ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ
ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’ ମେଣ୍ଟର ଏମପିମାନେ ଦିଲ୍ଲୀରେ ଏକାଠି ହୋଇଥିଲେ। ମଲ୍ଲିକାର୍ଜୁନ ଖାର୍ଗେ, ବିରୋଧୀ ଦଳ ନେତା…
ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା । ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ଗତ ମଙ୍ଗଳବାର ଠାରୁ…
ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା
ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା ସହ ଛାତ୍ରମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି। କଲେଜ କ୍ୟାମ୍ପସରେ ଅଣଛାତ୍ର…
ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍ ଇଞ୍ଜିନ ସରକାରରେ…
ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୫ ବର୍ଷର ରାଜନୈତିକ ଯାତ୍ରା ପୂର୍ତ୍ତି ଅବସରରେ ଖୋର୍ଦ୍ଧାରେ ଆୟୋଜିତ…
ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ ୧୩୯ ରନର ଅପରାଜିତ ଇନିଂସ ଖେଳିଥିଲେ; ତଥାପି, ଦ୍ୱିତୀୟ ମ୍ୟାଚରେ ସେ ୨୯…
ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି
ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ ୧୦ ଜଣଙ୍କ ତାଲିକାରେ ସ୍ଥାନ ହାସଲ କରିଛନ୍ତି, ଅନ୍ୟପକ୍ଷରେ ଶୁବମନ ଗିଲ ଏକ…
ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି
ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ ହତ୍ୟା କଲେ ଝିଅ । ପ୍ରଥମେ ମହିଳାଙ୍କ ମୃତ୍ୟୁ କରେଣ୍ଟ ଲାଗିବାରୁ ହୋଇଥିବା…
ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ
ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ହେବା ପରେ ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାରଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲଦାର…
ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ
ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ ବିଜ୍ଞାନରେ ‘ନନ୍-ଲିନିୟର୍ ଇଫେକ୍ଟସ୍ ଏବଂ ଅଟୋକାଟାଲିସିସ୍ ଇନ୍ ଆସିମେଟ୍ରିକ୍ ଅର୍ଗାନିକ୍ ସିନ୍ଥେସିସ୍’ ସମ୍ପର୍କିତ…
ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ
ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି ସରଗରମ ହୋଇଛି । ଧର୍ମେନ୍ଦ୍ର କଶ୍ୟପ ନିଜ ଫେସବୁକ୍ ଆକାଉଣ୍ଟରେ କେବଳ ‘ଟାଟା…
ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ
ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ କଂଗ୍ରେସ ପକ୍ଷରୁ ବନ୍ଦ ଡ଼ାକରା ଦିଆଯାଇଛି ।…
କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ
ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ ଚର୍ଚ୍ଚାରେ ରୁହନ୍ତି। ପୁଣିଥରେ କଶ୍ମୀରାଙ୍କ ଏକ ମନ୍ତବ୍ୟ ଆଲୋଚନାର ବିଷୟ ପାଲଟିଛି। ନିକଟରେ…

