Home

ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ

ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ…

ସିବିଆଇକୁ କବାଟ କିଳିଦେଲା କର୍ନାଟକ

ବେଙ୍ଗାଲୁରୁ,୨୭ା୯:ମହୀଶୂର ଅର୍ବାନ୍‌ ଡେଭେଲପ୍‌ମେଣ୍ଟ ଅଥରିଟି (ମୁଦା) ଜମି ଆବଣ୍ଟନ ବିବାଦ ମୁଣ୍ଡ କେଟିଥିବାବେଳେ ଗୁରୁବାର କର୍ନାଟକର କଂଗ୍ରେସ ସରକାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ଠାରୁ ଜେନେରାଲ କନ୍‌ସେଣ୍ଟ ବା ସାଧାରଣ ସହମତି ପ୍ରତ୍ୟାହାର କରିଛନ୍ତି। ସିବିଆଇ ଉପରେ ଏହି ପ୍ରବେଶ କଟକଣା…

ପାର୍ବଣରେ ମହଙ୍ଗା ମାଡ଼:୭୦ ଛୁଇଁଲାଣି ପିଆଜ,ଆଉ ଖାଇବା ତେଲ…

ଭୁବନେଶ୍ୱର, ୨୬ା୯ (ଅନିଲ ଦାସ): ଗତ କିଛିଦିନ ହେବ ଖାଉଟିଙ୍କୁ କଲବଲ କରୁଛି ପିଆଜ। ଖୁଚୁରା ବଜାରରେ ଦର ଆକାଶଛୁଆଁ ହୋଇଛି। ବିକ୍ରି ଉପରେ ଲଗାମ ନ ଥିବାରୁ ଖୁଚୁରା ବ୍ୟବସାୟୀମାନେ ମନଇଚ୍ଛା ଦର କଷିବାରେ ଲାଗିଛନ୍ତି। କେଉଁଠି ପିଆଜ କିଲୋ…

‘ଦୁର୍ଗାପୂଜା କରିବ ତ ୫ ଲକ୍ଷ ଟଙ୍କା ଦିଅ’, ବାଂଲାଦେଶରେ ହିନ୍ଦୁ ମିନ୍ଦିରକୁ ମିଳୁଛି ଧମକ

ଢାକା,୨୬।୯: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବନ୍ଦ ହେଉନାହିଁ। ଦୁର୍ଗା ପୂଜା ପୂର୍ବରୁ ବାଂଲାଦେଶର ଇସଲାମ ଗୋଷ୍ଠୀ ପକ୍ଷରୁ କିଛି ମନ୍ଦିରକୁ ଧମକ ଦିଆଯାଇଛି। ମନ୍ଦିର କମିଟି ମାନଙ୍କୁ ଧମକ ଦିଆଯାଇଥିଲା ଯେ ଯଦି ସେମାନେ ଦୁର୍ଗା ପୂଜା ପାଳନ…

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ମହିଳା ଯେଉଁ ଧର୍ମର ହୁଅନ୍ତୁନା କାହିଁକି ସମସ୍ତଙ୍କ ପାଇଁ ଲାଗୁ ହେବ ଏହି ଆଇନ

ନୂଆଦିଲ୍ଲୀ,୨୬।୯: ଘରୋଇ ହିଂସା ଆଇନ ଉପରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଘରୋଇ ହିଂସା ଆଇନ ୨୦୦୫ ପ୍ରତ୍ୟେକ ମହିଳାଙ୍କ ପାଇଁ ପ୍ରଯୁଜ୍ୟ। ମହିଳାଙ୍କ ଧାର୍ମିକ ସମ୍ବନ୍ଧ ଏବଂ ସାମାଜିକ ପୃଷ୍ଠଭୂମି ନିର୍ବିଶେଷରେ ଯାହା ବି…

୩ ‘ପରମ ରୁଦ୍ର ସୁପର କମ୍ପ୍ୟୁଟର’ର ଉଦଘାଟନ କଲେ ମୋଦି, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତା

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ ହୋଇଛ। ଉଦଘାଟନ ପୂର୍ବରୁ ଟୁଇଟରରେ ଏକ ଟୁଇଟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଟେକ୍ନୋଲୋଜି ସମ୍ବନ୍ଧୀୟ…

ଭାଜପାକୁ ଲାଗିଲା ବଡ ଝଟ୍‌କା, ୨୦ ବର୍ଷ ଦଳରେ ଥାଇ ଏବେ…

ରାଞ୍ଚି,୨୬।୯: ଚେନପୁର ରାଜ ପରିବାରର ସଦସ୍ୟ ତଥା ଭାଜପାର ପୂର୍ବତନ ରାଜ୍ୟ ମନ୍ତ୍ରୀ ବିବେକ ଭବାନୀ ସିଂ ବୁଧବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ ରାଜ୍ୟ କଂଗ୍ରେସ ସଭାପତି କେଶବ ମହତୋ କମଲେଶଙ୍କ ଦ୍ୱାରା କଂଗ୍ରେସର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି…

ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟକା!

ନୂଆଦିଲ୍ଲୀ,୨୬।୯: ବିଲକିସ ବାନୋ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଗୁଜରାଟ ସରକାରଙ୍କୁ ଏକ ବଡ ଝଟ୍‌କା ଲାଗିଛି। ଗୁରୁବାର ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି, ଯେଉଁଥିରେ ବିଲକିସ ବାନୋ ମାମଲାରେ ଜଡିତ ଦୋଷୀଙ୍କୁ ମୁକ୍ତ କରିବାର ଆଦେଶର ସମିକ୍ଷା ପାଇଁ ଆବେଦନ…

କୃଷକଙ୍କ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କଲେ ସରକାର

ରାଞ୍ଚି,୨୬।୯: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଠିକ ପୂର୍ବରୁ ରାଜ୍ୟର ଜେଏମଏମ-କଂଗ୍ରେସ-ଆରଜେଡି ମିଳିତ ସରକାର କୃଷକଙ୍କ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କରିଛନ୍ତି। ଗୁରୁବାର ରାଞ୍ଚିର ପ୍ରଭାତ ତାରା ଗ୍ରାଉଣ୍ଡରେ ଆୟୋଜିତ ହୋଇଥିବା ‘କିସାନ ସମ୍ମେଳନ’ ସମୟରେ…

ଏନଡିଏ ହିଁ ଏନଡିଏକୁ ହରାଇଛି, ଉପେନ୍ଦ୍ରଙ୍କ ଚମକାଇଭା ଭଳି ବୟାନ

ଔରଙ୍ଗାବାଦ,୨୬।୯: ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ରାଜ୍ୟ ସଭା ସଦସ୍ୟ ଉପେନ୍ଦ୍ର କୁଶୱାହ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ କର୍ମୀମାନଙ୍କ ସହ ଲୋକ ସଭା ନିର୍ବାଚନର ଫଳାଫଳ ସମୀକ୍ଷା କରାଯାଇଛି। ସମୀକ୍ଷା ବୈଠକରୁ ଜଣାପଡିଛି ଯେ…

ୟୁ ଟ୍ୟୁବର ଏଲଭିଶ ଯାଦବ, ଫାଜିଲପୁରିଆଙ୍କ ଉପରେ ଇଡିର ଆକ୍ସନ

ନୂଆଦିଲ୍ଲୀ,୨୬।୯: ମନି ଲଣ୍ଡରିଂ ମାମଲାରେ ୟୁଟ୍ୟୁବର୍‌ ଏଲଭିଶ ଯାଦବ ଏବଂ ଅନ୍ୟ କେତେକଙ୍କ ବିରୋଧରେ ଏକ ବଡ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ବହୁ ପରିମାଣର ସମ୍ପତ୍ତି ଜବତ କରିଛି। ସରକାରୀ ସୂତ୍ର ଗୁରୁବାର ସମ୍ବାଦ ଏଜେନ୍ସି ପିଟିଆଇକୁ ଏହି ସୂଚନା…

କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଦାବି ପୂରଣ ନ ହେଲେ…

ଛତ୍ରପୁର,୨୬ା୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କୁ ଗତ ୬ ମାସ ହେଲା ଦରମା ମିଳିନି। ଉକ୍ତ ବକେୟା ପାରିଶ୍ରମିକ ପ୍ରଦାନ ଦାବି ନେଇ ଏମାନେ କଲମ ଛାଡ଼ ଆନ୍ଦୋଳନ କରିଛନ୍ତି। ଦାବି ପୂରଣ ନ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri