ବିଚିତ୍ର ନିଯୁକ୍ତି
ପୂର୍ବତନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟ ସଞ୍ଜୟ କୁମାର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ୍)ର ପୂର୍ଣ୍ଣକାଳୀନ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି। ଦେଖିବାକୁ ଗଲେ ଜଣେ ତଦନ୍ତକାରୀ ଏବେ ଆଥିର୍କ ନୀତି ଉପରେ ପରାମର୍ଶ ଦେଉଛନ୍ତି। ଆମେ ଅର୍ଥନୀତିଜ୍ଞମାନଙ୍କୁ ଛାଡ଼ି…
ଓ୍ବକ୍ଫ ବିଲ୍କୁ ନେଇ ଜେଡିୟୁରେ ଫାଟ: ଇସ୍ତଫା ଦେଲେଣି ୫ ନେତା
ନୂଆଦିଲ୍ଲୀ,୫।୪:ଓ୍ବକ୍ଫ ସଂଶୋଧନ ବିଲ୍କୁ ସମର୍ଥନ ନେଇ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ)ରେ ଫାଟ ସୃଷ୍ଟି ହୋଇଛି। ଦଳୀୟ ନିଷ୍ପତ୍ତିରେ ଅସନ୍ତୋଷ ବ୍ୟକ୍ତ କରି ଜେଡିୟୁର ୫ ନେତା ଇସ୍ତଫା ଦେଲେଣି। ଇସ୍ତଫା ଦେଇଥିବା ନେତାମାନେ ହେଲେ ରାଜୁ ନାୟାର,…
ଓ୍ବକ୍ଫ ବିଲ୍କୁ ନେଇ ଅଡୁଆରେ ବିଜେଡି
ଭୁବନେଶ୍ୱର, ୫ା୪(ସୁନିତ୍ ମିଶ୍ର): ଓ୍ବକ୍ଫ ବିଲ୍କୁ ନେଇ ବିଜେଡି ଆଭିମୁଖ୍ୟ ପରେ ରାଜ୍ୟ ରାଜନୀତି ସରଗରମ ହୋଇଛି। ପୂର୍ବରୁ ବିଲ୍କୁ ବିରୋଧକରିବା ଲାଗି କହୁଥିବା ବିଜେଡି ପରବର୍ତ୍ତୀ ସମୟରେ ବିବେକାନୁମୋଦିତ ଭୋଟ ଦେବା ଲାଗି ବିଜେଡି କହିବା କଥାକୁ ନେଇ ଦଳ…
ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ସୁନାମୀ ଚେତାବନୀ ଜାରି
ନୂଆଦିଲ୍ଲୀ,୫।୪: ନ୍ୟୁ ବ୍ରିଟେନ ଦ୍ୱୀପର ଉପକୂଳରେ ଶନିବାର ସକାଳୁ ୬.୯ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ପାପୁଆ ନ୍ୟୁ ଗିନି ପାଇଁ ସୁନାମି ଚେତାବନୀ ଜାରି କରାଯାଇଛି। ଏହି ଶକ୍ତିଶାଳୀ ଭୂମିକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାରେ ଥିଲା…
ଏତିକି ଟଙ୍କାରେ ମରୀଚି କୁଣ୍ଡ ପାଣି ନିଲାମ ନେଲେ ଜ୍ୟୋତ୍ସ୍ନା
ପୁରୁଣା ଭୁବନେଶ୍ୱର,୫ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ଏହି ନିଲାମର ପ୍ରଥମ ଗରାପାଣିକୁ କଟକ ଦାମୋଦରପୁରର ଜ୍ୟୋତ୍ସ୍ନା ମହାରାଣା…
କଳାପଥର ଖାଦାନରେ ଟେଣ୍ଡର ଫିକ୍ସିଂ
ଯାଜପୁର,୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଳାପଥର, ବାଲି ଭଳି ଲଘୁ ଖଣିଜ ଖାଦାନ ଲିଜ୍ ନିମନ୍ତେ ବଡ଼ଧରଣର ଟେଣ୍ଡର ଫିକ୍ସିଂ ହୋଇଛି। ଅନେକ ଆବେଦନକାରୀ ସମ୍ପର୍କୀୟ ବିଡରଙ୍କୁ ଢାଲ କରି ଶାଗମାଛ ଦରରେ ଖାଦାନ ଅକ୍ତିଆର କରିଥିବାବେଳେ ସେମାନଙ୍କ ଉଦ୍ଦେଶ୍ୟ ସଫଳ…
ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା
ପୁରୁଣା ଭୁବନେଶ୍ୱର,୫ା୪(ସୁବାସ ଚନ୍ଦ୍ର ପ୍ରଧାନ): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ବିଧି…
ଘୋଷଣାରେ ସୀମିତ ନଦୀଭିତ୍ତିକ ବନ୍ଦର
ପାରାଦୀପ,୫ା୪(ଶରତ ରାଉତ): ଆଜି ହେଉଛି ବିଶ୍ୱ ନୌବାଣିଜ୍ୟ ଦିବସ। ନୌବାଣିଜ୍ୟ ଓଡ଼ିଶାର ପ୍ରାଚୀନ ପରମ୍ପରା ମଧ୍ୟରେ ଅନ୍ୟତମ ବୋଲି କୁହାଯାଏ। ପଣ୍ୟ କାରବାରରେ ବୃହତ୍ ବନ୍ଦର ମଧ୍ୟରେ ପାରାଦୀପ ବନ୍ଦର ଦେଶର ୧ ନଂ. ବନ୍ଦର ଭାବେ ସ୍ଥାନ ପାଇଛି। ଏହାସତ୍ତ୍ୱେ…
ଜୟସ୍ବାଲଙ୍କୁ ରାହାନେ ଦଣ୍ଡିତ କରିବା ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୪ା୪: ସାଉଥ୍ ଜୋନ ବିପକ୍ଷ ୨୦୨୨ ଦୁଲୀପ ଟ୍ରଫି ଫାଇନାଲରେ ଶୃଙ୍ଖଳାଗତ କାରଣରୁ ଯଶସ୍ବୀ ଜୟସ୍ବାଲଙ୍କୁ ଓ୍ବେଷ୍ଟ ଜୋନ ଦଳର ଅଧିନାୟକ ଅଜିଙ୍କ୍ୟ ରାହାନେ ଦଣ୍ଡିତ କରିଥିଲେ। ଯୁବ ଭାରତୀୟ ବ୍ୟାଟର ମୁମ୍ବାଇ ଛାଡ଼ି ଆଗାମୀ ଘରୋଇ ସିଜନରେ ଗୋଆ ପାଇଁ…
କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼
ଥୁଆମୁଳ ରାମପୁର,୪।୪(ଦୁର୍ଗା କୀର୍ତ୍ତି): ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ କ୍ଷତିପୂରଣ ଦାବିରେ ଥୁଆମୂଳ ରାମପୁର ଥାନା ଘେରିବା ସହ ରାସ୍ତା ଅବରୋଧ କରିଛନ୍ତି ପରିବାରଲୋକେ। ଶୁକ୍ରବାର ଅପରାହ୍ନ ୧ଟାରୁ ସା ୮ଟା ଯାଏ ଦୀର୍ଘ ୭ ରୁ ୮ ଘଣ୍ଟା ପର୍ଯ୍ୟନ୍ତ…
ଜୀବନ ଯୁଦ୍ଧରେ ହାରିଗଲେ ଆଉ ଜଣେ ଭେଟେରାନ ଅଭିନେତା
ମୁମ୍ବାଇ: ଆଜିର ଦିନ ଭାରତୀୟ ସିନେମା ଲାଗି ବହୁତ ଖରାପ ଥିଲା। ସକାଳେ ଭେଟେରାନ ମନୋଜ କୁମାରଙ୍କ ପରଲୋକ ଖବର ଆସିଥିବା ବେଳେ ପୁଣି ଜଣେ ଅଭିନେତାଙ୍କ ନିଧନ ଖବର ସାମ୍ନାକୁ ଆସିଛି। ସେ ହେଲେ ତାମିଲ ତଥା ମାଲାୟାଲାମ ସିନେମାର…
ଅଧିନାୟକ ହେବା ପରେ IPLରୁ ସନ୍ନ୍ୟାସ ନେବେ ଏମ୍ଏସ୍ ଧୋନୀ! ଚେନ୍ନାଇରେ ନେବେ ଅବସର…
ନୂଆଦିଲ୍ଲୀ,୪।୪: IPL ୨୦୨୫ରେ ଶନିବାର ୫ ଏପ୍ରିଲରେ ଚେନ୍ନାଇ ସୁପର କିଙ୍ଗ୍ସ ସେମାନଙ୍କର ହୋମ ଗ୍ରାଉଣ୍ଡ ଚେପକ୍ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ସହିତ ମୁକାବିଲା କରିବ। ଲଗାତାର ଦୁଇଟି ମ୍ୟାଚ୍ ହାରିଥିବା ଚେନ୍ନାଇ ଦଳ ଦିଲ୍ଲୀ ବିପକ୍ଷରେ ବିଜୟ ହାସଲ କରିବାକୁ…

