Home

ମାତ୍ର ୩୪୨ ଟଙ୍କାରେ କିଣନ୍ତୁ ଭାରତ-ପାକିସ୍ତାନ ବିଶ୍ୱକପ୍‌ ଟିକେଟ୍‌: ଏହି ଦିନ ଖେଳାଯିବ ମହାମୁକାବିଲା

ନୂଆଦିଲ୍ଲୀ,୨୬।୯: ସଂଯୁକ୍ତ ଆରବ ଏମିରେଟ୍ସରେ ଆଇସିସି ମହିଳା ଟି-୨୦ ବିଶ୍ୱକପ ୨୦୨୪ ଅନୁଷ୍ଠିତ ହେବ। ଏହି ଟୁର୍ନାମେଣ୍ଟ ୩ ଅକ୍ଟୋବରରୁ ଆରମ୍ଭ ହେଉଛି। ହରମାନପ୍ରୀତ କୌରଙ୍କ ନେତୃତ୍ୱରେ ଭାରତୀୟ ଦଳ ଦୁବାଇରେ ପହଞ୍ଚିଛି। ଏଥି ସହିତ ଆଇସିସି ମହିଳା ଟି-୨୦ ବିଶ୍ୱକପ…

ଆନ୍ଦୋଳନରେ ନର୍ସିଂ ଅଫିସର, ରୋଗୀସେବା ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ସାରା ରାଜ୍ୟରେ ନର୍ସିଂ କର୍ମଚାରୀ ସଂଘ  ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଏହାର ପ୍ରଭାବ ଦୁର୍ଗମ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ୨୫ ପଞ୍ଚାୟତରେ କାର୍ଯ୍ୟରତ ଓ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ…

ଦୁର୍ବୃତ୍ତ ଝାମ୍ପିନେଲେ ସୁନା-ରୁପା ଅଳଙ୍କାର ସହ ଟଙ୍କା ଭର୍ତ୍ତି ବ୍ୟାଗ୍‌

ପାରଳାଖେମୁଣ୍ଡି(ଗିରିଧାରୀ ପରିଚ୍ଛା),୨୬ା୯: ଗଜପତି ଜିଲା ମୋହନା ମୁଖ୍ୟ ବଜାରସ୍ଥିତ ଶ୍ରୀହରି ଜୁଏଲର୍ସରେ କଳାକନା ବୁଲାଇ ଦେଇଛନ୍ତି ଲୁଟେରା। ବୁଧବାର ବିଳମ୍ବିତ ରାତିରେ ଦୋକାନ ମାଲିକ ବି. ମୋହନ ରାଓ ଆଚାରୀ ପ୍ରତିଦିନ ଭଳି ଦୋକାନ ବନ୍ଦ କରି ସମସ୍ତ ସୁନା, ରୁପା…

ଆସୁଛି ଶାରଦୀୟ ଛୁଟି: ଦାରିଙ୍ଗବାଡ଼ିରେ ହେବ ପର୍ଯ୍ୟଟକଙ୍କ ଭିଡ଼, ଏବେଠୁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଏବେ ଚଳଚଞ୍ଚଳ ହୋଇପଡ଼ିଛି। ଏବେ ପାର୍ବଣ ଋତୁ ଆସିଯାଇଥିବା ବେଳେ ଆଗକୁ ଆସୁଛି ଶାରଦୀୟ ଛୁଟି। ଛୁଟି କାଟିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ…

ଘର ରଙ୍ଗ ଦେଉଥିବାବେଳେ ଚାର୍ଜ ହୋଇଗଲା କାନ୍ଥ, ଜଣଙ୍କ ଜୀବନ ଗଲା, ୩ ଗୁରୁତର

ରାୟଗଡ଼ା,୨୬ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହରର ରୟତ କଲୋନୀରେ ଗୁରୁବାର ବିଦ୍ୟୁତ୍‌ ଆଘାତରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦୁଃଶାସନ ଖରା (୩୫) ଓ ତାଙ୍କ ଘର ଆମଗୁଡ଼ାରେ। ଗୁରୁତର ୩ ଜଣ ହେଲେ…

ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା, ଦେବେ ମାଷ୍ଟରପ୍ଲାନ!

