତ ହୋଇପାରେ। ଗୁରୁବାର ବମ୍ବେ ହାଇକୋର୍ଟରେ ଶୁଣାଣି ସମୟରେ ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସାର୍ଟିଫିକେଶନ(ସିବିଏଫ୍ସି) କହିଛି, ଫିଲ୍ମର…
ଗାଜାରେ ଯାହା ଘଟୁଛି ବିଶ୍ୱ ଦାୟୀ
ନ୍ୟୁୟର୍କ,୨୬ା୯:ଗଜା ଷ୍ଟ୍ରିପ୍ ଉପରେ ପ୍ରାୟ ବର୍ଷେ ହେବ ଇସ୍ରାଏଲ୍ ଆକ୍ରମଣ ଜାରି ରଖିଥିବାବେଳେ ଗୁରୁବାର ଜାତିସଂଘ ସାଧାରଣ ସଭା (ୟୁଏନ୍ଜିଏ)ରେ ପାଲେଷ୍ଟିନୀୟ କର୍ତ୍ତୃପକ୍ଷ ଏଥିପାଇଁ ବିଶ୍ୱ ସମୁଦାୟକୁ ଦାୟୀ କରିଛନ୍ତି। ଏକ ସ୍ଥାନକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରି ସେଠାକାର ଲୋକଙ୍କ…
ଭର୍ତ୍ତୃହରିଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା
ନୂଆଦିଲ୍ଲୀ,୨୬ା୯:ବିଭିନ୍ନ ବିଭାଗ ସମ୍ପର୍କିତ ପାର୍ଲାମେଣ୍ଟର ଷ୍ଟାଣ୍ଡିଂ କମିଟି ଗୁରୁବାର ଗଠନ କରାଯାଇଛି। ଏଥିରେ ପ୍ରାୟ ସବୁ ଦଳକୁ ପ୍ରତିନିଧିତ୍ୱ ମିଳିଛି। ଭାଜପା ଏମ୍ପି ଭର୍ତ୍ତୃହରି ମହତାବଙ୍କୁ ଗୁରୁତ୍ୱପୂର୍ଣ୍ଣ ଅର୍ଥ କମିଟିର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିବାବେଳେ ଲୋକ ସଭାର ବିରୋଧୀ ଦଳ…
Archives