ଭୁବନେଶ୍ବର, ୨୬।୯: ଭୁବନେଶ୍ବରରେ ପହଞ୍ଚିଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସଦସ୍ୟତା ଅଭିଯାନରେ ସାମିଲ ହେବେ। ଏହାପରେ ବହୁ ପଦାଧିକାରୀଙ୍କ ସହ ଆଲୋଚନା କରିବେ। ଏଥିସହ ସେ ଓଡ଼ିଶାର ପାର୍ଟି ଅଫିସରେ ଭାଜପାର ମନ୍ତ୍ରୀ,…

ଚାଇନାର ବଡ଼ ଷଡ଼ଯନ୍ତ୍ର: ଏହି ଆପ୍‌ ଜରିଆରେ ଭାରତରୁ ଚାଇନା ନେଇଛି ୪୦୦ କୋଟି ଟଙ୍କା, ଇଡି କହିଲା…

ନୂଆଦିଲ୍ଲୀ,୨୬ା୯: ଅନ୍‌ଲାଇନ୍‌ ଗେମିଂ ଆପ୍‌ ବିରୋଧରେ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‌(ଇଡି) କଡ଼ା ପଦକ୍ଷେପ ଗ୍ରହଣ କରିଛି। ଇଡି ପ୍ରାୟ ୨୫ କୋଟି ଟଙ୍କା ଜବତ କରିଛି। ଚାଇନାର  FIEWIN ଗେମିଂ ଆପ୍‌ ବିରୋଧରେ ଇଡି ଏହି ପଦକ୍ଷେପ ନେଇଛି। ଏହା ବ୍ୟତୀତ ଏନ୍‌ଫୋର୍ସମେଣ୍ଟ…

ବାର୍‌ ଉପରେ ଅବକାରୀ ବିଭାଗର ଚଢ଼ାଉ: ନକଲି ମଦ ଜବତ

ନିଶ୍ଚିନ୍ତକୋଇଲି,୨୬।୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ନିଶ୍ଚିନ୍ତକୋଇଲି ବଜାରରେ ଥିବା ଏସଆର ବାର ଉପରେ କଟକ ଅବକାରୀ ବିଭାଗ ୧୦ ଜଣିଆ ଟିମ ଅତର୍କିତ ଚଢ଼ାଉ କରିଥିଲେ। ଏହି ବାରରୁ ବ୍ୟାପକ ନକଲି ମଦ, ଠିପି, ଷ୍ଟିକର…

ଭାଜପାକୁ ଫସାଇଦେଲେ କଙ୍ଗନା: କଂଗ୍ରେସକୁ ମିଳିବ ଜବରଦସ୍ତ ଲାଭ

ନୂଆଦିଲ୍ଲୀ,୨୬।୯: ୨୦୨୧ରେ ମୋଦି ସରକାରଙ୍କ ଦ୍ୱାରା ରଦ୍ଦ କରାଯାଇଥିବା ୩ କୃଷି ଆଇନକୁ ଫେରାଇ ଆଣିବା ଉଚିତ ବୋଲି ମଙ୍ଗଳବାର ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତ ବୟାନ ଦେଇଥିଲେ। ଯାହାକୁ ନେଇ ତୁମ୍‌ତତେବେ ବୁଧବାର ସେ ଏହି ବୟାନକୁ ନେଇ କ୍ଷମା…

କୁଟୀର ଶିଳ୍ପରେ ପରିଣତ ହେଲାଣି ମହୁଲି ମଦ, ବେପାରୀ-ଅବକାରୀ ବିଭାଗ ସଲାସୁତରା

ଅମରପାଲି,୨୬ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅବକାରୀ ଥାନା ଅଞ୍ଚଳରେ ମହୁଲି ମଦ ପ୍ରସ୍ତୁତି କୁଟୀର ଶିଳ୍ପରେ ପରିଣତ ହୋଇଛି। ବେଫିକର ଭାବେ ଗାଁ ଗାଁରେ ବେଆଇନ ଭାବେ ତିଆରି ହେଉଛି ନକଲି ମଦ। ଅବକାରୀ ବିଭାଗ ସବୁ ଜାଣି ମଧ୍ୟ…

କୃଷକଙ୍କ ପାଇଁ ଖୁସିଖବର: ଏହି ଦିନ ଖାତାକୁ ଆସିବ ଟଙ୍କା

ନୂଆଦିଲ୍ଲୀ,୨୬।୯: ଦେଶର କୋଟି କୋଟି ଚାଷୀଙ୍କ ପାଇଁ କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୧୮ତମ କିସ୍ତିର ତାରିଖ ଘୋଷଣା କରାଯାଇଛି। ସରକାରୀ ୱେବସାଇଟ ଅନୁଯାୟୀ, ଅକ୍ଟୋବର ୫, ୨୦୨୪ରେ ୧୮ତମ କିସ୍ତିର ପରିମାଣ କୃଷକଙ୍କ…

ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି, ପର୍ଯ୍ୟଟକ ହନ୍ତସନ୍ତ

କୋଣାର୍କ,୨୬ା୯: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିସରରେ ଫୁଟେ ଉଚ୍ଚର ପାଣି ଜମିରହିଛି। ଫଳରେ କୋଣାର୍କ ବୁଲିବାକୁ ଆସିଥିବା ଶହଶହ ପର୍ଯ୍ୟଟକ ହନ୍ତସନ୍ତ ହୋଇଛନ୍ତି। ପମ୍ପ୍‌ସେଟ୍‌ ଲଗାଇ ପାଣି ନିଷ୍କାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri